ରୁଷିଆର କାସପିଆନ ସମୁଦ୍ର କୂଳରେ ୨୫୦୦ ସିଲ ମୃତ

ମସ୍କୋ,୫ ।୧୨: ଦକ୍ଷିଣ ରୁଷିଆ କାସପିଆସ ସମୁଦ୍ର କୂଳରେ ପ୍ରାୟ ୨୫୦୦ ସିଲ ମୃତ ଅମସ୍ଥାରେ ମିଳିଛନ୍ତି । ରବିବାର ଅଧିକାରୀଙ୍କ ନିକଟରୁ ଏହି ସୂଚନା ମିଳିଥିବା ବେଳେ କେଉର୍ଁ କାରଣ ପାଇଁ ଏକକାଳିନ ଏତେ ସିଲଙ୍କର ମୃତ୍ୟୁ ହେଲା ତାହା ଏବେ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଅଧିକାରୀମାନେ ଆରମ୍ଭରେ ଶନିବାର ସୂଚନା ଦେଇଥିଲେ କି ସମୁଦ୍ର କୂଳରେ ୭୦୦ ସିଲଙ୍କର ମୃତ୍ୟୁ ହୋଇଛି । ହେଲେ ରୁଷିଆର ପ୍ରାକୃତିକ ସଂସାଧନ ଓ ପରିବେଶ ମନ୍ତ୍ରଣାଳୟର ଦାଗେସ୍ତାନ ଡିଭିଜନ ପରେ ଏହାକୁ ବଢାଇ ୨୫୦୦ କରିଦେଇଥିଲା ।

କାସପିଆନ ପରିବେଶ ସୁରକ୍ଷା ସେଣ୍ଟରର ମୁଖ୍ୟ ଜୈର ଗୌପିଜୋଭ କହିଛନ୍ତି, କିଛି ସପ୍ତାହ ପୂର୍ବରୁ ସିଲ ଗୁଡିକ ମରି ଯାଇଛନ୍ତି ଏହାର କୌଣସି ପ୍ରମାଣ ନାହିଁ ଯେ କେହି ଏମାନଙ୍କୁ ମାରିଦେଇଥାଇ ପାରନ୍ତି ଅବା ମାଛଧରା ଜାଲରେ ପଡି ଏମାନଙ୍କ ମୃତ୍ୟୁ ହୋଇଛି । ଏପଟେ ବିଶେଷଜ୍ଞଙ୍କୁ ସମୁଦ୍ର କୂଳରେ ସେମିତି କିଛି ପ୍ରଦୂଷଣ ମଧ୍ୟ ମିଳିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ମୌସୁମୀ ସକ୍ରିୟ, ବଢ଼ିବ ବର୍ଷା: ଏହି ସବୁ ଜିଲାରେ…

ଭୁବନେଶ୍ୱର,୨୫ା୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି ସ୍ଥାନରେ…

ଭୂକମ୍ପରେ ଥରିଲା ଭେନେଜୁଏଲା: ମାତ୍ର ୪୫ ସେକେଣ୍ଡରେ ସବୁ ଛାର୍‌ଖାର୍‌, ଭୟରେ ଜୀବନ ବିକଳରେ ଦୌଡ଼ିଲେ ଲୋକେ

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ବଡ଼ ଧରଣର ଭୂମିକମ୍ପ ଝଟକା। ମାତ୍ର ୪୫ ସେକେଣ୍ଡରେ ୨ ଥର ଭୂକମ୍ପ ଅନୁଭୂତ । ଆମେରିକୀୟ ଭୂତତ୍ତ୍ୱ ସର୍ଭେ ଅନୁଯାୟୀ, ୭.୧ ଏବଂ…

ୟୁରୋପରେ ସାଂଘାତିକ ‘ହିଟ୍‌-ଡୋମ୍‌’

ଲଣ୍ଡନ, ୨୫ା୬ (ଏପି): ସମଗ୍ର ପଶ୍ଚିମ ୟୁରୋପରେ ସୃଷ୍ଟି ହୋଇଥିବା ‘ହିଟ୍‌-ଡୋମ୍‌’ (ଉତ୍ତପ୍ତ ବାୟୁ ବଳୟ) ଯୋଗୁ ବ୍ରିଟେନ, ଫ୍ରାନ୍ସ, ଇଟାଲୀ ଏବଂ ସ୍ପେନ୍‌ ଭଳି ପ୍ରମୁଖ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri