ଆଜି ରାଜ୍ୟରୁ ୨୪୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ସୋମବାର ରାଜ୍ୟରେ ୨୪୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୧୦୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୨ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସମ୍ବଲପୁରରୁ ସର୍ବାଧିକ ୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨୩ ଏବଂ ସୁନ୍ଦରଗଡ଼ରୁ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୧୫, ବାଲେଶ୍ୱର ୯, ଭଦ୍ରକ ୩, ବଲାଙ୍ଗୀର ୧୯, କଟକ ୫, ଦେବଗଡ଼ ୧, ଗଜପତି ୧୯, ଜଗତସିଂହପୁର ୧, ଯାଜପୁର ୧୦, ଝାରସୁଗୁଡ଼ା ୧୯, କଳାହାଣ୍ଡି ୧, କନ୍ଧମାଳ ୭, କେନ୍ଦ୍ରାପଡ଼ା ୫, କେନ୍ଦୁଝର ୭, ଖୋର୍ଦ୍ଧା ୯, ମାଲକାନଗିରି ୧, ମୟୂରଭଞ୍ଜ ୫, ନୂଆପଡ଼ା ୮, ପୁରୀ ୮, ରାୟଗଡ଼ା ୮ ଏବଂ ସୋନପୁରରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୨। ଅନ୍ୟପକ୍ଷରେ ଆଜି ଖୋର୍ଦ୍ଧା ଜିଲାରୁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୧୦୬ରେ ପହଞ୍ଚିଥିବା ବେଳେ ୩,୨୮,୦୪୩ଜଣ ସୁସ୍ଥ ହୋଇଛନ୍ତି। ୨୧୧୮ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଉଥ୍‌ ସୁପରଷ୍ଟାର ଅଲୁ ଅର୍ଜୁନ ଦାନ କଲେ ୧.୨୫ କୋଟି ଟଙ୍କା

ମୁମ୍ବାଇ: କରୋନା ଭାଇରସ୍‌ ମହାମାରୀକୁ ନେଇ ସାରା ବିଶ୍ୱରେ ସଂଘର୍ଷ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସମସ୍ତେ ଏବେ ସହାୟତାର ହାତ ବଢ଼ାଇଛନ୍ତି।...

ଦାରିଦ୍ର୍ୟ ହ୍ରାସରେ ଓଡ଼ିଶା ସବୁଠୁ ଆଗରେ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ରାଜ୍ୟରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କ ସଂଖ୍ୟା ହ୍ରାସ କ୍ଷେତ୍ରରେ ଓଡ଼ିଶା ଦେଶରେ ସବୁ ରାଜ୍ୟଠାରୁ ଆଗରେ ରହିଛି। ଗୁରୁବାର ବିଧାନସଭାରେ...

ଜାନୁୟାରୀ ସୁଦ୍ଧା ୨ ଟିକା

ନୂଆଦିଲ୍ଲୀ, ୮।୧୨: ଜାନୁୟାରୀ ସୁଦ୍ଧା ଭାରତରେ ୨ଟି ଟିକା ଏବଂ ଏପ୍ରିଲ୍‌ ଶେଷ ବେଳକୁ ୪ଟି ଟିକା ଉପଲବ୍ଧ ହେବା ନେଇ ସରକାର ଆଶାବାଦୀ ଅଛନ୍ତି।...

ଜଙ୍ଗଲରୁ ନିଆଁ ଲିଭାଇଲେ ମହିଳା

କେନ୍ଦୁଝର,୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ହଦଗଡ଼ ଅଭୟାରଣ୍ୟ ମଧ୍ୟରେ ଥିବା କଅଁଳେଇ ବାଲିପାଳ ଗ୍ରାମଞ୍ଚଳ ସ୍ଥିତ ହେମଗଡ, ଅଶ୍ନପାଣି, ହାଣ୍ଡିପାଁଣ, ପେଣିପଥର ଜଙ୍ଗଲରେ...

ମା’ବାପାଙ୍କ ଆଗରେ ଚାଲିଗଲା ୨ ପିଲାଙ୍କ ଜୀବନ

ରମ୍ଭା,୧୦ା୩-ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥର ସାବୁଳିଆ ଛକରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ବିବାହ ଉତ୍ସବରେ ଯୋଗଦେବାକୁ...

ରଥଯାତ୍ରା ପ୍ରସ୍ତୁତି: ପୋଲିସ ପକ୍ଷରୁ ସ୍ବତନ୍ତ୍ର ମକ୍‌ଡ୍ରିଲ

ପୁରୀ ଅଫିସ,୨୮।୬: ଜୁଲାଇ ୧ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ରଥଯାତ୍ରା ଶୃଙ୍ଖଳିତ କରିବା ପାଇଁ ପୋଲିସ ବିଭାଗ ପକ୍ଷରୁ...

ତାଲିକା ତାରିଖ ଘୁଞ୍ଚି ଚାଲିଛି

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ଓଏଏସ୍‌, ଓପିଏସ୍‌, ରାଜସ୍ବ, ଅର୍ଥ, ଜଙ୍ଗଲ ଭଳି ସମସ୍ତ ବିଭାଗର ସରକାରୀ ଅଧିକାରୀ ଏବଂ କର୍ମଚାରୀ ସେମାନଙ୍କ...

କୋଲକାତାରେ ପ୍ରଥମ କରୋନା ମୃତ୍ୟୁ

ନୂଆଦିଲ୍ଲୀ, ୨୪ା୩: କରୋନା ବିଶ୍ୱବ୍ୟାପୀ ଆତଙ୍କ ଖେଳାଇ ଦେଇଛି। ବିଭିନ୍ନ ଦେଶରେ ଲୋକମାନେ ପୋକମାଛି ଭଳିି ମରୁଛନ୍ତି। ଭାରତ ବି ଏଥିରୁ ବାଦ୍‌ପଡ଼ିନି। ସୋମବାର ଆଉ...

Advertisement
Archives

Model This Week