Posted inଜାତୀୟ

ଏହି ରାଜ୍ୟରେ ଛାଡ ହେଲା ୨୫% ସ୍କୁଲ ଫି

ଅହମଦାବାଦ,୩୦।୯-ଏଣିକି ଗୁଜୁରାଟରେ ସ୍କୁଲ ଫି ବାବଦରେ ୨୫% ଛାଡ କରାଯିବ। ‘ସିବିଏସଇ’ ସ୍କୁଲ ସମେତ ଗୁଜରାଟର ସମସ୍ତ ସ୍କୁଲରେ ଏହା ଲାଗୁ ହେବ। ଏ ନେଇ ବୁଧବାର ଗୁଜରାଟ ଶିକ୍ଷାମନ୍ତ୍ରୀ ଭୂପେନ୍ଦ୍ର ସିଂହ ଚୌଦାସାମା କହିଛନ୍ତି, ୨୦୨୦ ଜୁନରୁ ୨୦୨୧ ମାର୍ଚ୍ଚ ପର୍ଯ୍ୟନ୍ତ ୨୫% ସ୍କୁଲ ଫି’ ଛାଡ କରିବାକୁ ‘ସେଲ୍ଫ-ଫାଇନାନ୍ସ’ ସ୍କୁଲ ସମୂହ ରାଜି ହୋଇଛନ୍ତି। ପରିବହନ ଫିସ ସମେତ ବିଦ୍ୟାଳୟ ଗୁ଼ଡିକ କୌଣସି ଅତିରିକ୍ତ ଦେୟ ଦାବି କରିବେ ନାହିଁ। ଏହି ନିଷ୍ପତ୍ତିକୁ ସିବିଏସସି ସ୍କୁଲ ସମେତ ରାଜ୍ୟର ସବୁ ସ୍କୁଲ ଅନୁସରଣ କରିବା ଆବଶ୍ୟକ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, କୋଭିଡ-୧୯ ମହାମାରୀ ଏବଂ ସ୍କୁଲ ବନ୍ଦ କାରଣରୁ ରାଜ୍ୟ ସରକାର ଏଭଳି ବ୍ୟବସ୍ଥା କରିଥିଲେ। ଏହାକୁ ନେଇ ବିଭିନ୍ନ ସ୍କୁଲର ମୁଖ୍ୟଙ୍କ ସହ ଆଲୋଚନା କରାଯାଇଥିଲା। ସମସ୍ତେ ସ୍କୁଲ ଫି’ ବାବଦରେ ୨୫% ଅର୍ଥ ଛାଡ କରିବାକୁ ରାଜି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ଖବର! ବଦଳିଲା ସପ୍ଲାଇ ନିୟମ, ସରକାର ହଟାଇଲେ ଜରୁରୀକାଳୀନ ନିୟନ୍ତ୍ରଣ

ନୂଆଦିଲ୍ଲୀ,୫/୭: ମିଡିଲ୍ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଯୁଦ୍ଧବିରତି ଏବଂ ହୋର୍ମୁଜ୍ ଷ୍ଟ୍ରେଟ୍‌ (Strait of Hormuz) ଦେଇ ସାମୁଦ୍ରିକ ଜାହାଜ ଚଳାଚଳ ପୁଣି ଥରେ ଆରମ୍ଭ ହେବା…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

ମହଙ୍ଗା ମାଡ଼ରୁ ରକ୍ଷା ନାହିଁ; ସାଇତି ରଖନ୍ତୁ ଟମାଟୋ, ପୁଣି ବଢ଼ିଲା ଦର…

ନୂଆଦିଲ୍ଲୀ,୪ା୭: ରୋଷେଇ ଘରେ ପ୍ରତିଦିନ ବ୍ୟବହାର ହେଉଥିବା ଟମାଟୋ ପୁଣି ଥରେ ଲୋକଙ୍କ ବଜେଟ୍ ଉପରେ ପ୍ରଭାବ ପକାଇବା ଆରମ୍ଭ କଲାଣି। ଦେଶର ଅନେକ ରାଜ୍ୟରେ ଏହାର…

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

କୋଲକାତା,୪।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଏବଂ ବଙ୍ଗ…

୨୦୦-୫୦୦ ଟଙ୍କିଆ ନୋଟ୍‌କୁ ନେଇ RBIର ବଡ଼ ଆଲର୍ଟ; ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪।୭: ବଜାରରୁ କିଣାକିଣି କରିବା ପରେ ମିଳୁଥିବା ଖୁଚୁରା ପଇସାର ଯାଞ୍ଚ ଆମେ ପ୍ରାୟତଃ ତରତରରେ କରିନଥାଉ। କିନ୍ତୁ ଜାଲ ନୋଟର ବଢୁଥିବା ଚଳନ ମଧ୍ୟରେ ଆପଣଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri