ପ୍ରସୂତି ମହିଲାକୁଁ ସାହାଯ୍‌ର ହାତ ବଢ଼ାଲେ ସରପଁଚ୍‌

ଲାଠୋର, ୧୬ା୬ (ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ଗଁାରେ ବାସକରୁଥିବାର ଝନେ ନିସାହା ମହିଲା ଗରଭ୍‌ବେଦନା ହେଲାରୁ ଡାକ୍‌ତରଖାନା ଗଲାବାଟେ ଗାଡ଼ିରେ ଗୁଟେ ଝି’କେ ଜନମ୍‌ ଦେଇଥିଲେ। ଇ ବାବ୍‌ଦେ ଗଲା ଶୁକୁରବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଗାଡ଼ିରେ ପ୍ରସବ କଲେ ମହିଳା’ ଶୀରଷକ୍‌ରେ ଖବର ବାହାରିଥିଲା। ଇ ଖବର ଦେଖି ଲାଠୋର ସରପଁଚ୍‌ ପ୍ରବିଣ କୁମାର ଅଗ୍ରଓ୍ବାଲ ଶନିବାର ଦୁଇପହର ବେଲା ସୁଆସ୍‌ତିଅ ବିଭାଗ କରମଚାରୀକଁର ସଂଗେ ନିସାହା ମହିଳା ଚନ୍ଦା ସାହୁକଁର ଘରେ ପୁହୁଁଚି ସାହାଯ୍‌ର ହାତ୍‌ ବଢ଼େଇଛନ୍‌। ସେ ମାହାଲିଆ ମାସିକ ୧୦ କେ.ଜି. ଚାଉଲ, ଡାକ୍‌ତରଖାନା ନେଇ ଉଭଏ ମା’ଝି’ର ସୁଆସ୍‌ତିଅ ପରୀକ୍ଷା କରି ଦରକାର ହିସାବେ ପୁଷ୍ଟିକର ଖାଏଦ୍‌, ଉଷୋକଷା, ମସାରି, ଅଙ୍ଗନଓ୍ବାଡି କେନ୍ଦ୍ରର ଖାଏଦ୍‌ର ବେବସ୍‌ତା କରିଛନ୍‌। ଘଟନା ଘଟଲା ଉତାରୁ ପରଶାସନ ଚେତୁଛେ, ହେଲେ ସବୁ ବେବସ୍‌ତା ଥାଇ ବି ଆଗତୁରା ପରଶାସନ ପଦକ୍ଷେପ ନାଇଁ ନେବାର। ନିସାହା ମହିଲାକୁଁ ସାହାଯ୍‌ କରବାରଟା ନିହାତି ଗୁଟେ ପରଶଁସା କଲା କଥା। ହେଲେ ଯେନ୍‌ମାନେ ଇ ଘଟନାର ଲାଗି ଦାୟୀ ସେମାନକର ବିରୋଧ୍‌ନେ କଡ଼ା ପଦକ୍ଷେପ ନେବାର ଦରକାର, ନାଇଁହେଲେ ଆଗ୍‌କେ ଏନ୍‌ତା ଘଟନା ନାଇଁ ଘଟବା କିଏ କହେବା ବଲି ବୁଧିଜୀବୀ ମହଲରେ ମତ ପରକାଶ ପାଉଛେ।


All Right Reserved By Dharitri.Com

ପ୍ରୋତ୍ସାହନ ମିଳୁନି, ସଙ୍କଟରେ ଖପର କାରିଗର

ଜାମଟିକ୍ରା, ୧ା୭(ଡି.ଏନ.ଏ) ପଶ୍ଚିମ ଓଡିଶାରେ ଖପର ଘର ସଂଖ୍ୟା ଅଧିକ। ଏଥିପାଇଁ ଲୋକମାନେ ବର୍ଷା ଋତୁ ଆସିବା ପୂର୍ବରୁ ଖପର କିଣି ଛାତ ସଜାଡନ୍ତି। ଏହାକୁ...

କେସାପାଲି-ଭାଲିଆକଟା ରାସ୍ତା କାମରେ ଅନିୟମିତତା

ସମ୍ବଲପୁର,୨୫ା୫ (ବ୍ୟୁରୋ): ଗ୍ରାମାଞ୍ଚଳରେ ଗମନା ଗମନ ସୁବିଧା ପାଇଁ ସରକାର ରାସ୍ତା ନିର୍ମାଣକୁ ଅଧିକ ଗୁରୁତ୍ୱ ଦେଉଛନ୍ତି । ରାଜକୋଷରୁ ଟଙ୍କା ଦେଉଛନ୍ତି । ହେଲେ...

ଗନ୍ଧମାର୍ଦ୍ଦନକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ପ୍ରସ୍ତାବର ବିରୋଧ

ଖପ୍ରାଖୋଲ, ୧୬ା୬(ଡି.ଏନ.ଏ.):ବଲାଙ୍ଗୀର-ବରଗଡ ସୀମାନ୍ତରେ ଥିବା ଜୈବ ବିବିଧତା ଭରା ଐତିହାସିକ ତଥା ଆଧ୍ୟାମତ୍ିକ ପ୍ରାଣକେନ୍ଦ୍ର ଗନ୍ଧମାର୍ଦ୍ଦନ ପର୍ବତକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ଭାବେ ଘୋଷଣା କରାଯିବ।...

ରେଢ଼ାଖୋଲ ବନଖଣ୍ଡରେ ଦନ୍ତା ହାତୀର ଗଳିତ ମୃତଦେହ ଉଦ୍ଧାର

ରେଢ଼ାଖୋଲ,୨୩।୧୦(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡର ବଡ଼ମାଳ ରେଞ୍ଜ ଅଧୀନ ଭାଲିଆକଟା ପଞ୍ଚାୟତର ବଡ଼ବପାଟି ଗ୍ରାମ୍ୟ ଜଙ୍ଗଲରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ବନବିଭାଗ ଉକ୍ତ...

ଖଡ଼ିଆଳ ବିଧାନସଭା: ଆଗେଇଲା ବିଜେଡି

ନୂଆପଡ଼ା ଅଫିସ,୨୩।୫: ଖଡ଼ିଆଳ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଲ ଆଗୁଆ ଅଛନ୍ତି। ଚତୁର୍ତ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଲମ୍ବୋଦର ୬୮୨୯ ଭୋଟ...

ଥୁଆମୁଳ ରାମପୁର ବ୍ଲକରେ ସ୍ବାସ୍ଥ୍ୟ ସେବା ଅପହଁଚ୍‌: ଭଗବାନ ଭରସାରେ ଅଂଚଲର ରୁଗୀ

ଭବାନୀପାଟଣା,୨୯।୫(ଡି.ଏନ.ଏ.): ପାହାଡ଼ ଜଂଗଲ ଘେରା କଳାହାଣ୍ଡି ଜିଲାର ଥୁଆମୁଳ ରାମପୁର ବ୍ଲକରେ ପାଖାପାଖି ୭୫ ଭାଗ ଆଦିବାସୀ ଲୋକ୍‌ ବାସ କରୁଛନ୍‌। ବ୍ଲକର ଅନେକ ଗାଁବାସୀ...

ସରକାରୀ ସହାଯ୍‌ ଅପେକ୍ଷାରେ ଡମ୍ବରୁଧର

ଲାଠୋର, ୧ା୬ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର କଲୋନୀ ପଡ଼ାର ଡମ୍ବରୁଧର ନାଗ(୫୮)। ତାକର ପରିବାର କହେଲେ ମାଏକିନା ଯଶୋଦା(୫୨) ଆର ପୁଷିଅଁା...

ଚୋରି ବୋଲେରୋ ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୩ ଫେରାର୍‌

ଜମନକିରା, ୨୧।୮(ଡି.ଏନ୍‌.ଏ.) : ସମ୍ବଲପୁର ଜିଲା ଜମନକିରା ଥାନା ଅଧୀନ ଷଣ୍ଢପଥର ବାବେଜୋର ପୋଲ ନିକଟରେ ଏକ ଚୋରି ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣଙ୍କର...

Leave a comment

Your email address will not be published. Required fields are marked *