ଆଇଏସଆଇ ମୁଖ୍ୟ ହେଲେ ଫୈଜ ଅହମ୍ମଦ

ଇସଲମାବାଦ, ୧୭।୬: ପାକିସ୍ତାନ ସେନାରେ ରବିବାର ଏକ ବଡଧରଣର ଅଦଳବଦଳ କରାଯାଇଛି। ଆଇଏସଆଇ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ୍‌ ଜେନେରାଲ ଫୈଜ ହମିଦଙ୍କୁ ନିଯୁକ୍ତି ଦିଆଯାଇଛି। କଠୋରପନ୍ଥୀ ନେତା ଭାବେ ଜଣାଶୁଣା ଫୈଜ ଆସିମ ମୁନିରଙ୍କ ସ୍ଥାନ ନେଇଛନ୍ତି। ଆଇଏସଆଇ ମୁଖ୍ୟଙ୍କ କାର୍ଯ୍ୟକାଳ ୩ବର୍ଷ। ମୁନିର ମାତ୍ର ୮ମାସ ହେଲା ନିଯୁକ୍ତି ପାଇଥିଲେ। ତାଙ୍କ କାର୍ଯ୍ୟକାଳନ ନ ପୂରୁଣୁ ଆଶ୍ଚର୍ଯ୍ୟଜନକ ଭାବେ ତାଙ୍କୁ ପଦରୁ ହଟାଇଦିଆଯାଇଛି।


All Right Reserved By

ସିଧା ପ୍ରସାରଣ ବେଳେ ଚେୟାରରୁ ଗଳି ପଡିଲେ ବରିଷ୍ଠ ପାକିସ୍ତାନୀ ବିଶ୍ଳେଷକ

ଇସ୍‌ଲାମାବାଦ,୨୧।୯: ପାକିସ୍ତାନ ଏବେ ଭାରତକୁ ନେଇ ତା’ର ନ୍ୟୁଜ ଚ୍ୟାନେଲରେ ଭିନ୍ନ ଭିନ୍ନ ଆଲୋଚନା କରୁଥିବା ବେଳେ କଶ୍ମୀର ପ୍ରସଙ୍ଗକୁ ନେଇ କିଛି ଭୁଲ୍‌ ଖବର...

କଶ୍ମୀର ପରିସ୍ଥିତିକୁ ତାଲିବାନ ସହ ତୁଳନା କଲା ପାକିସ୍ତାନ

ତାଲିବାନ,୯।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇ ଏହାକୁ କେନ୍ଦ୍ର ଶାସିତ ରାଜ୍ୟ କରିଦିଆଯିବା ପରେ ପାକିସ୍ତାନ ଏବେ ବିଚଳିତ ହୋଇପଡ଼ିଛି। ଏନେଇ ଦିନକୁ ଦିନ ପାକିସ୍ତାନ...

କରାଚୀ ଉପର ଦେଇ ଆକାଶ ମାର୍ଗକୁ ୩୧ ଅଗଷ୍ଟ ପର୍ଯ୍ୟନ୍ତ ବନ୍ଦ କଲା ପାକିସ୍ତାନ

ଇସଲାମାବାଦ,୨୮।୮: ପାକିସ୍ତାନ କରାଚୀ ଉପରେ ଦେଇ ୩ଟି ଅନ୍ତର୍ଜାତୀୟ ଆକାଶ ମାର୍ଗରେ ବିମାନ ଉଡ଼ାଣ ବନ୍ଦ କରିଛି। ଏହା ଅଗଷ୍ଟ ୩୧ ପର୍ଯ୍ୟନ୍ତ ଜାରି ରହିବ...

ଦୁର୍ନୀତି ମାମଲାରେ ଜର୍ଦ୍ଦାରୀ ଗିରଫ

ଲାହୋର,୨ା୭ (ପି.ଟି.): ଏକ ଦୁର୍ନୀତି ମାମଲାରେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ଆସିଫ ଅଲ୍ଲୀ ଜର୍ଦ୍ଦାରୀଙ୍କୁ ଦୁର୍ନୀତି ବିରୋଧୀ ଶାଖା ପକ୍ଷରୁ ସୋମବାର ଗିରଫ କରାଯାଇଛି। ଜର୍ଦ୍ଦାରୀ...

ଭାରତ ଆସିବା ପାଇଁ ମୋଦିଙ୍କୁ ଚିଠି ଲେଖିଲେ ପୋଲାଣ୍ଡର ୧୧ ବର୍ଷର ବାଳିକା

ଫନମ ପେନ,୩।୬: ପୋଲାଣ୍ଡର ୧୧ ବର୍ଷୀୟା ବାଳିକା ଏଲିଜା ଓ୍ବାନାତକୋ ଭାରତ ଆସିବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅନୁରୋଧ କରିଛନ୍ତି। ଏକ ହାତ ଲେଖା ଚିଠି...

ବାହମାସ ପରେ ଏବେ କାନାଡା ଅଭିମୁଖେ ଡୋରିଆନ

ଓଟାଓ୍ବା,୮।୯: ବାହମାସ ଓ ଆମେରିକାରେ ତାଣ୍ଡବ ରଚିବା ପରେ ଏବେ କାନାଡା ମୁହାଁ ହୋଇଛି ସାମୁଦ୍ରିକ ଝଡ଼ ଡୋରିଆନ। ଶନିବାର ଏହା କାନାଡାରେ ପହଞ୍ଚିବା ପରେ...

ଏଠି ସମସ୍ତଙ୍କର ଗୋଟିଏ କିଡ୍‌ନୀ

ଗୋଟିଏ କିଡ୍‌ନୀରେ ଗାଁର ସବୁ ଲୋକ ବଞ୍ଚୁଛନ୍ତି। ଏହି ଗାଁଟି ପଡୋଶୀ ଦେଶ ନେପାଳରେ ରହିଛି। ଗାଁର ନାଁ ହୋକ୍‌ସେ। ଏଠି ଅଧିକାଂଶ ଲୋକେ ଗୋଟିଏ...

ଭାରତୀୟ ପନିପରିବା ଓ ଫଳ ଉପରେ ନେପାଳର କଟକଣା: ଲ୍ୟାବ୍‌ ଟେଷ୍ଟ ପରେ ପ୍ରବେଶ ପାଇଁ ମିଳିବ ଅନୁମତି

କାଠମାଣ୍ଡୁ,୨୩।୬: ନେପାଳରେ ଭାରତୀୟ ପନିପରିବା ଓ ଫଳ ଉପରେ କଟକଣା ଲାଗୁ ହୋଇଛି। ଲ୍ୟାବ୍‌ ଟେଷ୍ଟ ପରେ ପନିପରିବା ଓ ଫଳକୁ ନେପାଳରେ ଏଣ୍ଟ୍ରି ଅନୁମତି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *