ଯୁଦ୍ଧପୋତର ୨୪୭ ସଦସ୍ୟ କରୋନାରେ ଆକ୍ରାନ୍ତ, କରାଯିବ ଏୟାରଲିଫ୍ଟ୍‌…

ସିଓଲ,୧୯।୭: ଦକ୍ଷିଣ କୋରିଆ ଯୁଦ୍ଧପୋତରେ କରୋନା ସଂକ୍ରମଣ ହୋଇଛି। ଯୁଦ୍ଧପୋତର ୨୪୭ ସଦସ୍ୟଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଯୁଦ୍ଧପୋତ ମୁନ୍‌ମୁ ଦ ଗ୍ରେଟ୍‌ରେ ସମ୍ପ୍ରତି ୩୦୧ ଜଣ ସଦସ୍ୟ ରହିଛନ୍ତି। ସେମାନଙ୍କୁ ଏୟାରଲିଫ୍ଟ କରିବା ଲାଗି ବାୟୁସେନା ପକ୍ଷରୁ ବିମାନ ପଠାଯାଇଛି। ଯୁଦ୍ଧପୋତରେ ଥିବା କୌଣସି ସଦସ୍ୟଙ୍କୁ କରୋନା ଭାକ୍ସିନ୍‌ ଦିଆଯାଇ ନାହିଁ। ସେମାନଙ୍କୁ ଅଣାଯିବା ପରେ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯିବ। ସୁସ୍ଥ ହେଲା ପରେ ଭାକ୍ସିନ୍‌ ଦିଆଯିବ ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବସି ଦେଖିପାରିବେ ନନ୍ଦନକାନରର ଜୀବଜନ୍ତୁଙ୍କୁ

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ମହାମାରୀ କରୋନା ପାଇଁ ଦୂରଦୂରାନ୍ତରୁ ନନ୍ଦନକାନନ ଆସିପାରୁ ନ ଥିବା ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଯଦି କେହି ନନ୍ଦନକାନନ ଆସିପାରୁ ନାହାନ୍ତି...

ଦିଲ୍ଲୀରେ ସୁଧୁରୁଛି କରୋନା ସ୍ଥିତି: ଦିନକରେ ୬୧୩ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୭।୭: କିଛି ଦିନରୁ ଦିଲ୍ଲୀରେ କରୋନା ସଂକ୍ରମଣ ଉଦ୍‌ବେଗଜନକ ସ୍ଥିତିରେ ଥିବା ବେଳେ ବର୍ତ୍ତମାନ ଏଥିରେ ଉନ୍ନତି ହେଉଥିବାର ପରିଲିକ୍ଷିତ ହେଉଛି। ପ୍ରଥମ ଥର ଦିଲ୍ଲୀରେ...

ଗୋଟିଏ ପରିବାରର ୧୩ ଜଣ କରୋନାରେ ପୀଡ଼ିତ

ମିରଠ,୩୦।୩: ଉତ୍ତରପ୍ରଦେଶର ମିରଠରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏଠାରେ ଏବେ ଗୋଟିଏ ପରିବାରର ୧୩ ଜଣ କରୋନା ଭାଇରସରେ ପୀଡ଼ିତ ଥିବା ଜଣାପଡିଛି।...

ପାର୍ଲିିଆମେଣ୍ଟରେ ଶିଶୁକୁ କ୍ଷୀର ପିଆଇ ଚର୍ଚ୍ଚାରେ ବାଚସ୍ପତି

ଖ୍ରୀଷ୍ଟଚର୍ଚ୍ଚ, ୨୨।୮: ନ୍ୟୁଜିଲାଣ୍ଡ ପାର୍ଲିଆମେଣ୍ଟରୁ ଏକ ହୃଦୟସ୍ପର୍ଶୀ ଚିତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପାର୍ଲିଆମେଣ୍ଟରେ ଡିବେଟ୍‌ ଚାଲିଥିବାବେଳେ ବାଚସ୍ପତି ଏକ ଶିଶୁକୁ କ୍ଷୀର ପିଆଉଥିବା...

ଜଳଖିଆ ବିକ୍ରି କରିଥିଲେ ୧୪୬ ନଂ. ଆକ୍ରାନ୍ତ

ଭୁବନେଶ୍ୱର, ୫।୫(ବ୍ୟୁରୋ): ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୋମବାର ସନ୍ଧ୍ୟାରେ ୧୪୪, ୧୪୫, ୧୪୬, ୧୫୧, ୧୫୭, ୧୫୮ ଓ ୧୫୯ ନମ୍ବର...

ଭୁବନେଶ୍ୱରରୁ ଆଜି ୩୪୦ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୫୬

ଭୁବନେଶ୍ୱର,୧।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫୬...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୪୦ ଆକ୍ରାନ୍ତ

ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୪ ଜଣ ରହିଛନ୍ତି। ସେହିପରି ଗଞ୍ଜାମରୁ ୨୨ଜଣ...

ହସ୍ପିଟାଲରେ ମୃତଦେହ ଗଦା: ପରିବାର ସଦସ୍ୟଙ୍କୁ ଗୋଟି ଗୋଟି କରି ପଡୁଛି ଖୋଜିବାକୁ…

ଚେନ୍ନାଇ,୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢୁଥିବାରୁ ସ୍ଥିତି ଅଧିକ ଜଟିଳ ହେବାରେ ଲାଗିଛି। ବିଭିନ୍ନ...

Advertisement


Archives

Model This Week

Why Dharitri