ରାଜ୍ୟରେ ୨୪୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୪୨ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୬ ହଜାର ୫୫୯ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୨୦ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୭, ବରଗଡରୁ ୬, ଭଦ୍ରକରୁ ୨, କଟକରୁ ୧୮, ଜଗତସିଂହପୁରରୁ ୩, ଯାଜପୁରରୁ ୫, ଝାରସୁଗୁଡାରୁ ୧ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୪, କୋରାପୁଟରୁ ୨, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୨୪, ନୟାଗଡରୁ ୨, ନୂଆପଡାରୁ ୧, ପୁରୀରୁ ୪, ସମ୍ବଲପୁରରୁ ୭, ସୁନ୍ଦରଗଡରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୮ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

କନ୍ଧମାଳ ଏମ୍‌ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …

ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…

ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ

ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି।…

ଖୁଦୁରୁକୁଣୀ ଭସାଣି ବେଳେ ଏସ୍‌ଆଇଙ୍କୁ ଆକ୍ରମଣ: ଡିଜେ ବଜାଇବାକୁ….

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଚଉମୁଇଁରେ ଖୁଦୁରୁକୁଣୀ ଭସାଣି ବେଳେ ଡିଜେ ବଜାଇବାକୁ ବିରୋଧ କରିବାରୁ ଏସ୍‌ଆଇ କଳ୍ପତ୍ତରୁ ନାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?