ତୃତୀୟ ଶ୍ରୀକ୍ଷେତ୍ର ନୀଳିଗିରି ସ୍ନାନମଣ୍ଡପରେ ତିନିଠାକୁର

ସଜନାଗଡ଼,୧୭ା୬(ଡି.ଏନ୍‌.ଏ.): ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାଲେଶ୍ୱର ଜିଲାର ନୀଳଗିରି ସ୍ନାନମଣ୍ଡପରେ ବିଜେ କରିଛନ୍ତି ତିନି ଠାକୁର। ସ୍ନାନପୂର୍ଣ୍ଣିମା ଅବସରରେ ସକାଳ ୮ଟାରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ସୁଦର୍ଶନ ଦେବ ସ୍ନାନମଣ୍ଡପରେ ବିଜେ କରିଥିଲେ। ଘଣ୍ଟ, ଘଣ୍ଟା, ମହୁରୀ, ମୃଦଙ୍ଗର ତାଳେତାଳେ ତୃତୀୟ ଶ୍ରୀକ୍ଷେତ୍ର ପ୍ରକମ୍ପିତ ହୋଇଉଠିଥିଲା। ୧୦୮ କୁମ୍ଭ ସୁବାସିତ ଜଳରେ ଠାକୁରଙ୍କୁ ସ୍ନାନ କରାଯାଇଥିଲା। ଏହି ଅବସରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା।


All Right Reserved By Dharitri.Com

ଦନ୍ତା ହାତୀ ଆକ୍ରମଣରେ ଜେଜେମା ମୃତ, ନାତୁଣୀ ଗୁରୁତର

ବେତନଟୀ, ୨୦।୬(ଡି.ଏନ୍‌.ଏ): ମୟୁରଭଞ୍ଜ  ଜିଲା ବେତନଟୀ ବନାଞ୍ଚଳ ଅଧିନ ଯୁଗୋଳ ପଞ୍ଚାୟତର ହଳଦୀପଦା ଗଁାରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ୨ ଜଣଙ୍କୁ ଆକ୍ରମଣ...

ବାଲେଶ୍ୱର ଷ୍ଟେଶନରେ ଅହୋରାତ୍ର ଉଡ଼ିଲା ତ୍ରିରଙ୍ଗା

ବାଲେଶ୍ୱର ଅଫିସ, ୧।୨-ବାଲେଶ୍ୱର ରେଳଷ୍ଟେଶନଠାରେ ରେଳ ବିଭାଗ ପକ୍ଷରୁ ଅହୋରାତ୍ର ତ୍ରିରଙ୍ଗା ପତକା ଉଡ଼ିବା ବ୍ୟବସ୍ଥା ଶୁକ୍ରବାରଠାରୁ କରାଯାଇଛି। ସଦର ବିଧାୟକ ମଦନମୋହନ ଦତ୍ତ ଷ୍ଟେଶନରେ...

ସରକାରୀ ନିର୍ଦ୍ଦେଶ ଉଲ୍ଲଙ୍ଘନ: କଟକଣା ସତ୍ତ୍ୱେ ବଜାରରେ ଲୋକଙ୍କ ଭିଡ଼

ବସ୍ତା,୨୫।୩(ଡି.ଏନ୍‌.ଏନ୍‌.): ମହାମାରୀ କରୋନା ସଂକ୍ରମଣ ଭୟକୁ ରୋକିବାକୁ ନେଇ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି ଲୋକେ। ଏହି...

୧୯ ଦିନ ବିତିଲା, ମଦମୃତ୍ୟୁ ସଂଖ୍ୟା ଅସ୍ପଷ୍ଟ

ଭଦ୍ରକ ଅଫିସ, ୨୦।୫ – ଭଦ୍ରକ ଜିଲାରେ ମଦମୃତ୍ୟୁ ଘଟଣାକୁ ୧୯ ଦିନ ବିତିଲାଣି। ନିର୍ବାଚନ ସମୟରେ ଭୋଟରଙ୍କୁ ହାତେଇବା ପାଇଁ ଏକ ନିର୍ଦ୍ଦିଷ୍ଟ ଦଳ...

ବନ ବିଭାଗ ପକ୍ଷରୁ ଚଢ଼ାଉ: ବାର୍‌ହା ମାଂସ ଜବତ

ସୋର/ଔପଦା, ୧୩ା୧୨(ଡି.ଏନ.ଏ.): ସୋର ଥାନା ଅଧୀନ ଔପଦା ରେଞ୍ଜ ଖୁଣ୍ଟାପାଟଣା ବିଟ୍‌ ବାଘଆମ୍ପୁଡା ଜଙ୍ଗଲରେ ଶୁକ୍ରବାର ପୂର୍ବାହ୍ନରେ ବନବିଭାଗ ପକ୍ଷରୁ ପାଟ୍ରୋଲିଂ କରାଯାଉଥିବା ବେଳେ ବାର୍‌ହା...

କ୍ରିକେଟ ଲାଗି ବେଟିଂ, ଜଣେ ଗିରଫ

ଜଳେଶ୍ୱର, ୨୦ା୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ପୋଲିସ ଗ୍ୟାରେଜ୍‌ ବଜାର ଅଞ୍ଚଳର ଜୁଆ ଆଡ୍ଡାରେ ଚଢାଉ କରି କ୍ରିକେଟ ପାଇଁ ବେଟିଂ ଚାଲିଥିବା ବେଳେ ଜଣଙ୍କୁ ଗିରଫ...

ଅଧାବାଟରେ ଶ୍ରୀଜୀଉ

ନୀଳଗିରି, ୬।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ତୃତୀୟ ଶ୍ରୀକ୍ଷେତ୍ରରେ ଶୁକ୍ରବାର ଆୟୋଜିତ ରଥଯାତ୍ରାରେ ଶ୍ରୀଜୀଉ ଭକ୍ତଙ୍କ ଗହଣରେ ଆସି ଅଧା ବାଟ ପୋଷ୍ଟ ଅଫିସ ନିକଟରେ ଅଟକିଛନ୍ତି।...

ସ୍କୁଲ ବସ୍‌ ପଛକୁ ଧକ୍କା ଦେଲା ଆଇରନ୍‌ ବୋଝେଇ ଟ୍ରକ : ଅଳ୍ପକେ ବର୍ତ୍ତିଲେ ୧୮ ଛାତ୍ରୀଛାତ୍ର

ଆନନ୍ଦପୁର,୭।୭(ସ୍ବ.ପ୍ର.)-ଶନିବାର ଏକ ବଡ଼ ଦୁର୍ଘଟଣାରୁ ୧୮ ଜଣ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଜିଲା ଘସିପୁରା ଥାନା ଗୋହିରାଠାରେ ଥିବା ଏକ ଘରୋଇ ଇଂଲିଶ...

Leave a comment

Your email address will not be published. Required fields are marked *