Posted inଜାତୀୟ

୨୪୦ ତୀର୍ଥଯାତ୍ରୀ ଯିବେ ପାକିସ୍ତାନ…

ନୂଆଦିଲ୍ଲୀ, ୨୭।୯ : ଅକ୍ଟୋବର ୨୮ରେ ଭାରତରୁ ୨୪୦ ଶିଖ ସମ୍ପ୍ରଦାୟର ତୀର୍ଥଯାତ୍ରୀ ପାକିସ୍ତାନ ଯାତ୍ରା କରିବେ। ସମସ୍ତେ ଗୁରୁଦ୍ୱାର ପଞ୍ଜା ସାହିବରେ ସାକା ପଞ୍ଜା ସାହିବ ଶତବାର୍ଷିକୀ ଉତ୍ସବରେ ଅଂଶଗ୍ରହଣ କରିବେ। ଦିଲ୍ଲୀ ଶିଖ ଗୁରୁଦ୍ୱାର ପରିଚାଳନା କମିଟିର ଅଧ୍ୟକ୍ଷ ହରମୀର ସିଂ କାଲକା କହିଛନ୍ତି ଯେ ଶିଖ ତୀର୍ଥଯାତ୍ରୀ ପାକିସ୍ତାନର ହାସନ ଅବଦାଲ ଯିବେ।

ତୀର୍ଥଯାତ୍ରୀମାନେ ଅଟ୍ଟାରୀ-ୱାଘା ସୀମା ପୋଷ୍ଟରୁ ପାକିସ୍ତାନରେ ପହଞ୍ଚି ନଭେମ୍ବର ୨ରେ ଅମୃତସରକୁ ଫେରିବେ। ପାକିସ୍ତାନ ଗସ୍ତ ସମୟରେ ସମସ୍ତ ତୀର୍ଥଯାତ୍ରୀ ଲାହୋର ଏବଂ ନାନକାନା ସାହିବ ସମେତ ପାକିସ୍ତାନର ଅନ୍ୟ ଗୁରୁଦ୍ୱାର ଯାତ୍ରା ମଧ୍ୟ କରିବେ।

କାଲକା କହିଛନ୍ତି, ତୀର୍ଥଯାତ୍ରୀଙ୍କ ମଧ୍ୟରୁ ୪୦ ଜଣ ତୀର୍ଥଯାତ୍ରୀଙ୍କୁ ଦିଲ୍ଲୀ, ନୋଏଡା, ଗୁରୁଗ୍ରାମ, ଫରିଦାବାଦ ଏବଂ ଗାଜିଆବାଦରୁ ଡିଏସଜିଏମସି ଦ୍ୱାରା ପଠାଯିବ। ପାକିସ୍ତାନ ଯାଉଥିବା ସମସ୍ତ ଯାତ୍ରୀଙ୍କୁ ୭୨ ଘଣ୍ଟା ପୂର୍ବରୁ କରୋନା ପରୀକ୍ଷା କରିବାକୁ ପଡିବ ବୋଲି ସେ କହିଛନ୍ତି। ତୀର୍ଥଯାତ୍ରୀଙ୍କ ରହିବା ପାଇଁ ପାକିସ୍ତାନ ସରକାର ବ୍ୟବସ୍ଥା କରିବେ ବୋଲି ଡିଏସଜିଏମସି ସାଧାରଣ ସମ୍ପାଦକ ଜଗଦୀପ ସିଂ କାହଲୋଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri