Posted inଖେଳ

୩ ଥର ସଚିନଙ୍କୁ ଆଉଟ୍‌ କରିଥିଲେ, ଏବେ ଘର ଘର ବୁଲି ଏସି ସଜାଡୁଛନ୍ତି ଏହି ଖେଳାଳି

କୁହାଯାଏ ଯେ ଥରେ ଜଣେ ଖେଳାଳି ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ପରେ ସେ ମାଲାମାଲ ହୋଇଯାନ୍ତି। ବ୍ୟାଙ୍କ ବାଲାନ୍ସ, ବଙ୍ଗଳା, କାର ଭଳି ସବୁ ସୁବିଧା ଅନ୍ତର୍ଜାତୀୟ କ୍ରିକେଟଙ୍କୁ ମିଳିଥାଏ। କିନ୍ତୁ ଏହା ସବୁ ଦେଶର ଖେଳାଳିଙ୍କ ଭାଗ୍ୟରେ ଜୁଟି ନ ଥାଏ। ଭାରତ, ଅଷ୍ଟ୍ରେଲିଆ, ଇଂଲଣ୍ଡ ଭଳି ଦେଶକୁ ଛାଡିଦେଲେ ଅନ୍ୟ ଦେଶର କିଛି ଖେଳାଳିମାନେ ଅବସର ପରେ ସଂଘର୍ଷମୟ ଜୀବନ ବିତାଇଥାନ୍ତି। ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ତିନିଥର ଆଉଟ୍‌ କରିଥିବା ଜଣେ ଖେଳାଳିଙ୍କ ଅବସ୍ଥା ଏପରି ହୋଇଛି। ଜିମ୍ବାଓ୍ବେର ବାମହାତୀ ସ୍ପିନର୍‌ ରୟ ପ୍ରାଇସ୍‌ଙ୍କ ଅବସ୍ଥା ଏମିତି ହୋଇଛି।

୨୦୦୨ରେ ଜିମ୍ବାଓ୍ବେ ଦଳ ଭାରତ ଗସ୍ତରେ ଆସିଥିଲା। ନାଗପୁର ଟେଷ୍ଟରେ ସେ ଉଭୟ ଇନିଂସରେ ସଚିନଙ୍କ ଉଇକେଟ ନେଇଥିଲେ। ଏହା ପରେ ଦିଲ୍ଲୀ ଟେଷ୍ଟର ପ୍ରଥମ ଇନିଂସରେ ମଧ୍ୟ ସଚିନଙ୍କ ଉଇକେଟ ନେଇଥିଲେ। ସଚିନ ତେନ୍ଦୁଲକର ପ୍ରାଇସଙ୍କ ବୋଲିଂର ପ୍ରଶଂସା କରିଥିଲେ। ସେଥିପାଇଁ ସଚିନଙ୍କ ଅଧିନାୟକତ୍ୱରେ ୨୦୧୧ରେ ଆଇପିଏଲ ଡେବ୍ୟୁ କରିବାର ସୁଯୋଗ ପାଇଥିଲେ। ୨୦୧୩ରେ ଅବସର ପରେ ରୟ ପ୍ରାଇସ ଜିମ୍ବାୱେରେ ନିଜର କ୍ରୀଡା ଦୋକାନ ଖୋଲିଥିଲେ। ହାରାରେ ଅବସ୍ଥିତ ଏହି ଦୋକାନରେ ଦାମ ବ୍ୟାଟ୍ସ, ପ୍ୟାଡ, ଗ୍ଲୋଭସ ଏବଂ ଅନ୍ୟାନ୍ୟ କ୍ରୀଡା ସାମଗ୍ରୀ ବିକ୍ରି କରନ୍ତି। କେବଳ ଏତିକି ନୁହେଁ, ପ୍ରାଇସ ମଧ୍ୟ ଏକ ଏସି ମେକାନିକ ଏବଂ ଯେତେବେଳେ ସେ ସୁଯୋଗ ପାଆନ୍ତି, ସେତେବେଳେ ସେ ଘର କାମ ମଧ୍ୟ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା…

ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି…

କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ…

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ…

ଡେପୁଟେଶନରେ ଯାଇଥିବା ଶିକ୍ଷକଙ୍କୁ ଫେରାଇ ଆଣିବାକୁ ବିଇଓଙ୍କୁ ଦାବି

ଗଞ୍ଜାମ, ୬।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୀଳାଦ୍ରିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁଦାମ ନାୟକଙ୍କୁ ଅନ୍ୟ ଏକ ବିଦ୍ୟାଳୟକୁ…

କ୍ୱାର୍ଟରରେ ଇଂଲଣ୍ଡ, ମେକ୍ସିକୋର ଅଭିଯାନ ଶେଷ

ମେକ୍ସିକୋ ସିଟି, ୬ା୭: ଘରୋଇ ଫିଲ୍ଡ ଓ ପରିବେଶରେ ଖେଳିବାର ଫାଇଦା ସହିତ ପ୍ରତିପକ୍ଷ ଦଳ ପ୍ରାୟତଃ ଦ୍ୱିତୀୟାର୍ଦ୍ଧ ୧୦ ଖେଳାଳିରେ ଖେଳିବା ସତ୍ତ୍ୱେ ମେକ୍ସିକୋର ଅଭିଯାନ…

କାଲି  ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ ମେମୁ ଟ୍ରେନ୍‌ ବାତିଲ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…

ହଠାତ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିମାନ ଚାରିପଟେ ଘୁରିବୁଲିଲା ଇଣ୍ଡୋନେସିଆର ବାୟୁସେନାର ଲଢ଼ୁଆ ବିମାନ: ଆଉ ତା’ପରେ…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି। ଗସ୍ତର ପ୍ରଥମ ପର୍ଯ୍ୟାୟରେ ସେ ଇଣ୍ଡୋନେସିଆରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ରାଜଧାନୀ ଜାକର୍ତ୍ତାରେ ଜୋରଦାର ସ୍ବାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri