୨୫ ଲକ୍ଷ ନେଇ କର୍ମଚାରୀ ଫେରାର

କୋରାପୁଟ,୫ା୬(ସ୍ବ.ପ୍ର.): କୋରାପୁଟ ସହରର ଜଣେ ବ୍ୟବସାୟୀଙ୍କ ବ୍ୟାଙ୍କ ଖାତାରୁ ୨୫ ଲକ୍ଷ ଟଙ୍କା ନେଇ ଜଣେ କର୍ମଚାରୀ ଫେରାର ହୋଇଯାଇଛନ୍ତି। ଏନେଇ ଟାଉନ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୧୪୮/୨୨) ରୁଜୁ କରି ତଦନ୍ତ ଚାଲିିଥିବା ଥାନା ଅଧିକାରୀ ଧୀରେନ ପଟ୍ଟନାୟକ କହିଛନ୍ତି।

ଅଭିଯୋଗ ମୁତାବକ, ପୂଜାରିପୁଟ ଅଞ୍ଚଳର ଏସ୍‌.ମଣ୍ଡଳ ନାମକ ଜଣେ ଯୁବକ ଲିଙ୍ଗରାଜ ବେହେରାଙ୍କ ବ୍ୟବସାୟ ପ୍ରତିଷ୍ଠାନରେ କାମ କରୁଥିଲେ। ଏସ୍‌.ମଣ୍ଡଳ ଗତ ୩ ମାସ ହେଲା ତାଙ୍କର ସବୁ ଆୟବ୍ୟୟ ସହ ଏକାଧିକ ବ୍ୟାଙ୍କ ଖାତା ଦେଣନେଣ ବୁଝୁଥିଲେ। ଗତ ଶୁକ୍ରବାର ହଠାତ୍‌ ମଣ୍ଡଳ କାମ କରିବାକୁ ଆସି ନ ଥିଲେ। ଏପରିକି ତାଙ୍କର କୌଣସି ଖବର ମିଳି ନ ଥିଲା। ଏଭଳି ସ୍ଥିତିରେ ଲିଙ୍ଗରାଜଙ୍କ ବ୍ୟାଙ୍କ ଖାତାରୁ ୨୫ ଲକ୍ଷ ଟଙ୍କା ଉଠାଯାଇଥିବା ଜଣାପଡିିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

୧୫୦ ହଜିଥିବା ମୋବାଇଲ୍  ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍‌ ଫେରିପାଇଲେ…

ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ଆଜି କାଲି କହି ଭଣ୍ଡାଉଛନ୍ତି ପୋଷ୍ଟ ଅଫିସ କର୍ମଚାରୀ: ଉପଭୋକ୍ତା ଅତିଷ୍ଠ

ଗଞ୍ଜାମ,(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବଡ଼ ବଜାର ସ୍ଥିତ ପୋଷ୍ଟ ଅଫିସର କର୍ମଚାରୀମାନଙ୍କ ମନମୁଖୀ ଆଚରଣ ନେଇ ଗ୍ରାହକମାନେ ଅତିଷ୍ଠ ହୋଇପଡ଼ିଛନ୍ତି। ଏମିତିକି ଗ୍ରାହକମାନଙ୍କ ସହ କର୍ମଚାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri