ଗଣେଶ ପୂଜା ଭୋଜି ଖାଇ ୨୫ ଛାତ୍ରୀଛାତ୍ର ଅସୁସ୍ଥ

ନୀଳଗିରି,୩ା୯(ସ୍ବ.ପ୍ର.): ବାଲେଶ୍ୱର ଜିଲା ଔପଦା ବ୍ଲକ ବାଉଁଶବଣିଆ ପ୍ରାଥମିକ ସ୍କୁଲରେ ଗଣେଶ ପୂଜା ଭୋଜି ଖାଇ ୨୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ଚିକିତ୍ସା ଲାଗି ନୀଳଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ଗଣେଶ ପୂଜା ଦିନ ସ୍କୁଲରେ ଭୋଜି ହୋଇଥିଲା। ପିଲାମାନେ ଭୋଜି ଖାଇସାରି ଘରକୁ ଫେରିଥିଲେ। ସନ୍ଧ୍ୟା ବେଳେ ପିଲାମାନଙ୍କର ପ୍ରଥମେ ବାନ୍ତି ହୋଇଥିଲା। ପରେ ଜ୍ୱର ଆସିଥିଲା। ଗୁରୁବାର ପରିବାର ଲୋକେ ପିଲାମାନଙ୍କୁ ଡାକ୍ତରଖାନା ନ ନେଇ ଘରେ ଚିକିତ୍ସା କରିଥିଲେ। ତେବେ ଜ୍ୱର ନ କମିବାରୁ ଶୁକ୍ରବାର ସକାଳେ ପରିବାର ଲୋକେ ପିଲାଙ୍କୁ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ସେମାନେ ସୁସ୍ଥ ଅଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ବରଷାର ପରଭାବ:ଭାଂଗଲା ଅନେକ ଘର, ବିଦ୍ୟୁତ ସେବା ଠପ୍‌

ବିଜେପୁର, ୧୪।୮ (ଡି.ଏନ୍‌.ଏ.): ଲଘୁଚାପ ପରଭାବରେ ବରଗଡ଼ ଜିଲା ବିଜେପୁର ଅଂଚଲରେ ଗଲା ରଏବାର ବେଲବୁଡାନୁ ସୋମବାର ଦୁଇପହର ତକ୍‌ ବରଷା ଲାଗି ରହିଥିଲା। ବରଷାରେ...

ସମସ୍ୟାରେ ଅଟକିଛି ବାରିଝୋଲା ବିକାଶ

ରାୟଗଡ଼ା ଅଫିସ, ୨୦ା୧- ରାୟଗଡ଼ା ଜିଲା ସଦର ବ୍ଲକ୍‌ ହାଲୁଆ ପଞ୍ଚାୟତ ବାରିଝୋଲା ଗାଁରେ ଅନେକ ସମସ୍ୟା ଲାଗି ରହିଛି। ଦୀର୍ଘ ଦିନ ହେଲା ଶିକ୍ଷା,...

ହୋଲସେଲ୍‌ ଗ୍ରୋସରୀ ଦୋକାନ ସିଲ୍‌, ଜାଣନ୍ତୁ କାହିଁକି ହେଲା

ବନ୍ତ,୧୭।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବଜାରରେ ଅବସ୍ଥିତ ପ୍ରକାଶ କୁମାର ସାହୁଙ୍କ ହୋଲସେଲ୍‌ ଗ୍ରୋସରୀ ଦୋକାନକୁ ସୋମବାର ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି । ଉଲ୍ଲେଖ...

ଜଳୁନି ଟୋଲପ୍ଲାଜା ହାଇମାଷ୍ଟ

ଢେଙ୍କିକୋଟ,୧୯ା୭(ଡି.ଏନ୍‌.ଏ.)- ଜାତୀୟ ରାଜପଥ ୨୦ନଂ. ନବୀକରଣ ପରେ ଢେଙ୍କିକୋଟ ଗ୍ରାମବାସୀଙ୍କ ଦୁଃଖ ବଢ଼ିଯାଇଛି। ଅଧାପନ୍ତରିଆ କରି ଠିକା ସଂସ୍ଥା ଚାଲିଗଲା। ଉଭୟ ପାର୍ଶ୍ୱ ସର୍ଭିସ ରୋଡ୍‌...

ଆଜି ଭଙ୍ଗାଯିବ ବଡ଼ ଆଖଡ଼ା ମଠ

ପୁରୀ ଅଫିସ,୩।୯: ଶ୍ରୀମନ୍ଦିର ସୁରକ୍ଷା ଆଉ ପୁରୀ ସହରର ବିକାଶ ପାଇଁ ମାଟିରେ ମିଶିବ ଆଉ ଏକ ଐତିହ୍ୟ। ତୃତୀୟ ମଠ ଭାବେ ସତ୍ତା ହରାଇବ...

୩ ଲକ୍ଷ ଟଙ୍କାରେ ଭଡା କରି ଆଣିଥିଲେ : ଅଧାବାଟରେ ୫୦ ପ୍ରବାସୀଙ୍କୁ ଛାଡି ଚାଲିଗଲା ବସ୍‌

ବାଲିଗୁଡା/କୋଟଗଡ,୧୬ା୫(ଡି.ଏନ୍‌.ଏ.)- ପୁଣି ସାମ୍ନାକୁ ଆସିଲା ପ୍ରବାସୀ ଓଡ଼ିଆଙ୍କ ଦୁଃଖ। ତାମିଲନାଡୁରୁ ବସ୍‌ ଭଡା କରି ୫୧ଜଣ ପ୍ରବାସୀ ଓଡ଼ିଆ କଳାହାଣ୍ଡି ଜିଲା ଏମ୍‌.ରାମପୁର ଫେରୁଥିବାବେଳେ ଶନିବାର...

ଧରାକୋଟ : ଜରାଜୀର୍ଣ୍ଣ ସ୍ଥିତିରେ ଗୋଦାମଗୃହ

ଧରାକୋଟ,୨୦ା୯(ଡି.ଏନ.ଏ.)- କୃଷକର ଆର୍ଥିକ ମାନଦଣ୍ଡ ବୃଦ୍ଧିରେ ସେବା ସମବାୟ ସମିତିର ଭୂମିକା ଗୁରୁତ୍ୱପୂର୍ଣ୍ଣ। ହେଲେ ଦୀର୍ଘଦିନରୁ ସମବାୟ ସମିତି ଓ ଗ୍ରେନ୍‌ଗୋଲା(ସମବାୟ ମଣ୍ଡି)ରାଜ୍ୟପାଳଙ୍କ ଅନୁମୋଦନରେ କାର୍ଯ୍ୟ...

ସେବାୟତଙ୍କୁ କରୋନା: ୩ ଦିନ ସାଧାରଣ ଦର୍ଶନ ବନ୍ଦ

ଆରଡ଼ି,୧୫।୪: ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସକାଳ ୮ଟାରୁ...

Advertisement
Archives

Model This Week