ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ବୋମାମାଡ଼

ପୁରୀ ଅଫିସ,୧୫।୬: ପୁରୀ ଜିଲା ବାସେଳି ସାହି ଥାନା ଅଧୀନ ପଣାପିଆ ଲେନ୍‌ରେ ଶନିବାର ଅପରାହ୍ନରେ ଜଣେ ଯୁବକଙ୍କୁ ବୋମାମାଡ଼ ହୋଇଛି। ସେ ହେଲେ ଶିବରାମ ପାତ୍ର(୨୨)।
ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏଭଳି ଘଟିଥିବା ଜଣାପଡ଼ିଛି। ଶିବରାମ ତାଙ୍କର ଜଣେ ବନ୍ଧୁଙ୍କ ସହ ଘର ନିକଟରେ ଠିଆ ହୋଇଥିଲେ। ଏହି ସମୟରେ ୪ ଜଣ ଦୁର୍ବୃତ୍ତ ଦୁଇଟି ବାଇକରେ ଆସି ବୋମାମାଡ଼ କରିଥିଲେ । ଖବରପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।


All Right Reserved By Dharitri.Com

ମକର ସଂକ୍ରାନ୍ତି: ମା’ ତାରା ତାରିଣୀ ପୀଠରେ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ

ପୁରୁଷୋତ୍ତମପୁର,୧୫।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ପୀଠରେ ବୁଧବାର ମକର ସଂକ୍ରାନ୍ତି ଅବସରେ ମା’ଙ୍କ ଦର୍ଶନ ଲାଗି ୫୦ ହଜାରରୁ...

୪୮୦ ବସ୍ତା ୟୁରିଆ ସାର ବାଟରୁ ଉଭାନ ଧରାପଡିଲା

ବଡ଼ଗାଁ, ୨୫।୯ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମସ୍ଥିତ ସମବାୟ ସମିତି (ଲ୍ୟାମ୍ପ୍ସ)ର କର୍ମଚାରୀମାନେ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା...

ପୁରୀରେ ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ

ପୁରୀ ଅଫିସ, ୨୬।୫: ବାତ୍ୟା ଫନୀରେ ପୁରୀ ଜିଲାରେ ହୋଇଥିବା କ୍ଷୟକ୍ଷତି ଆକଳନ ଲାଗି ପୁରୀରେ ପହଞ୍ଚିଛନ୍ତି ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ। ରବିବାର ପୂର୍ବାହ୍ନରେ ସର୍କିଟ...

ଆରମ୍ଭ ହେବ ମୋ କଲେଜ ଯୋଜନା

ଭୁବନେଶ୍ୱର,୩୧।୭(ବ୍ୟୁରୋ): ‘ମୋ ସ୍କୁଲ’ଭଳି ଖୁବ୍‌ଶୀଘ୍ର ‘ମୋ କଲେଜ’ କାର୍ଯ୍ୟକ୍ରମ ଆରମ୍ଭ ହେବ। ପୁରାତନ ଛାତ୍ରମାନଙ୍କୁ ଏଥିରେ ସାମିଲ କରାଯିବ। କଲେଜର ବିକାଶ ତଥା ଗୁଣାତ୍ମକ ଶିକ୍ଷା...

ଆଇଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଓଡ଼ିଶା ପ୍ରଶାସନରେ କାର୍ଯ୍ୟରତ କେତେକ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି। ଏନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ...

ପୂଜା ଛୁଟିରେ ୨ ଦିନ ଖୋଲିବ ଆର୍‌ଟିଓ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ଚଳିତ ମାସ ୫ରୁ ୮ ତାରିଖ ଯାଏ ସରକାରୀ ଛୁଟି ଦିବସ ରହିଛି। ତେଣୁ ଏହି ସମୟରେ ନୂଆ ଗାଡ଼ି ପଞ୍ଜୀକରଣ କାର୍ଯ୍ୟ ବାଧା...

ବାଲି ମାଫିଆଙ୍କ ଆତଙ୍କରାଜ୍‌ ଆର୍‌ଆଇ, ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ

ଭଣ୍ଡାରିପୋଖରୀ, ୪ା୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବନ୍ଦାଳୋ ମଢ଼ିଆଳୀ ପଞ୍ଚାୟତ ବିରିଡ଼ିସ୍ଥିତ ବୈତରଣୀ ନଦୀପଠାରୁ ବାଲି ମାଫିଆମାନେ ବେଆଇନ ଭାବେ ବାଲି ଚାଲାଣ...

ସରକାରୀ ଜମି ଅବରୋଧ ପ୍ରତିବାଦରାସ୍ତା ଅବରୋଧ କଲେ ଶ୍ରୀଜଙ୍ଗ ଗ୍ରାମବାସୀ

ବାହାନଗା,୨୪।୭(ଡି.ଏନ.ଏ.)-ଖନ୍ତାପଡ଼ା ଥାନା ଅଧୀନସ୍ଥ ରେମୁଣା ବ୍ଲକର ଶ୍ରୀଜଙ୍ଗ ଗ୍ରାମର ସରକାରୀ ଗୋଚର ଓ ଆଡ଼ିବନ୍ଧକୁ ପ୍ରଭାବଶାଳୀ ଲୋକମାନେ ଜବରଦସ୍ତ ଅବରୋଧ କରି ରଖିଥିବାରୁ ଗ୍ରାମବାସୀ ଏହାର...

Leave a comment

Your email address will not be published. Required fields are marked *