Posted inଜାତୀୟ

ବିହାରରେ ଭୀଷଣ ଗରମ: ଗୋଟିଏ ଦିନରେ ଗଲା ୧୧୨ଜଣଙ୍କ ଜୀବନ

ପାଟନା, ୧୭।୬: ପ୍ରଚଣ୍ଡ ଖରାରେ ଆଉଟୁ ପାଉଟୁ ହେଉଛି ବିହାର। ରବିବାର ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଭୀଷଣ ଗରମ ଯୋଗୁ ୧୧୨ ଜଣଙ୍କର ମୃତ୍ୟୁ ହୋଇଛି। ୩୦୦ରୁ ଅଧିକ ଲୋକ ଅଂଶୁଘାତର ଶିକାର ହୋଇ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ବିହାରର ଔରାଙ୍ଗବାଦ, ଗୟା, ନଓୱଦା ଜିଲ୍ଲାରେ ଗତକାଲି ତାପମାତ୍ରା ସବୁଠୁ ଅଧିକ ରହିଥିବା ଜଣାପଡ଼ିଛି। ଗତ ଦୁଇଦିନ ମଧ୍ୟରେ ଅଂଶୁଘାତରେ ୧୭୩ଜଣଙ୍କ ମୃତ୍ୟୁ ହେଲାଣି। କେବଳ ଗୟା ଜିଲାରେ ୨୮ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ଭିତରେ ଅଧିକାଂଶ ଲୋକଙ୍କ ବୟସ ୬୦ରୁ ଅଧିକ ବୋଲି ଜଣାପଡିଛି।


All Right Reserved By Dharitri.Com

ଏପ୍ରିଲ୍‌ ୮ ସୁଦ୍ଧା ଭାରତରେ ପହଞ୍ଚିବ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌: ବୁନ୍ଦାଏ ରକ୍ତରୁ ମାତ୍ର ୧୫ ମିନିଟ୍‌ରେ ଚିହ୍ନଟ ହେବେ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୬।୪: ଭାରତରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ଭାରତୀୟ ମେଡିକାଲ ରିସର୍ଚ୍ଚ କାଉନସିଲ୍‌(ଆଇସିଏମ୍‌ଆର୍‌)ଅଣ୍ଟା ଭିଡ଼ିଛି। କିଭଳି କମ୍‌ ସମୟ ମଧ୍ୟରେ କରୋନା ସଂକ୍ରମିତଙ୍କୁ ଚିହ୍ନଟ...

ଦିଲ୍ଲୀ ବିଧାନସଭା ନିର୍ବାଚନ: କେଜରିଓ୍ବାଲଙ୍କୁ ଟାର୍ଗେଟ କଲେ ନଡ୍ଡା

ନୂଆଦିଲ୍ଲୀ,୪।୨:ଦିଲ୍ଲୀ ବିଧାନସଭା ନିର୍ବାନକୁ ନେଇ ପ୍ରଚାର ମଇଦାନରେ ଏବେ ଅଛନ୍ତି ସବୁ ଷ୍ଟାର ପ୍ରଚାରକ। ଏହି କ୍ରମରେ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ସବୁ...

ଇନସୁଲିନ୍‌ସ୍ତରକୁ ସ୍ବାଭାବିକ କରେ ଏହି ପାଣି …

ପ୍ରତିଦିନ ସକାଳେ ଜୁଆଣି ପାଣିରେ ଲେମ୍ବୁ ରସ ମିଶାଇ ପିଇଲେ ଅନେକ ଉପକାର ମିଳିଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ସ୍ବାଭାବିକ ହୋଇ ହାର୍ଟ ଆଟାକ୍‌ରୁ ମୁକ୍ତି...

୯୦ ବର୍ଷରେ ପାଦ ଦେଲେ ଲତା ମଙ୍ଗେସକର

ମୁମ୍ବାଇ,୨୮।୯: କୋକିଳ କଣ୍ଠୀ ଗାୟିକା ଲତା ମଙ୍ଗେସକର ଶନିବାର ୯୦ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୨୯ ସେପ୍ଟେମ୍ବର ୨୮ରେ ଇନ୍ଦୋରଠାରୋ ଜନ୍ମଗ୍ରହଣ କରିଥିଲେ। ୧୯୪୩ରେ...

ତିନି ତଲାକ୍‌ ବିଲ୍‌କୁ ଲୋକ ସଭାର ମଞ୍ଜୁରୀ

ନୂଆଦିଲ୍ଲୀ,୨୬।୭:ତତ୍କାଳ ତିନି ତଲାକ୍‌କୁ ବେଆଇନ ଏବଂ ଦଣ୍ଡନୀୟ ଅପରାଧରେ ପରିଣତ କରିବା ଲାଗି ସରକାର ଆଣିଥିବା ବିଲ୍‌ ଗୁରୁବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ବିଲ୍‌...

ଗୋଟିଏ ସମ୍ପ୍ରଦାୟକୁ ବିରିୟାନି ଖୁଆଇଥିଲା ଏଏପି: ପର୍‌ଭେଶ୍‌

ନୂଆଦିଲ୍ଲୀ,୯ା୨: ଭୋଟ ଦିନ ପୁଣି ଥରେ ଭାଜପାର ବିବାଦୀୟ ଏମ୍‌ପି ପର୍‌ଭେଶ ବର୍ମା ତାଙ୍କ ଅଭିଯୋଗକୁ ଦୋହରାଇଛନ୍ତି। ସିଏଏ ବିରୋଧରେ ଆନ୍ଦୋଳନ ଚଳାଇଥିବା ଶାହିନବାଗ୍‌, ସିଲମପୁର...

ହନିଟ୍ରାପ ଜାଲରେ ବଲିଉଡ୍‌ ଅଭିନେତ୍ରୀ

ଭୋପାଲ,୨୬।୯: ହନିଟ୍ରାପର ଖୁଲାସା ହେବା ପରେ ମଧ୍ୟପ୍ରଦେଶରେ ହଇଚଇ ସୃଷ୍ଟି ହୋଇଛି। ଏହି ମାମଲାରେ ଏସ୍‌ଆଇଟି ଟିମ୍‌ ଯାଞ୍ଚ କରୁଥିବା ବେଳେ ପ୍ରତିଦିନ ଏନେଇ ନୂଆ...

ଗାଁରେ ପ୍ରବେଶ ପାଇଁ ବାରଣ କରାଯିବାରୁ ନୌକାରେ କ୍ୱାରାଣ୍ଟାଇନ୍‌ରେ ରହିଲେ ବୃଦ୍ଧ

ମାଲଦା,୩।୪: ସାରା ଦେଶରେ ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଭାରତରେ ଦିନକୁ ଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ଓ ସଂକ୍ରମିତଙ୍କ ସଂଖ୍ୟା...

Leave a comment

Your email address will not be published. Required fields are marked *