Posted inଜାତୀୟ

ପାକିସ୍ତାନ ବିପକ୍ଷରେ ଭାରତର ବିଜୟ: ଅମିତ ଶାହ କହିଲେ, ଆଉ ଏକ ସର୍ଜିକାଲ ଷ୍ଟ୍ରାଇକ୍‌

ନୂଆଦିଲ୍ଲୀ, ୧୭।୬: ବିଶ୍ୱକପର ଏକ ହେଭିଓ୍ବେଟ ମୁକାବିଲାରେ ଭାରତ ୮୯ ରନରେ ପାକିସ୍ତାନକୁ ପରାସ୍ତ କରିଛି। ଏହି ମହାବିଜୟ ପରେ ଭାରତକୁ ଶୁଭେଚ୍ଛା ଜଣାଇଛନ୍ତି ବହୁ ରାଜନେତା। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଭାରତୀୟ ଦଳର ବିଜୟରେ ଖୁସି ବ୍ୟକ୍ତ କରି କହିଛନ୍ତି, ପାକିସ୍ତାନ ଉପରେ ଭାରତୀୟ ଦଳର ଆଉ ଏକ ସର୍ଜିକାଲ ଷ୍ଟ୍ରାଇକ୍‌। ଭାତତୀୟ ଦଳକୁ ଅଭିନନ୍ଦନ ଜଣାଇବା ସହ ସମଗ୍ର ଦେଶ ଆଜି ଗର୍ବିତ ବୋଲି ଶାହ କହିଛନ୍ତି।


All Right Reserved By Dharitri.Com

ଜନାଦେଶକୁ ଅପେକ୍ଷା

ନୂଆଦିଲ୍ଲୀ,୨୩ା୫(ପି.ଟି./ଆଇଏଏନ୍‌ଏସ୍‌) : ଆଉ ମାତ୍ର କେଇଘଣ୍ଟାର ଅପେକ୍ଷା। ଆସିବ ସର୍ବବୃହତ୍‌ ଗଣତନ୍ତ୍ରର ଭୋଟ ମହାପର୍ବର ବହୁପ୍ରତୀକ୍ଷିତ ପରିଣାମ। ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌)ରେ ବନ୍ଦ ଥିବା...

ନିର୍ଭୟା ମାମଲା: ଫାଶୀ ତାରିଖ ଘୁଞ୍ଚାଇବାକୁ ଆବେଦନ କଲେ ଦୋଷୀଙ୍କ ପକ୍ଷରୁ ଲଢୁଥିବା ଓକିଲ

ନୂଆଦିଲ୍ଲୀ,୩୦।୧: ବେଳକୁ ବେଳ ନିର୍ଭୟା ଗଣବଳାତ୍କାର ମାମଲା ଭିନ୍ନ ମୋଡ ନେଉଛି ବୋଲି ଆଲୋଚନା ହେଲାଣି। ଫେବୃୟାରୀ ୧ରେ ଏହି ମାମଲାର ୪ ଦୋଷୀଙ୍କୁ ଫାଶୀ...

ଉତ୍କଳ ଏକ୍ସପ୍ରେସ୍‌ରେ ବୋମା ସୂଚନା: ଯାତ୍ରୀ ଆତଙ୍କିତ

ସହାରନ୍‌ପୁର,୨୩।୯: ଉତ୍ତରାଖଣ୍ଡ ହରିଦ୍ୱାରରୁ ଓଡ଼ିଶାର ପୁରୀ ଆସୁଥିବା ଉତ୍କଳ ଏକ୍ସପ୍ରେସ୍‌ରେ ବୋମା ଥିବା ନେଇ ସୂଚନା ମିଳିବା ପରେ ଯାତ୍ରୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ସହରାନ୍‌ପୁର ଜିଲାର...

ନାଚୁ ନାଚୁ ଚାଲିଗଲା ଜୀବନ

ଭୋପାଳ,୧୪।୯: ମଧ୍ୟପ୍ରଦେଶର ଶିବାନୀ ଜିଲାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ବିଳମ୍ବିତ ରାତିରେ ଜଣେ ୩୦ ବର୍ଷୀୟ ଯୁବକଙ୍କ ନାଚୁଥିବା ସମୟରେ ମୃତ୍ୟୁ...

୧୧ ଦୋଷୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ

ରାଞ୍ଚି,୩ା୩: ଜଣେ ଆଇନ ଛାତ୍ରୀଙ୍କୁ ଗଣବଳାତ୍କାର କରିବା ମାମଲାରେ ରାଞ୍ଚିର ଏକ କୋର୍ଟ ୧୧ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଜିଲା ଜଜ୍‌...

ଉତ୍ତରପ୍ରଦେଶ ଉପନିର୍ବାଚନ: ରାମପୁରରୁ ଧରା ପଡ଼ିଲେ ସମାଜବାଦୀ ପାର୍ଟିର ୭ ନକଲି ଏଜେଣ୍ଟ

ଲକ୍ଷ୍ନୌ,୨୧।୧୦: ଉତ୍ତରପ୍ରଦେଶରେ ୧୧ଟି ବିଧାନସଭା ଆସନ ପାଇଁ ସୋମବାର ମତଦାନ ଜରି ରହିଛି। ରାମପୁର ବିଧାନସଭା ଆସନର ବିଭିନ୍ନ ମତଦାନ କେନ୍ଦ୍ରରୁ ୭ ଜଣ ନକଲି...

ଖୁସି ନୁହନ୍ତି ମଧ୍ୟବିତ୍ତ

ନୂଆଦିଲ୍ଲୀ,୩ା୨(ଆଇଏଏନ୍‌ଏସ୍‌): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ପାର୍ଲାମେଣ୍ଟରେ ଉପସ୍ଥାପନ କରିଥିବା ୨୦୨୦-୨୧ ଆର୍ଥିକ ବର୍ଷର ବଜେଟକୁ ନେଇ ବିଭିନ୍ନ ମହଲରୁ ପ୍ରତିକ୍ରିୟା ଆସିବାରେ ଲାଗିଛି। ୩୦...

ଘରେ ଚୋରି କରିବା ଜିନିଷ କିଛି ନ ମିଳିବାରୁ, ଚୋର କାନ୍ଥରେ ଲେଖିଲେ ଏମିତି

ଭୋପାଳ,୬।୧୨: ମଧ୍ୟପ୍ରଦେଶର ଶାଜାପୁରରେ ଏକ ସରକାରୀ ଇଞ୍ଜିନିୟଙ୍କ ଘରୁ ଚୋରି ଉଦ୍ୟମ ହୋଇଛି। କିନ୍ତୁ ଚୋରି କରିବା ଜିନିଷ ନ ମିଳିବାରୁ ଚୋରକୁ ଖାଲି ହାତରେ...

Leave a comment

Your email address will not be published. Required fields are marked *