ଅଗଷ୍ଟ ୧୫ରେ କରୋନାର ରେକର୍ଡ: ଆଜି ଚିହ୍ନଟ ହେଲେ ସର୍ବାଧିକ ୨୪୯୬ ଆକ୍ରାନ୍ତ; ୫୫ହଜାର ଟପିଲା ସଂଖ୍ୟା

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ ଜିଲାରୁ ୨୪୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୯୧ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୯୦୫ ଲୋକାଲ କେସ୍‌ ରହିଥିବା ଅପରାହ୍ନରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳର ୧୨, ବାଲେଶ୍ୱରରୁ ୧୬୫, ବରଗଡ଼ରୁ ୩୬, ଭଦ୍ରକରୁ ୧୦୨, ବଲାଙ୍ଗୀରରୁ ୯୨, ବୌଦ୍ଧରୁ ୧୧୫, କଟକରୁ ୧୨୮, ଢେଙ୍କାନାଳରୁ ୬୯, ଗଜପତିରୁ ୬୮, ଗଞ୍ଜାରମରୁ ୩୨୭, ଜଗତସିଂହପୁରରୁ ୧୪, ଯାଜପୁରରୁ ୧୧, ଝାରସୁଗୁଡ଼ାରୁ ୧୯, କଳାହାଣ୍ଡିରୁ ୪୨, କନ୍ଧମାଳରୁ ୯୮, କେନ୍ଦ୍ରାପଡ଼ାରୁ ୧୩, କେନ୍ଦୁଝରରୁ ୫୧, ଖୋର୍ଦ୍ଧାରୁ ୩୭୮, କୋରାପୁଟରୁ ୧୩୩, ମାଲକାନଗିରିରୁ ୭୩, ମୟୂରଭଞ୍ଜରୁ ୨୩, ନବରଙ୍ଗପୁରରୁ ୧୧, ନୟାଗଡ଼ରୁ ୪, ନୂଆପଡ଼ାରୁ ୧୬, ପୁରୀରୁ ୯୬, ରାୟଗଡ଼ାରୁ ୧୪୬, ସମ୍ବଲପୁରରୁ ୮୧, ସୋନପୁରରୁ ୨୦, ସୁନ୍ଦରଗଡ଼ରୁ ୧୫୬ଜଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୭୧୨୬କୁ ବୃଦ୍ଧି ପାଇଥିବା ବେଳେ ୩୯୨୦୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୧୭୫୩୫ ଆକ୍ଟିଭ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri