ଚୋରା କେନ୍ଦୁପତ୍ର ବୋଝେଇ ପିକଅପ ଭ୍ୟାନ ଜବତ, ଜଣେ ଗିରଫ

ବଇଣ୍ଡା,୧୭।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ବାଜପୁର ଗ୍ରାମ ଜାମ୍ବୁସାହିଠାରୁ ରବିବାର ବିଳମ୍ବିତ ରାତିରେ ବାମୁର ବନବିଭାଗ ଏକ ପିକଅପ ଭ୍ୟାନ (ନଂ ଓଡ଼ି୦୧୫କେ୮୦୬୮)ରେ ବୋଝେଇ ହୋଇଥିବା ଚୋରା କେନ୍ଦୁପତ୍ରକୁ ଜବତ କରିଛି। ଏଥିରେ ସମ୍ପୃକ୍ତ ଥିବା ଅଭିଯୋଗରେ ସାନରୋହିଲା ଗ୍ରାମର ହିଙ୍ଗୁରାମ ନାଏକଙ୍କୁ ଗିରଫ କରାଯାଇଥିବାବେଳେ ଘଟଣାସ୍ଥଳରୁ ୩ ଜଣ ଫେରାର ହୋଇଯାଇଛନ୍ତି। ଏଥିରେ ଅଢେଇ କ୍ୟୁଇଣ୍ଟାଲ କେନ୍ଦୁପତ୍ର ଥିବା ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଉକ୍ତ ପିକଅପ ଭ୍ୟାନଟି ଚୋରା କେନ୍ଦୁପତ୍ର ବୋଝେଇ କରି ଅନୁଗୋଳ ଅଭିମୁଖେ ଯାଉଥିବାବେଳେ ଖବରପାଇ ବାମୁର ଡେପୁଟି ରେଞ୍ଜର କୈଳାସ ଚନ୍ଦ୍ର ସାହୁ, ଫରେଷ୍ଟର ସୁଦର୍ଶନ ପ୍ରଧାନ, ଫରେଷ୍ଟର ଗାର୍ଡ ଉପେନ୍ଦ୍ର ସାହୁ, ଜିତେନ୍ଦ୍ର ସାହୁ, ମୋହନ ବେହେରା ପ୍ରମୁଖ ଚଢାଉ କରିଥିଲେ।


All Right Reserved By Dharitri.Com

ବଧୂହତ୍ୟା ଅଭିଯୋଗ

ପଦ୍ମପୁର,୨୪।୫ (ଡି.ଏନ.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତ ସାନକୋରବାଟିଆ ଗ୍ରାମର ଉଷାରାଣୀ ଜେନା ନାମ୍ନୀ ଜଣେ ମହିଳାଙ୍କୁ ଶାଶୁଘର ଲୋକେ...

ଇଭିଏମ୍‌ରେ ତ୍ରୁଟି, ପରିଚାଳନାରେ ଅବ୍ୟବସ୍ଥା: ବହୁ ବୁଥ୍‌ରେ ମତଦାନ ବିଳମ୍ବିତ

ଅନୁଗୋଳ ଅଫିସ/ ବଅଁରପାଳ/ ପାଲଲହଡ଼ା/ ଛେଣ୍ଡିପଦା/ ବଇଣ୍ଡା/ ଆଠମଲ୍ଲିକ/ ତାଳଚେର, ୨୪।୪- ଅନୁଗୋଳ ଜିଲାର ୫ଟି ନିର୍ବାଚନମଣ୍ଡଳୀରେ ହୋଇଥିବା ମୋଟ୍‌ ୧୧୬୩ ବୁଥ୍‌ ମଧ୍ୟରୁ ଅନେକ...

୨ଜଣଙ୍କୁ ଅଟକ ପରେ କୋର୍ଟ ଚାଲାଣରେ ବିଳମ୍ବ: ଏସ୍‌ଟିଏଫ୍‌, ଖୋର୍ଦ୍ଧା ଏସ୍‌ପିଙ୍କ ସମେତ ୫ ଜଣଙ୍କ ନାଁରେ ସର୍ଚ୍ଚ ୱାରେଣ୍ଟ

ଖୋର୍ଦ୍ଧା ଅଫିସ,୨୧।୭: ଖୋର୍ଦ୍ଧା ଜବଦସ୍ତପାଟଣାର ୨ ଜଣଙ୍କୁ ଅଟକ ପରେ କୋର୍ଟ ଚାଲାଣରେ ବିଳମ୍ବ, ମହିଳାଙ୍କୁ ମାଡ ମାରିବା ପରି ଅଭିଯୋଗ ଏସଟିଏଫ୍‌ ଓ ପୋଲିସ...

ମଦ ପାଇଁ ମା’, ଭଉଣୀଙ୍କୁ ହାଣିଥିବା ଯୁବକ ଗିରଫ

ଭୁବନେଶ୍ୱର,୨୦।୧(ବ୍ୟୁରୋ):ମଦ ପିଇବା ପାଇଁ ଟଙ୍କା ମାଗି ମା’ଓ ଭଉଣୀଙ୍କୁ ହାଣିବା ଘଟଣାରେ ଏୟାରଫିଲ୍ଡ ଥାନା ପୋଲିସ ଅଭିଯୁକ୍ତ ଶଙ୍କର୍ଷଣ ନାୟକ(୩୫)ଙ୍କୁ ଗିରଫ କରିଛି। ସେ ସୁନ୍ଦରପଦା...

କାର କାଚ ଭାଙ୍ଗି ଲୁଟ୍‌ ଘଟଣା, ୪ ଗିରଫ

କଟକ ରୋଡ,୪ା୧୦(ଡି.ଏନ୍‌.ଏ) : କାର କାଚ ଭାଙ୍ଗି ଲୁଟ ଅଭିଯୋଗରେ ଲକ୍ଷ୍ମୀସାଗର ପୋଲିସ ଗୁରୁବାର ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ...

ବିଜେଡି, ଭାଜପା ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର

କାମାକ୍ଷାନଗର, ୨୦।୪(ଡି.ଏନ୍‌.ଏ.)- ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ମଝିରେ  ମାତ୍ର ୩ ଦିନ ଥିବାବେଳେ ପ୍ରାର୍ଥୀମାନେ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି। ରାଜ୍ୟ ରାଜନୀତିର ପ୍ରମୁଖ ଦଳ...

ରାଜ୍ୟସ୍ତରୀୟ କବିତା ଆବୃତ୍ତି, ଆଦିକ୍‌ ତୃତୀୟ

ଢେଙ୍କାନାଳ ଅଫିସ,୭ା୭- ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ଆୟୋଜିତ ରାଜ୍ୟସ୍ତରୀୟ କବିତା ଆବୃତ୍ତି...

ବଇଣ୍ଡା ଅଞ୍ଚଳର ବିକାଶ ଉପରେ ଅଧିକ ଗୁରୁତ୍ୱ ଦିଆଯିବ

ବଇଣ୍ଡା,୧୫।୬(ଡି.ଏନ.ଏ.): ଗମନାଗମନ କ୍ଷେତ୍ରରେ ବଇଣ୍ଡା ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ହେଲେ ବହୁ ସମସ୍ୟା ଏହି ଅଞ୍ଚଳରେ ଲାଗି ରହିଛି। ଲୋକମାନଙ୍କୁ କିଭଳି ପାନୀୟ...

Leave a comment

Your email address will not be published. Required fields are marked *