Posted inଜାତୀୟ

ଦିଲ୍ଲୀ ଏମସିଡି ନିର୍ବାଚନ: ୧୩୪୯ ପ୍ରାର୍ଥିଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଏକ କୋଟି ୪୭ ମତଦାତା

ନୂଆଦିଲ୍ଲୀ,୪ ।୧୨: ଏମସିଡିର ସମସ୍ତ ୨୫୦ ୱାର୍ଡରେ ରବିବାର ଅର୍ଥାତ୍ ୪ ଡିସେମ୍ବରରେ ଭୋଟିଂ ହେବାକୁ ଯାଉଛି । ସକାଳ ୮ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ କରାଯିବ । ଏହି ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା), ଆମ ଆଦମୀ ପାର୍ଟି(ଏଏପି) ଓ କଂଗ୍ରେସ ମଧ୍ୟରେ ତ୍ରିକୋଣୀୟ ପ୍ରତିଦ୍ୱନ୍ଦିତା ହେବ । ଏମସିଡି ନିର୍ବାଚନେ ୧.୪୫ କୋଟି ମତଦାତା ସେମାନଙ୍କ ମତ ସାବ୍ୟସ୍ତ କରିବାର ଅଧିକାର ରହିଛି । ଏହି ନିର୍ବାଚନରେ ପ୍ରାୟ ୧,୩୪୯ ଜଣ ପ୍ରାର୍ଥି ମଇଦାନରେ ଅଛନ୍ତି । ମତଗଣନା ଡିସେମ୍ବର ୭ରେ ହେବ ।
ରାଜ୍ୟ ନିର୍ବାଚନ କମିଶନଙ୍କ ଅଧିକାରୀଙ୍କ ପକ୍ଷରୁ ଦିଆଯାଇଥିବା ସଂଖ୍ୟା ଅନୁଯାୟୀ, ଦିଲ୍ଲୀରେ ମତଦାତାଙ୍କ ମୋଟ ସଂଖ୍ୟା ୧,୪୫,୦୫,୩୫୮ ଏମାନଙ୍କ ମଧ୍ୟରୁ ୭୮,୯୩,୪୧୮ ପୁରୁଷ ଥିବା ବେଳେ ୬୬,୧୦,୮୭୯ ମହିଳା ଭୋଟର ରହିଛନ୍ତି । ଏହାସହ ୧,୦୬୧ ଟ୍ରାନ୍ସଜେଣ୍ଡର ରହିଛନ୍ତି । ରବିବାର ସକାଳ ୮ଟାରେ ଭୋଟ ଗ୍ରହଣ ଆରମ୍ଭ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri