ବାଲୁକାକଳାରେ ପିତୃ ଦିବସର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଆଜି ହେଉଛି ବିଶ୍ୱ ପିତୃ ଦିବସ। ବାପାମାନଙ୍କୁ ସମ୍ମାନ ଦେବା ଉଦ୍ଦେଶ୍ୟରେ ଦିନଟିର ସୃଷ୍ଟି। ଏହି ଦିବସର ମହାନୀୟତାକୁ ମନେ ପକାଇ ନିଜ ବାଲୁକାକଳା ମାଧ୍ୟମରେ ପିତୃ ଦିବସର ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ସମସ୍ତ ପିତାମାନଙ୍କୁ ଏହି ଦିବସର ଶୁଭେଚ୍ଛା ଏବଂ ସେମାନଙ୍କ ଉପରେ ଆର୍ଶିବାଦ ରହୁ ବୋଲି ସୁଦର୍ଶନ କହିଛନ୍ତି।


All Right Reserved By

ଲଗାଣ ବର୍ଷାରେ ବଡ଼ଚଣାରେ ଜନଜୀବନ ପ୍ରଭାବିତ: ବ୍ୟାପକ ଫସଲ ଜଳମଗ୍ନ

ଚଣ୍ଡିଖୋଲ,୮ା୮(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ବୁଧବାର ବର୍ଷା ଲାଗିରହିଛି। ଫଳରେ ବଡ଼ଚଣା ବ୍ଲକ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ଚଣ୍ଡିଖୋଲ, ବାଲିଚନ୍ଦ୍ରପୁର,...

ବିଏସ୍‌ଏନ୍‌ଏଲ୍‌ ଅସ୍ଥାୟୀ କର୍ମଚାରୀଙ୍କ ଧାରଣା ସ୍ଥଗିତ

ଭଞ୍ଜନଗର,୧୬।୭(ଡି.ଏନ.ଏ)-କର୍ମଚାରୀଙ୍କ ୬ମାସର ବକେୟା ଦରମା ପ୍ରଦାନ, ଚାକିରି ନିୟମିତ କରିବା ଆଦି ଦାବିନେଇ ରାଜ୍ୟବ୍ୟାପୀ ବିଏସ୍‌ଏନ୍‌ଏଲ୍‌ ଅସ୍ଥାୟୀ କର୍ମଚାରୀମାନେ ସୋମବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଥିଲେ। ସେବା...

ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ଜିଲାରେ ବର୍ଷା...

ଛୋଟାଙ୍କ କୋଟିଏ ଟଙ୍କାର ଘର ଉଚ୍ଛେଦ କଲା ପ୍ରଶାସନ: ମାଟିରେ ମିଶିଲା ଦ୍ୱାରିକାନଗର ଆଡ୍ଡାସ୍ଥଳ

ଖୋର୍ଦ୍ଧା ଅଫିସ,୧୬।୭: ବ୍ରାଉନ୍‌ସୁଗାର କାରବାରରୁ ପଥର ଚୋରା ଚାଲାଣ। ବନ୍ଧୁକ କାରବାରଠାରୁ ଆରମ୍ଭ କରି ବିଭିନ୍ନ ଆପରାଧିକ ମାମଲାରେ ସମ୍ପୃକ୍ତ ଥିବା ସୁଧାଂଶୁ ପରିଡ଼ା ଓରଫ୍‌...

ଯାଆଁଳ ଉତ୍ପାଦନ କେନ୍ଦ୍ର ନାହିଁ: ପଡ଼ୋଶୀ ରାଜ୍ୟ ଉପରେ ଚାଷୀ ନିର୍ଭର

ମହାକାଳପଡ଼ା, ୬ା୬ (ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ମାଛ ଚାଷ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ଋଣ ଯୋଗାଇ ଦିଆଯିବା ସହ ସମସ୍ତ ପ୍ରକାର ସୁବିଧା ଯୋଗାଇ...

ଦେଶୀ ମାଛରୁ ପ୍ରସ୍ତୁତ ହେବ ମୂଲ୍ୟଯୁକ୍ତ, ପୁଷ୍ଟିକର ଖାଦ୍ୟ

କଟକ ଅଫିସ, ୨।୮ : ଓଡ଼ିଶାରେ ମଧୁରଜଳ ମାଛର ଚାହିଦା ଅଧିକ ଥିବାବେଳେ ଛୋଟ ମାଛଗୁଡ଼ିକ ଅଧିକ ପୁଷ୍ଟିଯୁକ୍ତ ଓ ଅନ୍ୟାନ୍ୟ ଖାଦ୍ୟସାରରେ ପରିପୂର୍ଣ୍ଣ। ତେଣୁ ଏହାର...

ଘରୁ ବାହାରିଲା ୧୩ ନାଗ, ବାବୁ ସାହିରେ ଆତଙ୍କ

ଧାମନଗର,୧୨।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ବାବୁ ସାହିର ଖଗେଶ୍ୱର ମହାକୁଡ଼ଙ୍କ ଘରୁ ଗୋଟିଏ ନାଗୁଣୀ ସହ ୧୨ ନାଗ ଛୁଆ ଉଦ୍ଧାର କରାଯାଇଛି।...

ଆକର୍ଷିତ କରୁଛି ମେଘମାଳ କାଞ୍ଜିପାଣି ଘାଟି

କେନ୍ଦୁଝର, ୨।୮(ସ୍ବ.ପ୍ର.)- ସମସ୍ତେ ହିଲ୍‌ ଷ୍ଟେଶନରେ ଛୁଟି କାଟିବାକୁ ଭଲ ପାଆନ୍ତି। କିଏ ମସୌରୀ, ଦାର୍ଜିଲିଂ ତ ଆଉ କିଏ କୁଲୁ, ମନାଲି। ଏହି ପାହାଡ଼ିଆ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *