କରୋନାରେ ଜୀବନ ହାରିଲେ ୨୫ ବର୍ଷୀୟ ଯୁବ ଡାକ୍ତର

ନୂଆଦିଲ୍ଲୀ, ୧୫।୯: କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇ ଗତ ଏକ ମାସ ଧରି ଲଢ଼େଇ କରି ଶେଷରେ ୨୫ ବର୍ଷୀୟ ଜଣେ ଯୁବ ଡାକ୍ତର ମୃତ୍ୟୁବରଣ କରିଛନ୍ତି। ହରିୟାଣର ଯୁବ ଡାକ୍ତର ବିକାଶ ସୋଲାଙ୍କି କରୋନାରେ ଆକ୍ରାନ୍ତ ହୋଇ ମଙ୍ଗଳବାର ଦିଲ୍ଲୀ ଏମ୍ସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଉଲ୍ଲେଖନୀୟ କଥା ହେଉଛି ବିକାଶ, ହରିୟାଣର ଝାଜର ଏମ୍ସରେ କାର୍ଯ୍ୟରତ ଥିଲେ। ସେଠାରେ କାର୍ଯ୍ୟରତ ସମୟରେ ହିଁ ସେ ଗତ ମାସରେ କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଥିଲେ। ଏହାପରେ ତାଙ୍କୁ ସେଠାରେ ହିଁ ଚିକିତ୍ସିତ କରାଯାଉଥିଲା। କିନ୍ତୁ ଗତ ଶନିବାର ଡାକ୍ତର ସୋଲାଙ୍କିଙ୍କୁ ଦିଲ୍ଲୀ ଏମ୍ସର ଟ୍ରମା ସେଣ୍ଟରକୁ ସ୍ଥାନାନ୍ତର କରାଯାଇଥିଲା। ଯେଉଁଠାରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳେ ତାଙ୍କର ବିୟୋଗ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତର ନିର୍ଦ୍ଦେଶକ୍ରମେ ଯୁବକଙ୍କୁ ଚପଲରେ ପିଟିଲେ ମହିଳା: ଭିଡିଓ ଭାଇରାଲ

ପାଟନା,୨୯।୧୧: ବିହାରର ବୈଶାଳୀ ଜିଲାରେ ପଞ୍ଚାୟତର ନିର୍ଦ୍ଦେଶକ୍ରମେ ଜଣେ ମହିଳା ଯୁବକଙ୍କୁ ଚପଲରେ ପିଟିବା ଘଟଣାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହା ଦେଶରି...

ମାୟାବତୀଙ୍କ ପାଦ ଛୁଇଁଲେ ଡିମ୍ପଲ୍‌

ଲକ୍ଷ୍ନୌ, ୨୬।୪: ବହୁଜନ ସମାଜବାଦୀ ପାଟର୍ର୍ି(ବିଏସପି) ନେତ୍ରୀ ମାୟାବତୀଙ୍କ ପାଦ ଛୁଇଁଛନ୍ତି ସମାଜବାଦୀ ପାର୍ଟି(ଏସପି)ନେତା ଅଖିଳେଶ ଯାଦବଙ୍କ ସ୍ତ୍ରୀ ଡିମ୍ପଲ। କନୌଜରେ ଆୟୋଜିତ ଏକ ନିର୍ବାଚନ...

ପଶ୍ଚିମବଙ୍ଗବାସୀଙ୍କୁ ‘ଦେଶଭକ୍ତ’ କହିଲେ ନଡ୍ଡା

କୋଲକାତା,୨୩।୧୨: ଭାରତୀୟ ଜନତା ପାଟି(ଭାଜପା)ର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି ନଡ୍ଡା ସୋମବାର ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି। ଏହି ସମୟରେ ସେ ଏକ ସଭାକୁ ଉଦ୍‌ବୋଧନ ଦେବା...

ଦିଲ୍ଲୀରେ ବଢିଲା ପ୍ରଦୂଷଣର ମାତ୍ରା

ନୂଆଦିଲ୍ଲୀ,୨୮।୧୦: ସମସ୍ତ ବାରଣ ସତ୍ତ୍ୱେ ବି ରାଜଧାନୀ ଦିଲ୍ଲୀରେ ରବିବାର ଲୋକେ ବାଣ ଫୁଟାଇ ପାଳନ କଲେ ଦୀପାବଳି। ଆଉ ଏହାର ଫଳ ସ୍ବରୂପ ସୋମବାର...

ରାଜଧାନୀରେ ମାଡୁଛି କରୋନା: ଚିହ୍ନଟ ହେଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ ଲୋକାଲ୍‌ କେସ୍‌ ରହିଥିବା ବେଳେ ୮ ହୋମ୍‌ କ୍ୱାରାଣ୍ଟାଇନ୍‌...

ଶଟ୍‌ଡାଉନ୍‌ରେ ଚାଲିଥିବା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ବନ୍ଦ କଲେ ତହସିଲଦାର

ଗଞ୍ଜାମ,୨୦।୬(ଡି.ଏନ୍‌.ଏ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକଠାରୁ ସାନ ବଜାର ଯାଏ ଉନ୍ନତିକରଣ ପାଇଁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲୁ ରହିଛି। ବର୍ତ୍ତମାନ କରୋନା ପାଇଁ...

ବିଶେଷ ଧରଣର ଟୋପି ପିନ୍ଧି ସାମାଜିକ ଦୂରତ୍ୱ ରକ୍ଷାକଲେ ଚାଇନା ଛାତ୍ରୀଛାତ୍ର

ବେଜିଂ,୨।୫: ବିଗତ ୪ ମାସ ଧରି କରୋନା ସଂକ୍ରମଣରେ ଛଟପଟ ହେଉଥିବା ଚାଇନା ଏକ ପ୍ରକାର ଏହି ଯୁଦ୍ଧରେ ବିଜୟୀ ହୋଇଛି ବୋଲି କହୁଥିବା ବେଳେ...

ବାତ୍ୟା ନିସର୍ଗ: ରାଇଗଡ ପାଇଁ ଶହେ କୋଟି ଟଙ୍କା ଘୋଷଣା କଲେ ଠାକରେ

ମୁମ୍ବାଇ,୫।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶୁକ୍ରବାର ବାତ୍ୟା ନିସର୍ଗରେ ରାଇଗଡରେ ହୋଇଥିବା କ୍ଷୟକ୍ଷତି ପାଇଁ ଜରୁରୀକାଳୀନ ୧୦୦ କୋଟି ଟଙ୍କାର ରିଲିଫ୍‌ ଘୋଷଣା କରିଛନ୍ତି।...

Coronavirus Update


Archives

Model This Week

Why Dharitri