ବ୍ଲାଙ୍କ ଫାୟାରିଂ କରି ଲୁଟିନେଲେ ୨୫ ହଜାର ଟଙ୍କା ସହ ସୁନା ଗହଣା

କଟକ,୬।୯: କଟକ କନ୍ଦରପୁର ଥାନା ମତଗଜପୁରରେ ବ୍ଲାଙ୍କ ଫାୟାରିଂ କରି ଲୁଟ୍‌ ହୋଇଛି। ୩ଟି ବାଇକ୍‌ରେ ୭ ଦୁର୍ବୃତ୍ତ ଆସି ବ୍ଲାକ ଫାୟାରିଂ କରି ୨୫ ହଜାର ଟଙ୍କା ସହ ସୁନା ଗହଣା ଲୁଟି ନେଇଛନ୍ତି । ଏ ନେଇ କନ୍ଦରପୁର ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

ଭାରତଠାରୁ କିଛି ଶିଖ! ପାକିସ୍ତାନ ଖେଳାଳିଙ୍କୁ ଉପଦେଶ ଦେଲେ କୋଚ

ନୂଆଦିଲ୍ଲୀ,୨୫।୯: ପାକିସ୍ତାନ କ୍ରିକେଟ ଟିମ୍‌ର ଖରାପ ପ୍ରଦର୍ଶନକୁ ନେଇ ଚର୍ଚ୍ଚା ମଧ୍ୟରେ ଏବେ ଦଳର ହେଡ କୋଚ ମାଇକ ହେସନ ଭାରତକୁ ନେଇ ଦେଇଛନ୍ତି ବଡ଼ ବୟାନ।…

ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବେ ଅଧିକାରୀ: ନୂଆପଡ଼ା ଜିଲାପାଳଙ୍କ ଅଭିନବ ପଦକ୍ଷେପ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଛାତ୍ରୀଛାତ୍ରଙ୍କ ଶିକ୍ଷଣରେ ଉନ୍ନତି ଆଣିବା ସହ ସେମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଏକ ଅଭିନବ ପଦକ୍ଷେପ…

ରାୟଗଡ଼ା-କୋରାପୁଟ ରେଲଓ୍ୱେ ଟ୍ରାକ୍‌ରେ ଉପରେ ଖସିଲା ପଥର, ଅଟକିଲା ହୀରାଖଣ୍ଡ ଏକ୍ସପ୍ରେସ

​କଲ୍ୟାଣସିଂହପୁର,୨୫।୯(ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ଲଗାଣ ବର୍ଷା ଯୋଗୁଁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । କେଉଟଗୁଡ଼ା ଓ ଶିଖରପାଇ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଟନେଲ…

ଲଗାଣ ବର୍ଷାରେ ବେହାଲ ଝରିଗାଁ: ହଷ୍ଟେଲ ଭିତରେ ୨ ଫୁଟ୍ ପାଣି, ଭୟରେ ରାତି ବିତାଇଲେ ଛାତ୍ର

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଲଗାଣ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାରେ ଅବସ୍ଥିତ ସରକାରୀ ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ…

ଅଭାବନୀୟ ଘଟଣା, ଖୋଲା ପାଇଖାନା ଟାଙ୍କିରେ ପଡ଼ି ୬ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ

ବୈଶିଙ୍ଗା,୨୫।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ନଡପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଲଗାଣ ବର୍ଷାରେ ଭରି…

ଲାଞ୍ଚ ନେଇଥିଲେ ବରିଷ୍ଠ କିରାଣୀ ଗୋବର୍ଦ୍ଧନ, ମିଳିଲା ଏମିତି ଦଣ୍ଡ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ତହସିଲ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ତଥା ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ରାଜସ୍ବ ବିଭାଗରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?