Posted inUncategorized

ଆଶ୍ୱସ୍ତ ହେଲେ ସଲମାନ

ମୁମ୍ବାଇ,୧୭।୬: କୃଷ୍ଣସାର ମୃଗ ଶିକାର ମାମଲାରେ କୋର୍ଟରେ ମିଥ୍ୟା ଆଫିଡେଭିଟ ଦାଖଲ କରିବା ମାମଲାରେ ଯୋଧପୁର କୋର୍ଟ ସୋମବାର ବଲିଉଡ୍‌ ଅଭିନେତା ସଲମାନ ଖାଁଙ୍କୁ ଦୋଷମୁକ୍ତ କରିଛନ୍ତି। ୨୦୦୬ରେ ସଲମାନଙ୍କ ଉପରେ ମିଥ୍ୟା ଆଫିଡେଭିଟ ମାମଲା ଲାଗିଥିଲା। ସୂଚନାଯୋଗ୍ୟ, କୃଷ୍ଣସାର ମୃଗ ଶିକାର ମାମଲାରେ ସଲମାନ ନିଜ ଅସ୍ତ୍ରଶସ୍ତ୍ର ଓ ଲାଇସେନ୍ସ ହଜି ଯାଇଥିବା ନେଇ ଏକ ମିଥ୍ୟା ସତ୍ୟପାଠ ଦାଖଲ କରିଥିଲେ। ଏହି ମାମଲାର ଶୁଣାଣି ଗତ ସପ୍ତାହରେ ହୋଇଥିବା ବେଳେ ରାୟ ସଂରକ୍ଷିତ ରଖାଯାଇଥିଲା।


All Right Reserved By Dharitri.Com

Posted inUncategorized View All

ଛାତ୍ରୀଛାତ୍ରଙ୍କ ସହ ମଧ୍ୟାହ୍ନ ଭୋଜନ ଖାଇଲେ ବିଡିଓ

ବନ୍ତ, ୨୬ା୧୧(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବିଡିଓ ରେବିକା ବିଲୁଙ୍ଗ ମଙ୍ଗଳବାର ବଡ ବର୍ଚ୍ଚିକୟାଁ ପଞ୍ଚାୟତ ପରିଦର୍ଶନରେ ଯାଇ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା...

ଆମେରିକା ଦୂତାବାସ ନିକଟରେ ୩ କ୍ଷେପଣାସ୍ତ୍ର ମାଡ଼

ବାଗଦାଦ୍‌,୨୧।୧: ଆମେରିକା ଏବଂ ଇରାନ୍‌ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଇରାକର ବାଗଦାଦ୍‌ରେ ଆମେରିକା ଦୂତାବାସ ନିକଟରେ ଥିବା ହାଇ ସିକ୍ୟୁରିଟି ଗ୍ରୀନ୍‌ ଜୋନ୍‌ ଅଞ୍ଚଳରେ...

ବିଜୁ ପଟ୍ଟନାୟକ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ୍‌,୧୦ା୬-ଖଲ୍ଲିକୋଟ କଲେଜ ଷ୍ଟାଡିୟମ୍‌ରେ ରବିବାର ନବମ ବିଜୁ ପଟ୍ଟନାୟକ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଆସନ୍ତା ୧୩ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି...

କରୋନା କଟକଣା: ଲୋକସେବା ଭବନ ପାସ୍‌ ବନ୍ଦ; ଥଣ୍ଡାଜ୍ୱର ଥିଲେ ଛୁଟିରେ ରହିପାରିବେ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭୂତାଣୁ ସଂକ୍ରମଣ ଏବେ ସାରା ବିଶ୍ୱର ନିଦ ହଜାଇଛି। ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଛି। ରାଜ୍ୟରେ ମଧ୍ୟ ଜଣେ...

‘ହାଉଡି ମୋଦି’ କାର୍ଯ୍ୟକ୍ରମ ପୂର୍ବରୁ ହଷ୍ଟନରେ ପ୍ରବଳ ବର୍ଷା: ସ୍କୁଲ, କଲେଜ୍‌ ବନ୍ଦ

ହଷ୍ଟନ,୨୦।୯: ଆଗାମୀ ସେପ୍ଟେମ୍ବର ୨୨ରେ ଆମେରିକାରେ ଆୟୋଜିତ ହେବ ‘ହାଉଡି ମୋଦି’ କାର୍ଯ୍ୟକ୍ରମ। ଟେକ୍ସାସର ହଷ୍ଟନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ଆମେରିକା ରାଷ୍ଟ୍ରପତି...

୨୨୦ ଗ୍ରାହକଙ୍କ କଟାଗଲାଣି ବିଦ୍ୟୁତ୍‌ ସଂଯୋଗ

ଛତ୍ରପୁର,୨୬ା୨(ଡି.ଏନ.ଏ.)ସାଉଥ୍‌କୋ ୟୁଟିଲିଟି ପକ୍ଷରୁ ଛତ୍ରପୁର ଅଞ୍ଚଳରେ ମଙ୍ଗଳବାର ସ୍ବତନ୍ତ୍ର ସ୍କ୍ବାଡ୍‌ ଦ୍ୱାରା ବିଦ୍ୟୁତ୍‌ ବିଚ୍ଛିନ୍ନ ଆରମ୍ଭ ହୋଇଛି। ଏହି ସବ୍‌ଡିଭିଜନ ଅଧୀନରେ ବିଭିନ୍ନ ଗ୍ରାହକଙ୍କ ଉପରେ...

କ୍ୱାରାଣ୍ଟାଇନକୁ ଲୁଚିଲେ ବାବୁ

ଦିଲ୍ଲୀକା ବାବୁ ଦିଲୀପ ଚେରିଏନ୍‌ ଅନେକ ବାବୁ ଭାବନ୍ତି ଯେ,ନିୟମ ସେମାନଙ୍କ ପାଇଁ ନୁହେଁ , ତାହା କେବଳ ଅନ୍ୟମାନଙ୍କ ପାଇଁ କରାଯାଇଛି । କେରଳରେ...

Leave a comment

Your email address will not be published. Required fields are marked *