ଗାଈ ଗୋଠରେ ବଜ୍ରପାତ: ଗଲା ୨୫ ଗୋରୁଙ୍କ ଜୀବନ

ନାକଟିଦେଉଳ,୩୦।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ପାଣିମୁରା ପଞ୍ଚାୟତ ଜରେସିଙ୍ଘା ଗ୍ରାମରେ ସୋମବାର ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ଗୋଠରେ ଥିବା ୨୫ଟି ଗୋରୁଙ୍କ ମୃତ୍ୟୁ ଘଟିଛି। ଏନେଇ ଗୋପାଳନ କରୁଥିବା ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ଅପରାହ୍ନରେ ଗାଁ ମୁଣ୍ଡ ଗାଈ ଗୋଠରେ ଥିବା ଏକ ଗଛ ମୂଳରେ ୨୫ରୁ ଊର୍ଦ୍ଧ୍ୱ ଗାଈ ଆଶ୍ରୟ ନେଇଥିଲେ। ସେତିକିବେଳେ ଘଡଘଡି ସହ ବର୍ଷା ହୋଇ ବଜ୍ରପାତ ଘଟିଥିଲା। ଫଳରେ ଗୋଠରେ ଥିବା ଗାଈ, ବଳଦ ଓ ବାଛୁରୀଙ୍କୁ ମିଶାଇ ୨୫ଟି ଗୋରୁଙ୍କ ମୃତ୍ୟୁ ଘଟିଥିଲା। ମୃତ ଗୋରୁଙ୍କ ମଧ୍ୟରେ ଗଦାଧର ନାଏକଙ୍କ ୭ ଗାଈ ଥିବା ବେଳେ ମହେନ୍ଦ୍ର ମଲ୍ଲୀକଙ୍କ ୭, ଗୟାଧର ଦେହୁରୀଙ୍କ ୨ ଏବଂ ସନ୍ତୋଶ ନାଏକ ୯ଟି ଗୋରୁ ରହିଛି। ଖବର ପାଇ ନାକଟିଦେଉଳ ତହସିଲଦାର ସୁକାନ୍ତ କୁମାର ନାଏକ ଘଟଣାର ତଦନ୍ତ କରିବାକୁ ପାଣିମୁରା ରାଜସ୍ବ ନିରୀକ୍ଷକ ଦିନେଶ ମିଶଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷେ ଗୋପାଳନ କରୁଥିବା ଚାଷୀମାନେ ତୁରନ୍ତ କ୍ଷତିପୂରଣ ଯୋଗାଇ ଦେବାକୁ ଦାବି କରିଛନ୍ତି। ଘଟଣାର ତଦନ୍ତ ପରେ ସରକାରୀ ନିୟମ ଅନୁଯାୟୀ କ୍ଷତିପୂରଣ ଯୋଗାଇ ଦିଆଯିବ ବୋଲି ନାକଟିଦେଉଳ ତହସିଲଦାର ନାଏକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କ ହେଲିକପ୍ଟର ସହ ସେଲ୍‌ଫି ନେଲେ ଫାର୍ମାସିଷ୍ଟ

ବାରିପଦା ଅଫିସ,୮ା୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସମୟରେ ବିଦ୍ୟୁତ୍‌ ବିଭ୍ରାଟ ନେଇ ଆରୋପ ପ୍ରତ୍ୟାରୋପ ଚାଲିଥିବା ବେଳେ ସୁରକ୍ଷା ବ୍ୟବସ୍ଥାରେ ସାଂଘାତିକ ତ୍ରୁଟି ପରିଲକ୍ଷିତ...

ନାଉଗାଁ ବ୍ଲକରେ ମିଳିତ ଜନଶୁଣାଣି ୮୯ ଅଭିଯୋଗ, ୮ ତ୍ୱରିତ ସମାଧାନ

ନାଉଗାଁ ,୧୪।୧ (ସ୍ବ.ପ୍ର.):ନାଉଗାଁ ବ୍ଲକ ପରିସରରେ ସୋମବାର ଜିଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଶିବିରରେ ମୋଟ ୮୯ ଅଭିଯୋଗ ହୋଇଥିବା ବେଳେ ସେଥିରୁ ୮ଟିର...

ପ୍ରତ୍ୟୁଷାଙ୍କୁ ମିସ୍‌ ଭର୍ଚୁଆଲ ଇନ୍‌କ୍ଲ୍ୟୁଶନ ୨୦୨୦ ମୁକୁଟ

ଅନୁଗୋଳ ଅଫିସ୍‌, ୭।୮ – ଅନୁଗୋଳ ଝିଅ ପ୍ରତ୍ୟୁଷା ଅମାନ୍ତ ମିସ୍‌ ଭର୍ଚୁଆଲ ଇନ୍‌କ୍ଲ୍ୟୁଶନ ମଡେଲ-୨୦୨୦ର ମୁକୁଟ ବିଜୟିନୀ ହୋଇଛନ୍ତି। ଅନୁଗୋଳ କଲେଜ ଛକ ସ୍ଥିତ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପୂର୍ବତନ ଛାତ୍ରନେତାଙ୍କୁ ଆକ୍ରମଣ ଘଟଣା: ୫ କୋର୍ଟଚାଲାଣ; ୨ ବାଇକ୍‌, କାର୍‌, ଠେଙ୍ଗା ଜବତ

ଗୋପାଳପୁର,୨୩ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ କିଛି ବର୍ଷ ହେଲା ଛକାପଞ୍ଝା ଲାଗି ରହିଥିଲା। ଏହାକୁ କେନ୍ଦ୍ରକରି ଶୁକ୍ରବାର ପୂର୍ବତନ ଛାତ୍ର ନେତା ଦେବାଶିଷ...

ଶେଷରେ ଗିରଫ ହେଲେ ଏକାଧିକ ଅବକାରୀ ମାମଲା ରହିଥିବା ଅଭିଯୁକ୍ତ

ନିଶ୍ଚିନ୍ତକୋଇଲି,୨୫।୨(ସ୍ବ.ପ୍ର.): କଟକ ଜିଲା ଅବକାରୀ ବିଭାଗର ଏକ ସ୍ବତନ୍ତ୍ର ଦଳ ନିଶ୍ଚିନ୍ତକୋଇଲି ଅବକାରୀ ଥାନା ଅଧିନସ୍ଥ ନତକାଇ ପଞ୍ଚାୟତ ଏକରୁଖୀ ଗ୍ରାମର ଜନୈକ ବ୍ୟକ୍ତିଙ୍କ ଘର...

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାରଠାରୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶନିବାର ସା ୭ଟା ୩୦ରେ ସେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ...

କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା

ଅନୁଗୋଳ ଅଫିସ,୨୫।୭: ଅନୁଗୋଳ ଜିଲା ବଅଁରପାଳ ଥାନା ମହୀଧରପୁର ଫାଣ୍ଡି ଅଞ୍ଚଳର ଜଣେ ୨୧ ବର୍ଷୀୟା କଲେଜ ଛାତ୍ରୀଙ୍କୁ ଶନିବାର ବଳାତ୍କାର ପରେ ଅତି ବୀଭତ୍ସ...

ହାଇକୋର୍ଟ ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କ ନାମ ସୁପାରିଶ

କଟକ ଅଫିସ,୧୯।୪- ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହୋଇପାରନ୍ତି। ତାଙ୍କ ନାମକୁ ସୁପ୍ରିମକୋର୍ଟ କଲେଜିୟମ...

Advertisement
Archives

Model This Week