Posted inରାଜ୍ୟ

ସୁସ୍ଥ ହେଲେ ୨୪୬ ଆକ୍ରାନ୍ତ

ଭୁବନେଶ୍ୱର, ୭ା୪ : ରାଜ୍ୟରେ ବୁଧବାର ୨୪୬ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ସୁସ୍ଥ ହୋଇଥିବା କୋଭିଡ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୬୬୨ରେ ପହଞ୍ଚିଛି। ନୂଆପଡ଼ାରୁ ସର୍ବାଧିକ ୭୪, ଖୋର୍ଦ୍ଧାରୁ ୩୫, ବରଗଡ଼ରୁ ୨୨, କଟକରୁ ୧୫, ଗଞ୍ଜାମରୁ ୧୦, ବଲଙ୍ଗୀର, ପୁରୀ ଓ ସୁନ୍ଦରଗଡ଼ରୁ ୯, ବାଲେଶ୍ୱର ଓ କଲାହାଣ୍ଡିରୁ ୮, ନବରଙ୍ଗପୁରରୁ ୬, ମୟୁରଭଞ୍ଜ ଓ ସମ୍ବଲପୁରୁ ୫, ଯାଜପୁର ଓ କେନ୍ଦୁଝରରୁ ୪, ଅନୁଗୁଳ, ଝାରୁସୁଗୁଡ଼ା ଓ କେନ୍ଦ୍ରାପଡ଼ାରୁ ୩, ଜଗତ୍‌ସିଂହପୁର ଓ କନ୍ଧମାଳରୁ ୨, କୋରାପୁଟ, ରାୟଗଡ଼ା ଓ ସୋନପୁରରୁ ୧ ଏବଂ ଷ୍ଟେଟ୍‌ ପୁଲରୁ ୭ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri