ଖୋଲା ଗଲା ୨,୫୦୦ ବର୍ଷ ପୁରୁଣା ମମି

କାଏରୋ, ୭।୧୦: ମିଶରରେ ଏକ ୨,୫୦୦ ବର୍ଷ ପୁରୁଣା ମମିକୁ ଖୋଲା ଯାଇଛି। ସ୍ଥାନୀୟ ପର୍ଯ୍ୟଟନ ଏବଂ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ପୁରାତନ ମମିକୁ ଖୋଲା ଯାଇଛି। ଲୋକଙ୍କ ଉପସ୍ଥିତିରେ ଏହାକୁ ଖୋଲା ଯାଇଛି। ଏବେ ଏହାର ୨୧ ସେକେଣ୍ଡର ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ଟୁଇଟରରେ ଅପଲୋଡ୍‌ କରାଯାଇଛି। ସାକକାରା ଅଞ୍ଚଳରୁ ଏକ ପିରାମିଡ଼ ଭିତରୁ ୫୯ଟି ସିଲ୍‌ କରାଯାଇଥିବା ମମି ମିଳିଥିଲା। ସେଥିମଧ୍ୟରୁ ଗୋଟିଏ ମମିକୁ ଖୋଲା ଯାଇଥିବା କୁହାଯାଉଛି। ମମି ଗୁଡ଼ିକ ଅଢ଼େଇ ହଜାର ବର୍ଷ ତଳର ବୋଲି ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ କୁହାଯାଇଛି। ମମି ଖୋଲାଯିବାକୁ ନେଇ ସୋସିଆଲ୍‌ ମିଡ଼ିଆରେ ବିଭିନ୍ନ ୟୁଜର ଭିନ୍ନ ଭିନ୍ନ ମନ୍ତବ୍ୟ ଦେଇଛନ୍ତି। ମମିରେ ଯଦି କୌଣସି ମହାମାରୀ ଭୂତାଣୁ ରହିଥାଏ, ତେବେ ଏହାଯୋଗୁ ମନୁଷ୍ୟ ସମାଜ ପାଇଁ ବିପଦ ସୃଷ୍ଟି ହେବାର ଆଶଙ୍କା ରହିଥିବା ନେଇ କେତେକ ୟୁଜର ମତାମତ ଦେଇଛନ୍ତି। ଏଭଳି କାର୍ଯ୍ୟ କରୋନା ମହାମାରୀ ସମୟରେ ବନ୍ଦ କରାଯିବାର ଆବଶ୍ୟକତା ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ ତଳେ ପକାଇ ହାତୀ କରୁଛି ଏମିତି, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ...

ନ୍ୟୁୟର୍କରେ ବିବାଦୀୟ ଲେଖକ ସଲମାନ ରସିଦଙ୍କୁ ଛୁରାମାଡ

ନ୍ୟୁୟର୍କ,୧୨।୮: ଆମେରିକାର ନ୍ୟୁୟର୍କରେ ଏକ କାର୍ଯ୍ୟକ୍ରମରେ ଚର୍ଚ୍ଚିତ ଲେଖକ ସଲମାନ ରସିଦଙ୍କୁ ଛୁରାମାଡ଼ ହୋଇଛି। ବକ୍ତୃତା ଦେବାକୁ ସେ ଯାଉଥିବା ବେଳେ ଷ୍ଟେଜ୍‌ରେ ଦୁର୍ବୃତ୍ତ ତାଙ୍କୁ...

କରୋନା ପାଇଁ ବୋନସ୍‌

ନ୍ୟୁୟର୍କ: କରୋନାରୁ ରକ୍ଷାପାଇବା ପାଇଁ ଘରେ କାମ କଲେ ମିଳିବ ବୋନସ୍‌ । ବିଭିନ୍ନ ଦେଶରେ ଏବେ କେତେକ କମ୍ପାନୀ ଏପରି ଅଫର ଦେଉଛନ୍ତି। ଏବେ...

ଫାଷ୍ଟ ଲେଡିଙ୍କ ସଫଳ ଅସ୍ତ୍ରୋପଚାର, ବାହାରିଲା କ୍ୟାନସରର ଦୁଇଟି କୋଷିକା

ୱାଶିଂଟନ,୧୨ ।୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ପତ୍ନି ତଥା ଆମରିକାର ଫାଷ୍ଟ ଲେଡିଙ୍କର ହୋଇଛି ସଫଳ ଅସ୍ତ୍ରୋପଚାର । ତାଙ୍କ ଶରୀରରେ ବଢୁଥିବା କ୍ୟାନରରର...

ରୁଷିଆ କରୋନା ଟିକା ‘ସ୍ପୁଟନିକ ଭି’ ୯୫% ଫଳପ୍ରଦ ଦାବି

ମସ୍କୋ,୨୪।୧୧: ବିଶ୍ୱର ଅନେକ ଦେଶ ଏବେ କରୋନା ଟିକା ପ୍ରସ୍ତୁତିରେ ଲାଗିପଡିଛନ୍ତି। ରୁଷିଆ ମଧ୍ୟ ନିଜ ଦେଶରେ ପ୍ରସ୍ତୁତ କରୋନା ଟିକା ‘ସ୍ପୁଟନିକ ଭି’ ନେଇ...

କଟକଣାକୁ ବେଖାତିର, ପୁଣି କ୍ଷେପଣାସ୍ତ୍ର ପରୀକ୍ଷା କଲେ କିମ୍‌…

ସିଓଲ/ପୋଙ୍ଗୟାଙ୍ଗ, ୨୫।୫ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଆଣବିକ ଅସ୍ତ୍ରଶସ୍ତ୍ର ପରୀକ୍ଷଣ କଟକଣାକୁ ବେଖାତିର କରିବାରେ ଲାଗିଛନ୍ତିି। ଏହି ମର୍ମରେ...

ଭାରତ ସହିତ ସମ୍ପର୍କକୁ ଆହୁରି ସୁଦୃଢ଼ କରିବାକୁ ଚାହୁଁଛି ଆମେରିକା

ଓ୍ବାଶିଂଟନ,୧୨ା୧୧: ୟୁକ୍ରେନ ଯୁଦ୍ଧ ଏବଂ ତାଇଓ୍ବାନକୁ ନେଇ ରୁଷିଆ-ଚାଇନା ସହିତ ମୁହାଁମୁହିଁ ହେବା ପରେ ଆମେରିକା ଭାରତ ସହ ସମ୍ପର୍କକୁ ଆହୁରି ମଜବୁତ କରିବାକୁ ଚାହୁଁଛି।...

ପୁଣି କ୍ଷେପଣାସ୍ତ୍ର ପରୀକ୍ଷଣ କଲେ କିମ୍‌: ବଢ଼ିଲା ଆମେରିକାର ଚିନ୍ତା

ସିଓଲ୍‌,୧୦।୮: ଉତ୍ତରକୋରିଆର ଏକଛତ୍ରବାଦୀ ଶାସନ କିମ୍‌ ଜୋଙ୍ଗ୍‌ ଉନ୍‌ ଶନିବାର ପୁଣି ୨ଟି କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ଏହାକୁ ହେମହଙ୍ଗ୍‌ଠାରୁ ପୂର୍ବ ସାଗରକୁ ଉତ୍‌କ୍ଷେପଣ କରାଯାଇଛି।...

Advertisement
Archives

Model This Week