ମଧ୍ୟାହ୍ନଭୋଜନ ଖାଇ ୨୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ, ବାସି ଭାତକୁ ବାସି ଡାଲି କହିଲେ…

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବଡ଼ ଅଘଟଣ ଘଟିଛି। ଶନିବାର ମଧ୍ୟାହ୍ନଭୋଜନ ଖାଇବା ପରେ ପ୍ରଥମେ ୬ ଓ ପର୍ଯ୍ୟାୟ କ୍ରମେ ପ୍ରାୟ ୨୫ ଜଣ ଛାତ୍ରୀଛାତ୍ରଙ୍କୁ ପ୍ରଥମେ ପେଟ କାଟିବା ଓ ପରେ ବାନ୍ତି ହୋଇଥିଲା। ପ୍ରଧାନଶିକ୍ଷକ ବିଦେଶୀ ନାୟକ ଓ ସହକାରୀ ଶିକ୍ଷୟିତ୍ରୀ, ସିଆରସିସି ଶିବଶଙ୍କର ସାହୁ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଆରକେଲ ପ୍ରଧାନ ପ୍ରମୁଖ ଗୁରୁତର ଛାତ୍ରୀଛାତ୍ରଙ୍କୁ ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ସେମାନଙ୍କୁ ଚିକିତ୍ସା କରୁଛନ୍ତି। ଛାତ୍ରୀଛାତ୍ରଙ୍କ ଅଭିଯୋଗ ପ୍ରକାରେ ମଧ୍ୟାହ୍ନଭୋଜନରେ ଭାତ, ଡାଲି ଓ ଅଣ୍ଡା ଖାଇବାକୁ ଦିଆଯାଇଥିଲା। ତେବେ ଭାତ ଓ ଡାଲି ଖଟା ଲାଗୁଥିବା ଓ ତାକୁ ଖାଇବା ପରେ ପିଲାଙ୍କ ପେଟ କାଟିବା ଆରମ୍ଭ କରିଥିଲା। କିଛି ଛାତ୍ରୀଛାତ୍ର ଉକ୍ତ ମଧ୍ୟାହ୍ନଭୋଜନ ନ ଖାଇ ଫିଙ୍ଗି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାଉନ ହେଲା Instagram, ୟୁଜର୍ସ କହିଲେ…

ନୂଆଦିଲ୍ଲୀ,୫।୨: ମେଟାର ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମ ଡାଉନ୍ । ହଜାର ହଜାର ୟୁଜର୍ସ ସମସ୍ୟାର ସମ୍ମୁଖୀନ ହେଉଥିବା ନେଇ ଅଭିଯୋଗ କରିଥିଲେ । ବୁଧବାର ସକାଳେ,…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ଦାରିଙ୍ଗବାଡିରେ ପ୍ରଥମଥର ପାଇଁ ସ୍କାଉଟସ-ଗାଇଡ଼ସ ପ୍ରତିଯୋଗିତା: ପଞ୍ଜିକରଣ ଆରମ୍ଭ

ଦାରିଙ୍ଗବାଡି,୫।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ ଓ ଗାଇଡ଼ସର ପ୍ରଥମଥର ପାଇଁ…

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri