ଧାରା ୨୪୫କୁ ‘ଅଘୋଷିତ ମାର୍ଶଲ ଲ’ କହିଲେ ଇମ୍ରାନ

ଇସଲାମାବାଦ,୨୫ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ବିଭିନ୍ନ ପ୍ରଦେଶରେ ଧାରା ୨୪୫ କାର୍ଯ୍ୟକାରୀ କରିବା ପାଇଁ ସରକାରଙ୍କ ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଇମ୍ରାନ ଏହାକୁ ‘ଅଘୋଷିତ ମାର୍ଶଲ ଲ’ ବୋଲି କହିଛନ୍ତି। ପାକିସ୍ତାନର ସମ୍ବିଧାନର ଧାରା ୨୪୫ ଅନୁଯାୟୀ, ସେନାକୁ ଦେଶର ସୁରକ୍ଷା ପାଇଁ ନାଗରିକ ପ୍ରଶାସନକୁ ସାହାଯ୍ୟ କରିବାକୁ କୁହାଯାଇପାରେ। ମେ’ ୯ରେ ଘଟିଥିବା ହିଂସା ଘଟଣାର ଯାଞ୍ଚ ପାଇଁ ନ୍ୟାୟିକ ଆୟୋଗ ଗଠନ କରିବାକୁ ନିର୍ଦ୍ଦେଶ ଦେବାକୁ ଇମ୍ରାନ ସର୍ବୋଚ୍ଚ ଅଦାଲତଙ୍କୁ ଅନୁରୋଧ କରିଥିଲେ।

ପଞ୍ଜାବ, ଖାଇବର ପଖତୁନଖଓ୍ବା, ବାଲୁଚିସ୍ତାନ ଏବଂ ଇସଲାମାବାଦରେ ଧାରା ୨୪୫ର କାର୍ଯ୍ୟକାରିତାକୁ ଚ୍ୟାଲେଞ୍ଜ କରି ଇମ୍ରାନ ସୁପ୍ରିମକୋର୍ଟରେ ଏକ ଆବେଦନ କରିଛନ୍ତି ଏବଂ ଏହାକୁ ‘ଅଘୋଷିତ ମାର୍ଶଲ ଲ’ କହିଛନ୍ତି। ଇମ୍ରାନ ତାଙ୍କ ଆବେଦନରେ କହିଛନ୍ତି, ଆର୍ମି ଆକ୍ଟ ୧୯୫୨ ଅନୁଯାୟୀ ସାଧାରଣ ନାଗରିକଙ୍କୁ ଗିରଫ, ଅନୁସନ୍ଧାନ ଏବଂ ବିଚାର ପ୍ରକ୍ରିୟା ଅସାମ୍ବିଧାନିକ ଏବଂ ଶୂନ୍ୟ ଏବଂ ଏହାର କୌଣସି ଆଇନଗତ ପ୍ରଭାବ ନାହିଁ। ସମ୍ବିଧାନ, ଆଇନର ନିୟମ ଏବଂ ନ୍ୟାୟପାଳିକାର ସ୍ବାଧୀନତା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଯାତ୍ରା ସମୟରେ ଥିବା କୋଭିଡ ନିୟମକୁ କୋହଳ କଲା ଆମେରିକା

ୱାଶିଂଟନ/ନୂଆଦିଲ୍ଲୀ,୨୯ ।୩: ୟୁଏସ୍ ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ଆଣ୍ଡ ପ୍ରୋବେଶନ(ସିଡିସି) ସୋମବାର ଭାରତ ପାଇଁ ତା’ର କୋଭିଡ ୧୯ ଯାତ୍ରା ଆଡଭାଇଜରୀ ସ୍ତର ୩(ହାଇ...

ଇଣ୍ଡୋନେସିଆ ଇସଲାମିକ୍‌ ବିଶ୍ୱବିଦ୍ୟାଳୟରେ ପଢ଼ାଯିବ ଭାଜପାର ଇତିହାସ

ଜାକର୍ତ୍ତା,୨୪।୨: ଇଣ୍ଡୋନେସିଆ ଇସଲାମିକ୍‌ ବିଶ୍ୱବିଦ୍ୟାଳୟରେ ଭାଜପାର ଇତିହାସ ସମ୍ପର୍କରେ ପାଠପଢ଼ାଯିବ। ଭାଜପା ସମ୍ପର୍କରେ ତଥ୍ୟ ପ୍ରଦାନ କରୁଥିବା ଏକ ପୁସ୍ତକକୁ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯିବ ବୋଲି...

ପର୍ନ ଷ୍ଟାର ମାମଲାରେ ଟ୍ରମ୍ଫଙ୍କ ବିରୋଧରେ ଆସନ୍ତା ବର୍ଷ ୨୫ ମାର୍ଚ୍ଚରେ ହେବ ପରବର୍ତ୍ତି ଶୁଣାଣି

ଓ୍ବାଶିଂଟନ,୨୪।୫: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫଙ୍କ ବିରୋଧରେ ୨୦୧୬ରେ ରାଷ୍ଟ୍ରପତି ନିର୍ବାଚନ ପ୍ରଚାର ସମୟରେ ପର୍ନ ଷ୍ଟାରଙ୍କୁ ଚୁପ ରହିବା ବଦଳରେ ଅର୍ଥ ଦେବା...

୨୪ ଘଣ୍ଟାରେ ୨ ଲକ୍ଷ ୬୦ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ, ୧୯।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପୃଥିବୀରେ ୨ ଲକ୍ଷ ୬୦ ହଜାର...

ଟୁଇଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫଲୋ କଲେ ଏଲନ ମସ୍କ

ଓ୍ବାଶିଂଟନ୍‌,୧୦।୪: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏବଂ ମାଇକ୍ରୋବ୍ଲଗିଂ ସାଇଟ ଟୁଇଟରର ମାଲିକ ଏଲନ ମସ୍କ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫଲୋ କରିବା ଆରମ୍ଭ କରିଦେଇଛନ୍ତି।...

ୟୁକ୍ରେନ ପାଇଁ ୩୦୦ ନିୟୁତ ଡଲାରର ସାମରିକ ସହାୟତା ପ୍ୟାକେଜ ଘୋଷଣା କଲା ଆମେରିକା…

ଓ୍ବାଶିଂଟନ,୪।୫ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଏକ ବର୍ଷରୁ ଅଧିକ ସମୟ ବିତିଗଲାଣି। ଭାରୀ ଅସ୍ତ୍ରଶସ୍ତ୍ର ଯୋଗାଇ ଶକ୍ତିଶାଳୀ ରୁଷିଆ ସାମନାରେ...

ଲଞ୍ଚରେ ନିଆଁ,ଚାଲିଗଲା ୩୨ ଜୀବନ

ଢାକା,୨୪।୧୨: ଦକ୍ଷିଣ ବାଂଲାଦେଶରେ ଏକ ଲଞ୍ଚରେ ନିଆଁ ଲାଗି ଶୁକ୍ରବାର ୩୨ ଜଣଙ୍କର ମୃତ୍ୟୁ ଘଟିଥିବା ପୋଲିସ କହିଛି। ରାଜଧାନୀ ଢାକା ଠାରୁ ୨୫୦ କିଲୋମିଟର...

ୟୁଏଇରୁ ଭାରତ ଫେରିବାକୁ ପଞ୍ଜିକରଣ କଲେ ଦେଢ଼ଲକ୍ଷରୁ ଅଧିକ ଭାରତୀୟ

ଆବୁଧାବି,୩।୫: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହାକୁ ରୋକିବା ପାଇଁ ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ୟୁଏଇରୁ ସ୍ବଦେଶ...

Advertisement
Archives

Model This Week