ଜି.ଉଦୟଗିରିରେ ସ୍ନାନପୂର୍ଣ୍ଣିମା: ହାତୀବେଶରେ ଦର୍ଶନ ଦେଲେ ମହାପ୍ରଭୁ

ଜି.ଉଦୟଗିରି, ୧୭।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଜଗନ୍ନାଥ ମନ୍ଦିରଠାରେ ସୋମବାର ଠାକୁରଙ୍କ ସ୍ନାନପୂର୍ଣ୍ଣିମା ନୀତି ଅନୁଷ୍ଠିତ ହେଉଛି। ସକାଳ ଧୂପ ପରେ ଠାକୁରଙ୍କୁ ପହଣ୍ଡି କରାଯାଇ ସ୍ନାନମଣ୍ଡପକୁ ଅଣାଯାଇଥିଲା । ସେଠାରେ ଠାକୁରଙ୍କ ସ୍ନାନନୀତି ସରିବାପରେ ଜଗନ୍ନାଥ ଓ ବଳଭଦ୍ରଙ୍କୁ ହାତୀବେଶରେ ସଜ୍ଜିତ କରାଯାଇଥିଲା। ଶହ ଶହ ଶ୍ରଦ୍ଧାଳୁ ଠାକୁରଙ୍କ ସ୍ନାନ ଓ ହାତୀବେଶ ଦେଖି ପୂଜାର୍ଚ୍ଚନା କରିଥିଲେ। ସୂର୍ଯ୍ୟନାରାୟଣ ଆଚାର୍ଯ୍ୟ, ଅଚ୍ୟୁତ ପଣ୍ଡା, ଭାଗବତ ପଣ୍ଡା, ଚନ୍ଦ୍ରକାନ୍ତ ପଣ୍ଡାଙ୍କ ସମେତ ଅନ୍ୟ ପୂଜକମାନେ ଠାକୁରଙ୍କ ସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ କରିଥିଲେ। ମନ୍ଦିର କମିଟି ସଭାପତି ବିନୋଦ ବିହାରୀ ଦାଶ, ସମ୍ପାଦକ ରାଜେନ୍ଦ୍ର ମହାପାତ୍ର , ସନ୍ତୋଷ ଆଚାର୍ଯ୍ୟଙ୍କ ସମେତ ମନ୍ଦିର କମିଟି ସଦସ୍ୟମାନେ ସ୍ନାନପୂର୍ଣ୍ଣିମା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


All Right Reserved By Dharitri.Com

ରାସ୍ତାରେ ଭାସୁଛି ନର୍ଦ୍ଦମା ପାଣି

ବୁଗୁଡ଼ା,୧୭ା୭(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଗୋଲିଆ ଗ୍ରାମ ୫ନଂ. ୱାର୍ଡରେ ଥିବା ତେଲୁଗୁସାହି ରାସ୍ତା ମରାମତି ଅଭାବରୁ ଖାଲଖମାରେ ଭର୍ତ୍ତି ହୋଇଛି। ଏହାର ମରାମତି ଲାଗି ଗ୍ରାମବାସୀ...

ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ

ଫୁଲବାଣୀ ଅଫିସ, ୪ା୬-କନ୍ଧମାଳ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପ୍ରଥମେ ଜିଲାର...

କୃଷି ଯନ୍ତ୍ରପାତିର ଅଗ୍ରଣୀ କ୍ଷେତ୍ର ପ୍ରଦର୍ଶନ

ଭଞ୍ଜନଗର/ସୋରଡ଼ା,୨।୨(ଡି.ଏନ୍‌.ଏ.)-ବଳଦଟଣା ଉନ୍ନତ କୃଷି ଯନ୍ତ୍ରପାତିର ଅଗ୍ରଣୀ କ୍ଷେତ୍ର ପ୍ରଦର୍ଶନ ସୋରଡ଼ା ବ୍ଲକ ଶୋରିଷବିଲ୍ଲୀ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ...

ଶେରଗଡ଼ର ଦେବାଶିଷଙ୍କୁ ରୌପ୍ୟ ପଦକ

ଶେରଗଡ଼,୭ା୧୦(ଡି.ଏନ.ଏ.)- କେରଳରେ ଅନୁଷ୍ଠିତ ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗଞ୍ଜାମ ଜିଲା ଶେରଗଡ ବ୍ଲକ ଶେରଗଡ଼ ଗ୍ରାମର ଦେବାଶିଷ ମହାନ୍ତି ରୌପ୍ୟ ପଦକ ହାସଲ କରିଛନ୍ତି। ପ୍ରତିଯୋଗିତାରେ...

ୟୁପିରୁ ଦୁଇ ଭାଇଙ୍କୁ ଗିରଫ କଲା ଛତ୍ରପୁର ପୋଲିସ

ଛତ୍ରପୁର,୧୫ା୯(ଡି.ଏନ.ଏ)-ଦଶ ଚକିଆ ଟ୍ରକରେ ବ୍ୟାଟେରି ସହ ଗଞ୍ଜେଇକୁ ଆନ୍ଧ୍ରରୁ ଓଡିଶା ଦେଇ ଉତ୍ତରପ୍ରଦେଶ ଚାଲାଣ ମାମଲାରେ ସମ୍ପୃକ୍ତ ୨ ଭାଇଙ୍କୁ ପୋଲିସ ଗିରଫ କରିଛିି ା...

କରୋନା ପାଇଁ ରାସନ ସାମଗ୍ରୀ କଳାବଜ଼ାରି: ଖାଉଟି ମୁଣ୍ଡରେ ଚଡକ

ଗଞ୍ଜାମ, ୫।୪(ଡି.ଏନ୍‌.ଏ.): ସାରା ଦେଶରେ କରୋନା ଭୂତାଣୁ ବ୍ୟାପିବା ପରେ ଗତ ଦେଢ଼ ମାସରୁ ଊର୍ଦ୍ଧ୍ୱ ହେବ ଏହାକୁ ନେଇ ସମସ୍ତେ ଚିନ୍ତିତ ହୋଇପଡ଼ିଛନ୍ତି। କରୋନା...

ଭୁଶୁଡିଲା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀନିବାସ କୋଠା

ବ୍ରହ୍ମପୁର ଅଫିସ,୨୫ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଗୁରୁବାର ଅପରାହ୍ନରେ ଘଟିଛି ଏକ ବଡ ଦୁର୍ଘଟଣା ା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ ପରିସରସ୍ଥ ସାବେରୀ ଛାତ୍ରୀନିବାସର ୩ ମହଲା ବିଶିଷ୍ଟ କୋଠାର...

ଯୁବକଙ୍କୁ ହତ୍ୟା ଅଭିଯୋଗ; ବଡ଼ବାପାଙ୍କ ସମେତ ୩ ଗିରଫ

ଆସିକା,୨୬ା୮(ଡି.ଏନ୍‌.ଏ.)-ଆସିକା ଥାନା ବଜ୍ରକୋଟ ଗ୍ରାମର ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ଟୁକୁନା ନାହାକ (୩୦)। ଏନେଇ ମୃତ ଟୁକୁନାଙ୍କ ବାପା...

Leave a comment

Your email address will not be published. Required fields are marked *