ରାଜ୍ୟରେ ସୁସ୍ଥହେଲେ ୨୪୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ ଦୈନିକ କରୋନା ସଂକ୍ରମଣ ଗ୍ରାଫ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ଶୁକ୍ରବାର ରାଜ୍ୟରେ ୨୪୮୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଏ ଏଯାବତ୍‌ ମୋଟ ୧୨ ଲକ୍ଷ ୫୩ ହଜାର ୯୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟୁଇଟ୍‌ କରି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୯୬ ଜଣ ରହିଥିବା ବେଳେ ସୁନ୍ଦରଗଡରୁ ୨୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ଜିଲାଗୁଡିକରେ ସୁସ୍ଥଙ୍କ ସଂଖ୍ୟା ୨ଶହ ତଳେ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri