ରାଜ୍ୟରେ ଆଜି ୨୪୨୩ ପଜିଟିଭ୍‌ ଚିହ୍ନଟ, ପୁଣି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୨୪୨୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪,୬୬୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୧୪୧୭ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୦୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୩୫୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୨୨୯ ଏବଂ ସୁନ୍ଦରଗଡ଼ରୁ ୧୯୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱର ୪୨, ବରଗଡ଼ ୯୯, ଭଦ୍ରକ ୬୭, ବଲାଙ୍ଗୀର ୯୩, ବୌଦ୍ଧ ୧୦, କଟକ ୧୧୮, ଦେବଗଡ଼ ୧୭, ଢେଙ୍କାନାଳ ୬୬, ଗଜପତି ୭, ଗଞ୍ଜାମ ୩୭, ଜଗତସିଂହପୁର ୮୪, ଯାଜପୁର ୯୭, ଝାରସୁଗୁଡ଼ା ୬୬, କଳାହାଣ୍ଡି ୫୭, କନ୍ଧମାଳ ୩୫, କେନ୍ଦ୍ରାପଡ଼ା ୭୩, କେନ୍ଦୁଝର ୭୦, କୋରାପୁଟ ୨୪, ମାଲକାନଗିରି ୪୮, ମୟୂରଭଞ୍ଜ ୧୨୮, ନବରଙ୍ଗପୁର ୨୮, ନୟାଗଡ଼ ୪୦, ନୂଆପଡ଼ା ୬୩, ପୁରୀ ୭୩, ରାୟଗଡ଼ା ୧୦, ସମ୍ବଲପୁର ୬୦ ଏବଂ ସୋନପୁରରୁ ୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪,୬୬୨ରେ ପହଞ୍ଚିଥିବା ବେଳେ ୨,୨୭,୬୧୫ ଜଣ ସୁସ୍ଥ ହୋଇଛନ୍ତି। ୨୫,୯୫୪ ଜଣ ଚିକିତ୍ସିତ ହେଉଛନ୍ତି। ୧୦୪୦ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗଲ ମ୍ୟାପ୍‌ ଦେଖି ଟ୍ରକ୍‌ ଚଳାଉଥିଲେ ଟ୍ରକ୍‌ ଡ୍ରାଇଭର୍‌: ହଠାତ୍‌ ଘଟିଗଲା…

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ):ଗୁଗଲ ମ୍ୟାପ୍‌ ଦେଖାଇଲା ଭୁଲ ରାସ୍ତା। ଆଉ ଭୁଲ ରାସ୍ତାରେ ଆସି ଟ୍ରକ ଦୁର୍ଘଟଣାଗ୍ରସ୍ତ। ଏଭଳି ଘଟଣା ନୂଆ ହୋଇ ନ...

IPL ନିଲାମ ତାଲିକାରେ ୨ ଓଡ଼ିଆ: ବେସ ପ୍ରାଇସ ରହିଛି…

ନୂଆଦିଲ୍ଲୀ,୧୬।୧୨: ଆଜି ଆବୁଧାବିରେ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ପାଇଁ ମିନି-ନିଲାମ ଉପରେ ସମସ୍ତଙ୍କ ନଜର ରହିଛି। କୋଲକାତା ନାଇଟ ରାଇଡର୍ସ ଏବଂ...

ଟୋକନ ସମସ୍ୟାକୁ ନେଇ ଚାଷୀଙ୍କ ଅଭିନବ ପ୍ରତିବାଦ: ଖୁଚୁରା ଧାନ ବିକିଲେ ଚାଷୀ

ସମ୍ବଲପୁର,୧୬।୧୨(ପ୍ରମୋଦ ବହିଦାର): ଧାନ ବିକ୍ରି ପାଇଁ ଚାଷୀଙ୍କୁ ଟୋକନ ମିଳିବା ସମସ୍ୟାକୁ ନେଇ ମଙ୍ଗଳବାର ସମ୍ବଲପୁରଠାରେ ଚାଷୀଙ୍କ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଚାଷୀମାନେ ପ୍ରଥମେ...

ଜିଲାପାଳଙ୍କ ଅଭିଯୋଗ ଶୁଣାଣି: କମୁଛି ଅଭିଯୋଗ ପତ୍ର ସଂଖ୍ୟା

ରାଇକିଆ,୧୬।୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟର ସଭାଗୃହରେ ଜିଲାପାଳ ବେଦ ଭୂଷଣଙ୍କ ଦ୍ବାରା ଜନସାଧାରଣଙ୍କ ଦାରା ଅଭିଯୋଗ ଗୁଡ଼ିକର ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି।...

ପୀତବାସ ପଣ୍ଡା ହତ୍ୟା ମାମଲା, ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ

ବ୍ରହ୍ମପୁର,୧୬ା୧୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଝଟକା । ଖାରଜ ହେଲା ଜାମିନ ଆବେଦନ । ବିକ୍ରମ ପଣ୍ଡାଙ୍କ ସମେତ...

IPL 2026 Mini Auction: ୩୫୦ରୁ ଅଧିକ ଖେଳାଳି, ୭୭ସ୍ଲଟ, KKR-CSK ନିକଟରେ ସବୁଠାରୁ ବଡ଼ ବଜେଟ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର ଡିସେମ୍ବର ୧୬, ୨୦୨୫ରେ ଆବୁଧାବିର ଏତିହାଦ ଆରେନାରେ ଅପରାହ୍ନ ୨ଟା ୩୦ ସମୟରେ ହେବାକୁ ଥିବା ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ...

National Herald Case: ସୋନିଆ-ରାହୁଲଙ୍କୁ ଆଶ୍ୱସ୍ତି, କୋର୍ଟ କହିଲେ…

ନୂଆଦିଲ୍ଲୀ,୧୬।୧୨: ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଅନ୍ୟମାନଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି । ରାଉଜ୍ ଆଭେନ୍ୟୁ...

IPL 2026 ନିଲାମିର ଠିକ ପୂର୍ବରୁ BCCI କଲା ଫାଇନାଲ ଲିଷ୍ଟ, ସାମିଲ କଲା ଏହି ୧୯ ଖେଳାଳିଙ୍କୁ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର IPL 2026 ନିଲାମ, ବା ମିନି-ନିଲାମ, ବହୁତ ରୋମାଞ୍ଚକର ହେବାକୁ ଯାଉଛି। କୋଲକାତା ନାଇଟ ରାଇଡର୍ସ ଏବଂ ଚେନ୍ନାଇ ସୁପର କିଙ୍ଗସର ମିଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri