ଅଭିନବ ଉପାୟରେ ଚେନ୍‌ ଲୁଟିନେଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ,୧୬ା୬: ସହର ମଧ୍ୟରୁ ଅଭିନବ ଉପାୟରେ ମହିଳାଙ୍କ ବ୍ୟାଗରୁ ସୁନା ଚେନ୍‌ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ରବିବାର ସକାଳେ ଭଦ୍ରକ ସହରର ବନ୍ତ ଛକ ନିକଟରେ ଏହି ଲୁଟ୍‌ ହୋଇଛି। ଆରଡ଼ି ଅଞ୍ଚଳରୁ ଜନୈକା ମହିଳା ପରିବାର ଲୋକଙ୍କ ସହ ବଜାର କରିବାକୁ ଆସିଥିବାବେଳେ ଦୁଇଜଣ ଯୁବକ ତାଙ୍କୁ ସମ୍ପର୍କୀୟ ପରିଚୟ ଦେଇ କଥା ହୋଇଥିଲେ। କଥାବାର୍ତ୍ତାବେଳେ ମହିଳାଙ୍କ ବ୍ୟାଗରେ ଥିବା ସୁନା ଚେନ୍‌ ଲୁଟି ନେଇଥିଲେ। ଏନେଇ ମହିଳା ଜଣକ ଜାଣିବା ପରେ ଭଦ୍ରକ ଟାଉନ ଥାନାରେ ଅଭିଯୋଗ କରିଛନ୍ତି l ପୋଲିସ ଘଟଣାର ତଦନ୍ତ କରୁଛି।


All Right Reserved By Dharitri.Com

ଚଇତି ଘୋଡ଼ାନାଚରେ ଦୁଲୁକୁଛି ଗାଁ ଦାଣ୍ଡ

ଆରଡ଼ି, ୨୦।୪ (ଡି.ଏନ.ଏ.)- ଚଇତି ପୁନେଇ ଆସିଲେ କୈବର୍ତ୍ତ ଓ ନିଆରୀ ସମ୍ପ୍ରଦାୟ ଉଲ୍ଲସିତ ହୋଇଉଠନ୍ତି। ଘରେ ଘରେ ଝୋଟି ପଡ଼ିବା ସହ ପିଠାପଣାର ଆସର...

ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭଦ୍ରକ ଅଫିସ, ୨୨।୫: ଗୁରୁବାର ଭୋଟ ଗଣତି। ଏହାକୁ ଠିକ୍‌ ଭାବେ ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିଲାଗି ଜିଲା...

ଶ୍ରୀତମ୍‌ଙ୍କୁ ଅନ୍ତର୍ଜାତୀୟ ଫଟୋଗ୍ରାଫି ଆୱାର୍ଡ

ବାଲେଶ୍ୱର ଅଫିସ, ୪।୧୧-ସ୍ମାର୍ଟଫୋନରେ ଫଟୋ ଉଠାଇ ଚର୍ଚ୍ଚାକୁ ଆସିଥିବା ବାଲେଶ୍ୱର ଜିଲା ଶୋଭାରାମ୍‌ପୁର ଅଞ୍ଚଳର ଶ୍ରୀତମ୍‌ କୁମାର ସେଠୀ ଚଳିତବର୍ଷ ଅନ୍ତର୍ଜାତୀୟ ଫଟୋଗ୍ରାଫି ଆୱାର୍ଡ଼ ପାଇପାରିଛନ୍ତି।...

ଅସରାଏ ବର୍ଷାରେ ଅବସ୍ଥା ବେହାଲ

ବାସୁଦେବପୁର, ୨୩।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ସହର ପୌରପାଳିକାର ମାନ୍ୟତା ଲାଭ କରିଥିଲେ ମଧ୍ୟ ସହରବାସୀଙ୍କ ସର୍ବନିମ୍ନ ସମସ୍ୟା ସମାଧାନ ହୋଇପାରୁ ନାହିଁ।...

ସୀତା ଠାକୁରାଣୀଙ୍କ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼

ଢେଙ୍କିକୋଟ, ୧୭।୬(ଡି.ଏନ୍‌.ଏ.)- ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ସୀତାବିଞ୍ଜଠାରେ ଶନିବାରଠାରୁ ଆରମ୍ଭ ହୋଇଛି ୩ ଦିନିଆ ରଜମେଳା। ପ୍ରତିବର୍ଷ ପରି ରଜମେଳାର ପ୍ରଥମ ଦିନରେ ମା’ ସୀତା...

ନିଶ୍ଚିହ୍ନ ହୋଇଗଲା ୬୨ବର୍ଷ ତଳର ଫରେଷ୍ଟ ଚେକ ଗେଟ୍‌

ଖଇରା,୧୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀଠାରେ ଥିବା ୬୨ବର୍ଷ ତଳର ଫରେଷ୍ଟ ଚେକ ଗେଟକୁ ଉଠାଇ ଦିଆଯାଇଛି। ଏଥିଯୋଗୁଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ...

କୁଶଗଡ଼ ଜଙ୍ଗଲରେ ୧୫ରୁ ଊର୍ଦ୍ଧ୍ୱ ହାତୀ

ଜଳେଶ୍ୱର, ୨୨।୫(ଡି.ଏନ.ଏ.)-ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କୁଶଗଡ଼ ଫାଣ୍ଡି ଅଧିନ କୁଶଗଡ଼ ଜଙ୍ଗଲରେ ମଙ୍ଗଳବାର ଭୋର୍‌ରୁ ସନ୍ଧ୍ୟା ପର୍ଯ୍ୟନ୍ତ ୧୫ରୁ ଊର୍ଦ୍ଧ୍ୱ ହାତୀ ରହିଥିବା ଜଣାପଡିଛି।...

୧କୋଟି ଖର୍ଚ୍ଚ ପରେ ବି ମିଳିଲାନି ପିଇବା ପାଣି

ଖଇରା,୧୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସରସତିଆ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାର ଅଳ୍ପ ଦିନ ପରେ ଏହା ଅଚଳ ହୋଇପଡିଛି। ବାରମ୍ବାର ଦାବି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *