୨୫ ଆତଙ୍କବାଦୀଙ୍କୁ ହତ୍ୟା କଲା ପାକିସ୍ତାନ ସୁରକ୍ଷା ବାହିନୀ

ଇସଲାମାବାଦ,୨୧ା୧୨: ପାକିସ୍ତାନର ସୁରକ୍ଷା ବାହିନୀ ଉତ୍ତର-ପଶ୍ଚିମ ସହର ବାନୁରେ ଆତଙ୍କବାଦୀ ବିରୋଧୀ କେନ୍ଦ୍ରରେ ଲୁଚି ରହିଥିବା ୩୫ ଇସଲାମବାଦୀ ଆତଙ୍କବାଦୀଙ୍କ ମଧ୍ୟରୁ ୨୫ ଜଣଙ୍କୁ ହତ୍ୟା କରିଛି। ତେହେରିକ-ଇ-ତାଲିବାନ ପାକିସ୍ତାନର ସଦସ୍ୟମାନେ ଏକ ଗୋଷ୍ଠୀଙ୍କୁ ଅଟକ ରଖିଥିଲେ। ଯାହାକୁ ଦୃଷ୍ଟିରେ ରଖି ସ୍ପେଶାଲ ଗ୍ରୁପ ସର୍ଭିସର କମାଣ୍ଡୋମାନେ ବୁଧବାର ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ଏହି ସମୟରେ ପାକିସ୍ତାନୀ ସେନାର ଜଣେ ବନ୍ଧୁକଧାରୀ ଏବଂ ଦୁଇଜଣ କମାଣ୍ଡୋଙ୍କୁ ହତ୍ୟା କରାଯାଇଥିଲା।

ସୂଚନାଯୋଗ୍ୟ, ଖେବର ପଖତୁନଖଓ୍ବା ପ୍ରଦେଶର ଆତଙ୍କବାଦୀ ବିରୋଧୀ କେନ୍ଦ୍ରରେ କିଛି ଲୋକଙ୍କୁ ଦୁଇ ଦିନ ଧରି ବନ୍ଧକ ରଖାଯାଇଥିଲା। ଡିସେମ୍ବର ୨୦ରେ ସେନା କମାଣ୍ଡୋ ଉପରେ ଆକ୍ରମଣ କରି ସମସ୍ତ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ। ସେନା ମୁଖପାତ୍ର ମେଜର ଜେନେରାଲ ଅହମ୍ମଦ ସରିଫ ୨୦ ଡିସେମ୍ବରରେ କହିଥିଲେ, ଲୁଚି ରହିଥିବା ୩୫ ଆତଙ୍କବାଦୀଙ୍କ ମଧ୍ୟରୁ ୭ ଜଣ ଆତ୍ମସମର୍ପଣ କରିଛନ୍ତି। ଖସିଯିବାକୁ ଚେଷ୍ଟା କରୁଥିବା ଅନ୍ୟ ତିନିଜଣଙ୍କୁ ଗିରଫ କରାଯାଇଛି। ଜଣେ ବନ୍ଧୁକଧାରୀ ଏବଂ ସୁରକ୍ଷା ଅଧିକାରୀଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri