ପୁରୁଷୋତ୍ତମପୁରରେ ସ୍ନାନପୂର୍ଣ୍ଣିମା

ପୁରୁଷୋତ୍ତମପୁର, ୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ସ୍ନାନପୂର୍ଣ୍ଣିମା ସୋମବାର ପାଳିତ ହେଉଛି। ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିର ସମେତ ଥାନା ଜଗନ୍ନାଥ ମନ୍ଦିର, କନକା ସାହି, କୁମାରୀ, ପ୍ରତାପୁର, ଆଛୁଲି, ଜଳେଶ୍ବର ଖଣ୍ଡା, ଶିକୁଳା, ଭାଟକୁମରଡ଼ା, ବୀରଜଗନ୍ନାଥପୁର, ସୁନାଥର ଆଦି ବିଭିନ୍ନ ଗ୍ରାମରେ ଜଗନ୍ନାଥ ମନ୍ଦିରରେ ସ୍ନାନପୂର୍ଣ୍ଣିମା ପାଳନ ହେଉଛି। ଶ୍ରୀଜିଉଙ୍କୁ ପହଣ୍ଡିକରି ସ୍ନାନବେଦିକୁ ଅଣାଯାଇ ସ୍ନାନ ଓ ପୂଜାର୍ଚ୍ଚନା କରାଯାଉଛି। ଏହାକୁ ଦେଖିବା ଲାଗି ଭକ୍ତଙ୍କ ଭିଡ଼ ଜମିଛି।


All Right Reserved By Dharitri.Com

ଚାଷୀଙ୍କୁ ମିଳିନି ଫସଲ ବୀମା କ୍ଷତିପୂରଣ

ଛତ୍ରପୁର,୨୦।୫(ଡି.ଏନ.ଏ)- ଗଞ୍ଜାମ ଜିଲାରେ ପ୍ରତିବର୍ଷ ବାତ୍ୟା, ବନ୍ୟା ଓ ମରୁଡିରେ ବ୍ୟାପକ ଫସଲ ନଷ୍ଟ ହେଉଛି । ମାତ୍ର ଫସଲ ବୀମା ବାବଦରେ ଚାଷୀଙ୍କୁ କ୍ଷତିପୂରଣ...

ଗ୍ରାମାଞ୍ଚଳରେ ଶାନ୍ତି ବଜାୟ ପାଇଁ ଏସ୍‌ପିଙ୍କୁ ଫେରାଦ

ବ୍ରହ୍ମପୁର ଅଫିସ,୨୦ା୮-ସହରତଳି ଅଞ୍ଚଳକୁ ଅଭିଯୁକ୍ତମାନେ ଏବେ ତାଙ୍କର ଆଡ୍ଡାସ୍ଥଳୀଭାବେ ବାଛିଛନ୍ତି। ବିଭିନ୍ନ ଗ୍ରାମାଞ୍ଚଳରେ ଚୋରି, ଲୁଟ ଭଳି ଘଟଣା ଘଟାଉଛନ୍ତି। ପୋଲିସକୁ ଏ ଦିଗରେ କେତେକ...

ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୫ା୧୨- ଗଞ୍ଜାମ ଜିଲା ସ୍ବତନ୍ତ୍ର ପୋକ୍‌ସୋ ଜଜ ତଥା ଅତିରିକ୍ତ ଦୌରା ଜଜ (ଏଡିଜେ)-୨ ଜଗଦୀଶ ପ୍ରସାଦ ମହାନ୍ତି ମଙ୍ଗଳବାର ଏକ ବଳାତ୍କାର ମାମଲାର...

ଭଞ୍ଜନଗରରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ ତମ ଜୟନ୍ତୀ ପାଳିତ

ଭଞ୍ଜନଗର,୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ନନ୍ଦିନୀ ଶତପଥୀ ସ୍ମୃତି ସଂସଦ ପକ୍ଷରୁ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ...

ଫଳକ ଲଗା କାନ୍ଥ ଭୁଷୁଡ଼ି ଛାତ୍ରଙ୍କ ମୃତ୍ୟୁ ଘଟଣା: କନିଷ୍ଠ ଯନ୍ତ୍ରୀଙ୍କ ନାମରେ ମାମଲା, ପୋଲିସର ତନାଘନା

ପୁରୁଷୋତ୍ତମପୁର,୧୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବାଘଳା ପଞ୍ଚାୟତ ଆଙ୍ଗୁ ନୂତନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ସୂଚନା ଫଳକ କାନ୍ଥ ଭୂଷୁଡ଼ି ଷଷ୍ଠ...

ଅସୁରକ୍ଷିତ ଅବସ୍ଥାରେ ମିନାବଜାର

ବ୍ରହ୍ମପୁର ଅଫିସ,୨୮ା୪-ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ସରିବାକୁ ଦୁଇଦିନ ବାକି ରହିଛି। ଦେଶୀ ବେହେରା ସାହିସ୍ଥିତ ମା’ଙ୍କ ଅସ୍ଥାୟୀ ମଣ୍ଡପ, ସାନବଜାର, ବଡ଼ବଜାର,...

ଗଞ୍ଜାମ ଜିଲାରେ ବିଜେଡିର ବାଜିମାତ୍‌: ୨ ଲୋକ ସଭା, ୧୨ ବିଧାନସଭା ଆସନ ଦଖଲ

ବ୍ରହ୍ମପୁର ଅଫିସ,୨୫ା୫- ଗଞ୍ଜାମ ଜିଲା ରାଜନୀତିରେ ପୁଣି ବିଜେଡି ବାଜିମାତ କରିଛି। ଦୁଇ ଲୋକ ସଭା ଆସନ ପୁନର୍ବାର ଦଖଲ କରିଥିବା ବେଳେ ୧୩ ବିଧାନସଭା...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପୂର୍ବତନ ଛାତ୍ରନେତାଙ୍କୁ ଆକ୍ରମଣ ଘଟଣା: ୫ କୋର୍ଟଚାଲାଣ; ୨ ବାଇକ୍‌, କାର୍‌, ଠେଙ୍ଗା ଜବତ

ଗୋପାଳପୁର,୨୩ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ କିଛି ବର୍ଷ ହେଲା ଛକାପଞ୍ଝା ଲାଗି ରହିଥିଲା। ଏହାକୁ କେନ୍ଦ୍ରକରି ଶୁକ୍ରବାର ପୂର୍ବତନ ଛାତ୍ର ନେତା ଦେବାଶିଷ...

Leave a comment

Your email address will not be published. Required fields are marked *