ରାଜ୍ୟରେ ୨୫୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୫୨ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୯ ହଜାର ୫୯୭ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୩ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୫, ଭଦ୍ରକରୁ ୨, ବଲାଙ୍ଗୀରରୁ ୫, ବୌଦ୍ଧରୁ ୧, କଟକରୁ ୧୯, ଢେଙ୍କାନାଳରୁ ୩, ଗଞାମରୁ ୧, ଜଗତସିଂହପୁରରୁ ୩, ଯାଜପୁରରୁ ୮, ଝାରସୁଗୁଡାରୁ ୪, କେନ୍ଦ୍ରାପଡାରୁ ୩, କେନ୍ଦୁଝରରୁ ୧ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୮, ନୟାଗଡରୁ ୨, ପୁରୀରୁ ୩, ସମ୍ବଲପୁରରୁ ୧୩, ସୁନ୍ଦରଗଡରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୭ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…

ଦୋକାନରେ ପିଉଥିଲେ ଚା’, ମୁଣ୍ଡରେ ପଡିଲା ଗଛ ଡ଼ାଳ, ତା’ପରେ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ସୋମବାର ଭୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଆଡ଼ପଡ଼ା ଗ୍ରାମରେ ରହୁଥିବା…

ଆନ୍ଧ୍ରରେ କରୋନା ମୃତ୍ୟୁ, ଓଡ଼ିଶା ସୀମାରେ ହାଇଆଲର୍ଟ

ଭୁବନେଶ୍ୱର,୧୩।୭: ଆନ୍ଧ୍ରପ୍ରଦେଶରେ COVID-19ରେ ଆକ୍ରାନ୍ତ ହୋଇ ୨ଜଣ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଓଡ଼ିଶା ସୀମାରେ ହାଇଆଲର୍ଟ ଜାରି କରାଯାଇଛି। ଏପରକି ଆନ୍ଧ୍ର ସୀମାନ୍ତ ଜିଲାର CDMOମାନଙ୍କୁ…

ପୁଣି ଜନନୀ ଯନ୍ତ୍ରଣା: ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଟ୍ରାକ୍ଟରରେ ସନ୍ତାନ ପ୍ରସବ କଲେ ମହିଳା

ଭବାନୀପାଟଣା,୧୩ା୭(ଉତ୍ତମ କୁମାର ଦାଶ): ଦୁର୍ଗମ ଅଞ୍ଚଳରେ ଆଜି ବି ମୌଳିକ ସୁବିଧାର ଅଭାବ କିପରି ଲୋକଙ୍କ ଜୀବନକୁ ବିପଦରେ ପକାଉଛି,ତାହାର ଆଉ ଏକ ହୃଦୟବିଦାରକ ଚିତ୍ର ସାମ୍ନାକୁ…

ଆଜିଠୁ ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୧୩ା୭: ଏଥର ରଥରେ ପ୍ରବଳ ବର୍ଷିବ। ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ପଛକୁ ପଛ…

ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର କଲେ ଡାକ୍ତର, ଝିଅ କାନ୍ଦିକାନ୍ଦି ମା’ଙ୍କୁ କହିବା ପରେ…

ଜଗନ୍ନାଥପ୍ରସାଦ,୧୩ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଡାକ୍ତରୀ ବୃତ୍ତିରେ କଳଙ୍କ। ଭଗବାନଙ୍କ ଦ୍ୱିତୀୟ ଅବତାର କୁହାଯାଉଥିବା ଡାକ୍ତର ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।…

ଭିଜିଲାନ୍ସ ପଞ୍ଝାରେ ଓସିସି ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍‌, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri