ବିଏସ୍‌ଏଫ୍‌ ଅପରେଶନ : ଧରାପଡ଼ିଲେ କ୍ୟାଡର ମାଓବାଦୀ

ମାଲକାନଗିରି,୧୬ା୬(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ବିଏସ୍‌ଏଫ୍‌ଙ୍କ ଅପରେଶନରେ ଧରାପଡ଼ିଛନ୍ତି କ୍ୟାଡର ମାଓବାଦୀ ଚନ୍ଦ୍ର ସିସା ଓରଫ ଚନ୍ଦନ। ଆନ୍ଧ୍ର-ଓଡ଼ିଶା ଜୋନାଲ ବର୍ଡର କମିଟିର ସେ ସଦସ୍ୟ ଥିଲେ। ତାଙ୍କ ନାଁରେ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା। ତେବେ ଚନ୍ଦନଙ୍କ ଗିରଫ ନେଇ ବିଏସ୍‌ଏଫ ଡିଆଇଜି ସୁକୁମାର ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ଇସ୍ରୋ ଗଲେ ନବରଙ୍ଗପୁରର ୨ ଛାତ୍ରୀ

ନବରଙ୍ଗପୁର,୪ା୬(ବି.ପ୍ର.)- ନବରଙ୍ଗପୁର ଜିଲାର ୨ ଜଣ ୧୦ମ ଶ୍ରେଣୀ ଛାତ୍ରୀ ଇସ୍ରୋ ଯିବା ପାଇଁ ମନୋନୀତ ହୋଇ ସୋମବାର ଅହମ୍ମଦାବାଦ ଗସ୍ତ କରିଛନ୍ତି। ଛାତ୍ରୀ ୨...

ବର୍ଷାରେ ଭିଜୁଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ : ଗଜା ଆଶଙ୍କା

କୁନ୍ଦୁରା,୩ା୬(ଡି.ଏନ୍‌.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକଠାରେ ରବି ଋତୁର ଧାନ ମଣ୍ଡି ହେବାକୁ ଥିବାବେଳେ ଅଚାନକ ବର୍ଷା ହେବା ଯୋଗୁ ଡଙ୍ଗରପାଉଁଶୀ ଅସ୍ଥାୟୀ ଧାନମଣ୍ଡିରେ ଗଦା...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଭାକୁରଗୁଡ଼ା ବିଦ୍ୟାଳୟ ବୁଲି ଦେଖିଲେ ପର୍ଯ୍ୟଟନ ମନ୍ତ୍ରୀ

ରାୟଗଡ଼ା,୨୩।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଚାନକ ମନ୍ତ୍ରୀମାନେ ବିଦ୍ୟାଳୟ ଗସ୍ତକରି ଖାଦ୍ୟର ମାନ ପରଖିବାକୁ ମଙ୍ଗଳବାର ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ବୁଧବାର ରାୟଗଡ଼ା ଜିଲା...

ରୋଗ ଉଜାଡ଼ିଦେଲା ସୁଖ, ଦୟନୀୟ ସ୍ଥିତିରେ ଜୀବନ: ଦୁଇ ଦିବ୍ୟାଙ୍ଗ ପୁଅର ସେବା କରୁଛନ୍ତି ବୃଦ୍ଧବାପା

ଜୟପୁର,୭ା୯(ନି.ପ୍ର.) ପୁଅ ଜନ୍ମ ହେଲେ ବୃଦ୍ଧକାଳରେ ସାହା ହେବ। ଏହି ଆଶାରେ ବଞ୍ଚତ୍ଥିବା ବାପ କିନ୍ତୁ ପରିଣତ ବୟସରେ ଏବେ ଦୁଇ ଜଣ ଦିବ୍ୟାଙ୍ଗ ପୁଅଙ୍କ...

ଜୁନାଗଡ଼- ଭୁବନେଶର ଏକ୍ସପ୍ରେସ ଗତିପଥ ପରିବର୍ତ୍ତନ ପ୍ରସ୍ତାବକୁ ବିରୋଧ:ଅନଶନରେ ବସିଲେ ଯୁବ ବିକାଶ ପରିଷଦ ସଦସ୍ୟ

ରାୟଗଡ଼ା ଅଫିସ ,୨୯।୯- ଜୁନାଗଡ଼-ଭୁବନେଶ୍ୱର ଏକ୍ସପ୍ରେସର ଗତିପଥ ପରିବର୍ତ୍ତନ ପ୍ରସ୍ତାବକୁ ବିରୋଧ କରାଯାଇଛି ା ଏହାର ପ୍ରତିବାଦରେ ରାୟଗଡ଼ା ଯୁବ ବିକାଶ ପରିଷଦ ପକ୍ଷରୁ ରାୟଗଡ଼ା...

ଚିନ୍ତା ବଢ଼ାଇଛି ପରବ ନାଁରେ ପଶୁ ଶିକାର:ଚଳିତ ବର୍ଷ ୧ ହଜାର ପଶୁ ହତ୍ୟା ସାଙ୍ଗକୁ ପୋଡ଼ାଯାଇଛି ଜଙ୍ଗଲ

ଜୟପୁର,୨୬।୪(ନି.ପ୍ର.)- ଚଇତି ପର୍ବ ପାଳନ ବେଳେ କୋରାପୁଟ ଜିଲାର ବିଭିନ୍ନ ଜଙ୍ଗଲରେ ଅବାଧ ପଶୁ ଶିକାର କରାଯାଉଛ। ଏହାଦ୍ୱାରା ବିଭିନ୍ନ ବିରଳ ବନ୍ୟଜନ୍ତୁଙ୍କ ସଂଖ୍ୟା ହ୍ରାସ...

ଫାଇଲ୍‌ ଆସୁଛି ହେଲେ ଚେୟାର୍‌ ଖାଲି

କାଶୀନଗର, ୨୬ା୬(ଡି.ଏନ.ଏ.)-ଗଜପତି ଜିଲା କାଶୀନଗର ବ୍ଲକ୍‌ କାର୍ଯ୍ୟାଳୟରେ ଏବେ କର୍ମଚାରୀ ଅଭାବ ଦେଖାଦେଇଛି। ବିଭିନ୍ନ ପଦବୀରେ କେହି ଅଧିକାରୀ ନାହାନ୍ତି। ଫାଇଲ୍‌ ପରେ ଫାଇଲ୍‌ ଆସୁଛି।...

ବଣ୍ଡାଘାଟିରେ ଓଲଟିଲା କମାଣ୍ଡର ୨ ମୃତ ୪ ଗୁରୁତର

ମାଲକାନଗିରି-୧oା୬ (ସ୍ବ.ପ୍ର.)-ମାଲକାନଗିରି ଜିଲା ଖଇରପୁଟ ବଣ୍ଡାଘାଟିରେ ଏକ କମାଣ୍ଡର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଖବରରୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *