CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୪୩ ଆକ୍ରାନ୍ତ; ମୋଟ ସୁସ୍ଥଙ୍କ ସଂଖ୍ୟା ୩,୮୬୩

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୧୪୩ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ଫଳରେ ଏହାକୁ ମିଶାଇ ମୋଟ ସୁସ୍ଥଙ୍କ ସଂଖ୍ୟା ୩,୮୬୩ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୋମବାର ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୧୮ଜଣ ରହିଛନ୍ତି। ସେହିପରି ବରଗଡ଼ରୁ, ମାଲକାନଗିରି ଏବଂ ପୁରୀରୁ ୧୫ ଜଣ ଲେଖାଏ ରହିଥିବା ବେଳେ ବଲାଙ୍ଗୀର ୧୨, କଟକ ୧୦, ଖୋର୍ଦ୍ଧା ୯, ମୟୂରଭଞ୍ଜ ୮, କେନ୍ଦ୍ରାପଡ଼ାରୁ ୬, ବାଲେଶ୍ୱର, ଢେଙ୍କାନାଳ ଏବଂ ସମ୍ବଲପୁରରୁ ୫ ଜଣ ଲେଖାଏ, ଭଦ୍ରକ, ବୈଦ୍ଧ, ଜଗତ୍‌ସିଂହପୁର, ଯାଜପୁର ଏବଂ କଳାହାଣ୍ଡିରୁ ୩ଜଣ ଲେଖାଏ, କନ୍ଧମାଳ ଏବଂ କେନ୍ଦୁଝରରୁ ୨ଜଣ ଲେଖାଏ ଏବଂ ସୁନ୍ଦରଗଡ଼ରୁ ଜଣେ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀ ସ୍ତ୍ରୀଙ୍କୁ କରୋନା ହେବାରୁ ସ୍ବାମୀ କଲେ ଏପରି…

ଲକ୍ଷ୍ନୌ, ୨୦।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏପରିସ୍ଥଳେ ଲୋକଙ୍କ ମନରେ ମଧ୍ୟ ବଡ଼ ଧରଣର ପରିବର୍ତ୍ତନ ଆସିଛି। ଏହା...

୬ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଗତ ଦୁଇ ମାସ ମଧ୍ୟରେ ରାଜ୍ୟରେ ପ୍ରଥମ ଥର ଲାଗି ଶନିବାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପାଣିପାଗ ବିଭାଗ...

ୟୁଏଇରୁ ଫେରିଲେ ୨୧୫ ପ୍ରବାସୀ ଓଡିଆ

ଭୁବନେଶ୍ୱର,୧୪।୬(ବ୍ୟୁରୋ)-ୟୁଏଇର ସାରଜାହା ବିମାନ ବନ୍ଦରରୁ ୨୧୫ ଜଣ ପ୍ରବାସୀ ଓଡିଆଙ୍କୁ ନେଇ ଏକ ସ୍ବତନ୍ତ୍ର ବିମାନ ରବିବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ବିମାନରେ ଥିବା ସମସ୍ତ...

ପୂର୍ବତନ ଉପବାଚସ୍ପତି ଗୁରୁତର

ମାଲକାନଗିରି,୩୦ା୬: ପୂର୍ବତନ ଉପ ବାଚସ୍ପତି ତଥା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରହଲ୍ଲାଦ ଦୋରା ମଙ୍ଗଳବାର ରାତିରେ ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ...

ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କରୋନା ପଜିଟିଭ୍‌

ଭୁବନେଶ୍ୱର,୯।୧୦(ବ୍ୟୁରୋ):ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୩ଜଣ ଥିବା ବେଳେ ୩୬ ଲୋକାଲ କେସ୍‌...

ଖାରିକଣା ଗ୍ରାମକୁ ହେଲା ରାସ୍ତା ନିର୍ମାଣ

କୋରାପୁଟ /ନାରାୟଣପାଟଣା, ୫ା୧ (ସ୍ବ.ପ୍ର./ଡି.ଏନ.ଏ.): କେତେବେଳେ ଭରା ନଦୀ ପାର ହେବାକୁ ପଡେ ତ କେତେବେଳେ ଖଟିଆରେ ବୁହା ହୋଇ ଯିବାକୁ ପଡେ ଡାକ୍ତରଖାନା। କେବେ...

CORONAVIRUS UPDATE: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ ଛୁଇଁଲା

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ରାଜ୍ୟରେ ସୋମବାର ଅପରାହ୍ନରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନେ କୋରାପୁଟ, ବାଲେଶ୍ୱର ଓ ଯାଜପୁର ଜିଲାର ଜଣେ ଲେଖାଏ...

୯ ହଜାରରୁ ଅଧିକ ଭୋଟରେ ବିକ୍ରମ ଆଗୁଆ

ବ୍ରହ୍ମପୁର ଅଫିସ,୨୩।୫- ବ୍ରହ୍ମପୁର ବିଧାନସଭା ର୍ନିବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ବିକ୍ରମ ପଣ୍ଡା ୯ ହଜାରରୁ ଅଧିକ ଭୋଟରେ ଆଗୁଆ ହୋଇଛନ୍ତି। ପଞ୍ଚମ ରାଉଣ୍ଡ ସୁଦ୍ଧା...

Advertisement
Archives

Model This Week