CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୩ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୫ହଜାର ଟପିଲା

ଭୁବନେଶ୍ୱର,୩୦।୬(ବ୍ୟୁରୋ):ରାଜ୍ୟରେ ମଙ୍ଗଳବାର ୨୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ଗଜପତି ଜିଲାର ସର୍ବାଧିକ ୫୯ଜଣ ଅଛନ୍ତି। ସେହିଭଳି ଗଞ୍ଜାମର ୪୧, ଖୋର୍ଦ୍ଧାର ୩୮, କନ୍ଧମାଳର ୧୭, ଝାରସୁଗୁଡ଼ାର ୧୫, ସୁନ୍ଦରଗଡ଼ର ୧୦, ଭଦ୍ରକ-ଯାଜପୁର-କେନ୍ଦ୍ରାପଡ଼ାର ୮, କୋରାପୁଟର ୭, ବରଗଡ଼-ମୟୂରଭଞ୍ଜର ୬, ଜଗତସିଂହପୁରର ୫, କଟକ-ମାଲକାନଗିରି-ନବରଙ୍ଗପୁରର ୪, ବାଲେଶ୍ୱରର ୨ ଏବଂ କଳାହାଣ୍ଡିର ଜଣେ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୫୧୮୯କୁ ବୃଦ୍ଧି ପାଇଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୯ କୋଟି କୃଷକଙ୍କୁ ମାର୍ଚ୍ଚରେ ମିଳିବ ୨୨ତମ କିସ୍ତି! ହେଲେ ଅଟକି ଯାଇପାରେ ଆପଣଙ୍କ ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ହିତାଧିକାରୀମାନେ ଗତ ତିନି ମାସ ହେବ ୨୨ତମ କିସ୍ତିକୁ ଅପେକ୍ଷା କରିଛନ୍ତି। ସରକାରଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି…

ଓଭରଟେକ କରୁଥିବା ବେଳେ ପରସ୍ପର ମଧ୍ୟରେ ପିଟି ହେଲେ ଦୁଇ ବାଇକ୍, ତାପରେ….

ବଲାଙ୍ଗୀର,୨୫।୨(ସୁନିଲ କୁମାର ମହାନ୍ତି): ବିଳମ୍ବିତ ସନ୍ଧ୍ୟାରେ ବଲାଙ୍ଗୀରରେ ସଡ଼କ ଦୁର୍ଘଟଣା । ବୁଧବାର ସନ୍ଧ୍ୟାରେ ବଲାଙ୍ଗୀର ଭିଆଇପି ରାସ୍ତା ଭାବେ ପରିଚିତ ଭାଗିରଥି ଛକ- ସର୍କିଟ ହାଉସ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭାଇ ବୋଲି କହିଲେ ନେତାନ୍ୟାହୁ, ସଂସଦରେ କହିଲେ ‘ଭାରତ ଆମର ମହାନ ବନ୍ଧୁ…’

ନୂଆଦିଲ୍ଲୀ,୨୫।୨:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ଭବ୍ୟ ସ୍ୱାଗତ ପରେ, ପ୍ରଧାନମନ୍ତ୍ରୀ ମୋଦି ଇସ୍ରାଏଲୀ ସଂସଦକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ଅଛି ।…

ବରିଷ୍ଠ  ଆଇନଜୀବୀଙ୍କ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୫।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ବରିଷ୍ଠ ଆଇନଜୀବୀ ଦିବାକର ପାଢ଼ୀ(୭୫) ଙ୍କ ବ୍ରହ୍ମପୁର ସ୍ଥିତ ବାସଭବନରେ ପରଲୋକ ହୋଇଛି । ସେ ଦୀର୍ଘବର୍ଷ ହେଲା…

ଜୀବନ-ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ରିଙ୍କୁ ସିଂଙ୍କ ବାପା, ଆଗକୁ ଖେଳିବେ କି ନାହିଁ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୨: ଭାରତର ଷ୍ଟାର କ୍ରିକେଟର ରିଙ୍କୁ ସିଂହ ସମ୍ପ୍ରତି ଟିମ୍ ଇଣ୍ଡିଆ ଛାଡି ଘରକୁ ଫେରିଥିଲେ । ତାଙ୍କ ବାପାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ତାଙ୍କ ଫେରିବାର…

ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂଜାରି, ୨୪ ଘଣ୍ଟା ମଧ୍ୟରେ ଏହି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର,୨୫।୨: ୨୩ ଜିଲାରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସୂଚନା ଦେଲେ ଆଞ୍ଚଳିକ…

୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା…

ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।…

ସ୍ତ୍ରୀକୁ ମାରିବାକୁ ଉଦ୍ୟମ ବେଳେ ମଝିରେ ଆସିଲେ ଶ୍ବଶୁର, ପେଟ୍ରୋଲ ଢାଳି ମାରିଦେଲେ ଜ୍ବାଇଁ

ବାଲିଆପାଳ,୨୫।୨(ଗୋପାଳ ଚନ୍ଦ୍ର ସାହୁ/ରାଜଶ୍ରୀ ପାଣିଗ୍ରାହୀ) ପ୍ରେମ ବିବାହର କରୁଣ ପରିଣତି । ଜ୍ବାଇଁ ସାଜିଲେ ନରରାକ୍ଷସ। ପେଟ୍ରୋଲ ଢ଼ାଳି ଜୀବନରୁ ସ୍ତ୍ରୀଙ୍କୁ ମାରିବା ଉଦ୍ୟମ କରୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri