ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ବନ୍ଧବାହାଲସ୍ଥିତ ଲଖନପୁର ଏମସିଏଲ ହସ୍ପିଟାଲରେ ଦୀର୍ଘ ୧୭ ଘଣ୍ଟାରୁ ଅଧିକ ସମୟ ଧରି ମୃତଦେହକୁ ରଖି ସ୍ଥାନୀୟ ଲୋକମାନେ ଓ ମୃତକଙ୍କ ପରିବାର ବିକ୍ଷୋଭ କରିଛନ୍ତି। ମୃତ ଯୁବକ ଜଣକ ୨୫ ବର୍ଷୀୟ ସୁଜିତ ଦିଶିର। ଉବୁଡାରେ ସୁଜିତଙ୍କ ପୈତୃକ ଜମିକୁ ଏମସିଏଲ ପକ୍ଷରୁ ଅଧିଗ୍ରହଣକୁ ସୁଜିତଙ୍କ ପରିବାର ଲୋକେ ବିରୋଧ ସତ୍ତ୍ୱେ ଏମସିଏଲ ଓ ପୋଲିସ ପକ୍ଷରୁ ଚାପ ପ୍ରୟୋଗ କରାଯାଇଥିଲା ଏବଂ ଜୋର ଜବରଦସ୍ତ ଜମି ଅଧିଗ୍ରହଣ କରାଯାଇଥିଲା ବୋଲି ସୁଜିତଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ନିଯୁକ୍ତି କ୍ଷତିପୂରଣ ନ ଦେଇ ଏମସିଏଲର ଜମି ଅଧିଗ୍ରହଣକୁ ସହି ନ ପାରି ସୁଜିତ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିବା ସହ ନ୍ୟାୟ ଦାବି କରିଛନ୍ତି । ଅନ୍ୟପଟେ ଏମସିଏଲ ଏହାକୁ ଖଣ୍ଡନ କରିବା ସହ ଅଧିଗ୍ରହଣ ହେଉଥିବା ଜମି ପରିବର୍ତ୍ତେ ପର୍ଯ୍ୟାୟ କ୍ରମେ ନିଯୁକ୍ତି ଏବଂ କ୍ଷତିପୂରଣ ଦିଆଯାଉଥିବା ପ୍ରକାଶ କରିଛନ୍ତି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri