Posted inଜାତୀୟ

୨୫୩ ପଞ୍ଜୀକୃତ ଅଣ-ମାନ୍ୟତା ରାଜନୈତିକ ଦଳ ନିଷ୍କ୍ରିୟ…

ନୂଆଦିଲ୍ଲୀ, ୧୩।୯ : ପଞ୍ଜୀକୃତ ଅଣ-ମାନ୍ୟତା ପ୍ରାପ୍ତ ରାଜନୈତିକ ଦଳ ବିରୋଧରେ ମେ ୨୫ ରେ ଆରମ୍ଭ ହୋଇଥିବା କାର୍ଯ୍ୟକୁ ଜାରି ରଖି ମଙ୍ଗଳବାର ଭାରତର ନିର୍ବାଚନ ଆୟୋଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ନିର୍ବାଚନ ଆୟୋଗ ୮୬ ଟି ଅଣ-ପଞ୍ଜୀକୃତ ଅଣ-ମାନ୍ୟତା ରାଜନୈତିକ ଦଳକୁ ହଟାଇ ଦେଇଛନ୍ତି। ଏହା ସହିତ ୨୫୩ ପଞ୍ଜୀକୃତ ଅଣ-ମାନ୍ୟତା ରାଜନୈତିକ ଦଳକୁ ନିଷ୍କ୍ରିୟ ଘୋଷିତ କରିଛନ୍ତି।

ଅଣ-ମାନ୍ୟତା ରାଜନୈତିକ ଦଳଗୁଡ଼ିକ ହେଉଛି ସେହି ଦଳ, ଯେଉଁମାନେ ଏକ ରାଜ୍ୟ ଦଳ ହେବାକୁ ବିଧାନସଭା କିମ୍ବା ସାଧାରଣ ନିର୍ବାଚନରେ ଅବାଶ୍ୟକ ଯଥେଷ୍ଟ ପ୍ରତିଶତ ଭୋଟ ପାଇନାହାଁନ୍ତି, କିମ୍ବା ଯେଉଁ ଦଳଗୁଡିକ ପଞ୍ଜୀକୃତ ହେବା ପରଠାରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିନାହାଁନ୍ତି। ସେମାନଙ୍କୁ ଅଣ-ମାନ୍ୟତା ଦଳ ଭାବରେ ବିବେଚନା କରାଯାଏ। ଏହିପରି ଦଳଗୁଡିକ ମାନ୍ୟତାପ୍ରାପ୍ତ ଦଳମାନଙ୍କୁ ଦିଆଯାଇଥିବା ସମସ୍ତ ସୁବିଧା ସୁଯୋଗ ପାଆନ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

ଟ୍ରାକ୍‌ରୁ ମୃତଦେହ ମିଳିବା ଘଟଣା: ୫ ଦିନ ହେଲା ରେଳବାଇ ପୋଲିସ ପାଉନାହିଁ ମୁଣ୍ଡ, ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନରୁ ମାତ୍ର ୧ କିଲୋମିଟର ଦୂର ଖୁଜେନପାଲି ନିକଟସ୍ଥ ବଲାଙ୍ଗୀର ଦେଓଗାଁ ରେଲଓ୍ବେ ଟ୍ରାକ୍‌ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri