ଭିଟାମାଟି ଛାଡିଲେ ୨୫ ଲକ୍ଷ ଇସ୍ରାଏଲ ନାଗରିକ, ପଚାସଢ଼ା ମୃତଦେହ ଚିହ୍ନିବା କଷ୍ଟକର…

ଜେରୁଜେଲମ,୧।୧୧: ଗାଜା ଯୁଦ୍ଧ ଯୋଗୁ ଏପର୍ଯ୍ୟନ୍ତ ପ୍ରାୟ ୨୫ ଲକ୍ଷ ଇସ୍ରାଏଲ ନାଗରିକ ଭିଟାମାଟି ଛାଡିଛନ୍ତି। ଇସ୍ରାଏଲ ପ୍ରତିରକ୍ଷା ବାହିନୀ ସ୍ଥାନୀୟ ପରିଷଦ ସହିତ ଦକ୍ଷିଣରେ ଏସବୁ ଲୋକଙ୍କ ଯତ୍ନ ନେବା ପାଇଁ କାର୍ଯ୍ୟ କରୁଛନ୍ତି। ଇସ୍ରାଏଲର ଜଣେ ବରିଷ୍ଠ ଅଧିକାରୀଙ୍କ ଅନୁଯାୟୀ, ଏଥିରେ ଅନାଥ ହୋଇଯାଇଥିବା ଏବଂ ୨୯ ଟି ଆଞ୍ଚଳିକ ପରିଷଦରେ ଅଛନ୍ତି।

ଦକ୍ଷିଣ ଅଞ୍ଚଳରେ ଅସ୍ଥାୟୀ କବର ନିର୍ମାଣ କରାଯାଇଛି। ଏଠାରେ ମୃତକଙ୍କ ଅନ୍ତିମ ସଂସ୍କାର କରାଯାଉଛି। ରାସ୍ତାରେ ପଡ଼ିଥିବା କୁଢ଼କୁଢ଼ ପଚାସଢ଼ା ମୃତଦେହକୁ ଚିହ୍ନିବା କଷ୍ଟକର ହୋଇପଡୁଛି। ଚାରିଆଡେ ଦୁର୍ଗନ୍ଧ ଯୋଗୁ ବାୟୁ ପ୍ରଦୁଷଣ ସହିତ ହଇଜା ବ୍ୟାପିବାର ଆଶଙ୍କା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri