Advertisement

ଗଜବାହାଲ ପଞ୍ଚାୟତ ୨ ଦିନ ଶଟ୍‌ଡାଉନ

କର୍ଲାମୁଣ୍ଡା,୨୬।୭(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତକୁ ରବିବାର ସକାଳଠାରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ୨ ଦିନ ଶଟ୍‌ଡାଉନ ଘୋଷଣା କରାଯାଇଛି। ପଞ୍ଚାୟତ ନିକଟସ୍ଥ ପଡ଼ୋଶୀ ବଲାଙ୍ଗୀର ଜିଲାର ଏକ ଗାଁରୁ ଜଣେ ବ୍ୟକ୍ତି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପରେ ସରପଞ୍ଚ ପୂଜାରାଣୀ ସାହୁ ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି। ଏହି ସମୟ ମଧ୍ୟରେ ଅତ୍ୟାବଶ୍ୟକୀୟ ସେବା ବ୍ୟତୀତ ବାକି ସମସ୍ତ ଦୋକାନ ବଜାର ବନ୍ଦ ରଖିବାକୁ ସରପଞ୍ଚ ଜନସାଧାରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଷି ହେଉଛନ୍ତି ଚାଷୀ

ବରଗଡ଼ ଅଫିସ୍‌,୨୭ା୪: ଓଡ଼ିଶାର ଚାଷୀମାନେ ଗତ ୧୦ବର୍ଷ ମଧ୍ୟରେ ଅଧିକରୁ ଅଧିକ ଧାନ ଉତ୍ପାଦନ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର କ୍ରମାଗତ କୃଷି କର୍ମଣ ପୁରସ୍କାର...

ଗ୍ୟାସ ଲିକ୍‌ରୁ ୪ବଖରା ଜଳିଗଲା

ବିଞ୍ଝାରପୁର,୧୧।୧୦(ଡି.ଏନ.ଏ): ବିଞ୍ଝାରପୁର ଥାନା ଅନ୍ତର୍ଗତ କପିଳା ପଞ୍ଚାୟତ ଗୁହାଳି ଗ୍ରାମରେ ଗୁରୁବାର ମଧ୍ୟାହ୍ନ ସମୟରେ ଗ୍ୟାସ ଟାଙ୍କି ଲିକ୍‌ କରି ୪ବଖରା ଘର ଜଳି ପୋଡ଼ି...

୧୭ଦିନ ହେଲା ଲେମ୍ଭେଇ ଛାଡ଼ୁନାହିଁ ଦନ୍ତା

ଭଞ୍ଜନଗର,୨୫।୮(ଡି.ଏନ୍‌.ଏ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ଗତ ମାସରେ ୨ଟି ଦନ୍ତା ହାତୀଙ୍କ ମୃତ୍ୟୁ ହେବା ପରେ ବର୍ତ୍ତମାନ ଆଉ ଗୋଟିଏ ଦନ୍ତା ଏକୁଟିଆ ଘୂରିବୁଲୁଛି।...

ଇଲିଶି ଦର ଆକାଶଛୁଆଁ

ମହାକାଳପଡ଼ା,୧୫ା୭ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମୁଦ୍ର ଓ ସଂଲଗ୍ନ ନଦୀରେ ଲଘୁଚାପ ପ୍ରଭାବ ଯୋଗୁ ୨ ଦିନ ହେଲା ଇଲିଶି ମାଛ ବହୁଳ...

ରୋଗୀଙ୍କୁ ବଣ୍ଟାଯିବ ୨,୫୩୪ କିଟ୍‌

ଢେଙ୍କାନାଳ ଅଫିସ, ୧୨।୧୧: ଚମତ୍କାର ସଙ୍ଗୀତରେ ସେ ମଞ୍ଚରେ ଭରିପାରନ୍ତି ରୋମାଞ୍ଚ। ଭଜନ, ଜଣାଣ ହେଉ କି ଆଧୁନିକ ଗୀତ, ଶ୍ରୋତାଙ୍କ ହୃଦୟକୁ ଛୁଇଁପାରେ ତାଙ୍କ...

ତେଲ୍‌କୋଇ ବସଷ୍ଟାଣ୍ଡ ନିକଟରେ ଟ୍ରକ୍‌ ଧକ୍କାରେ ଜଣେ ମୃତ: ଜିଲା ମେଡିକାଲରେ ଉତ୍ତେଜନା

କେନ୍ଦୁଝର, ୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ନଂ. ଜାତୀୟ ରାଜପଥର ତେଲ୍‌କୋଇ ବସ୍‌ଷ୍ଟାଣ୍ଡ ନିକଟରେ ଶନିବାର ଏକ ଟ୍ରକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ...

ଜେଇଇ ପରୀକ୍ଷାର୍ଥୀଙ୍କ ପାଇଁ ଏସବୁ ସୁବିଧା କଲା ଗଞ୍ଜାମ ଜିଲା ପ୍ରଶାସନ: ଟୁଇଟ କରି ସୂଚନା ଦେଲେ ଜିଲାପାଳ

ଛତ୍ରପୁର,୩୦।୮(ଡି.ଏନ୍‌.ଏ.): ଜେଇଇ ପରୀକ୍ଷାର୍ଥୀମାନଙ୍କ ପାଇଁ ରହିବା, ବସ୍‌ ଆଦି ସମସ୍ତ ସୁବିଧା କରାଯାଇଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଟୁଇଟ କରି ସୂଚନା...

ଏସ୍‌ଏଚ୍‌ଜି ମହିଳାଙ୍କ ଦ୍ୱାରା ଶିଶୁ, ପ୍ରସୂତିଙ୍କୁ ଅଣ୍ଡା ବଣ୍ଟନ

ଗଞ୍ଜାମ:୧୬,୪- ଲକ୍‌ଡାଉନ୍‌ କଟକଣା ପରେ ଗଞ୍ଜାମ ଜିଲାରେ ଶିଶୁ, ପ୍ରସୂତୀ ଓ ଗର୍ଭବତୀଙ୍କୁ ଅଣ୍ଡା ପ୍ରଦାନରେ ସମସ୍ୟା ଦେଖାଦେଇଥିଲା। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପ୍ରତ୍ୟକ...

Advertisement
Archives

Model This Week