ଆଜି ରାଜ୍ୟରୁ ୨୫୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୫୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୯,୭୨୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪୯ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୩୨ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୩୦ ଏବଂ କଟକରୁ ୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୨, ବରଗଡ଼ ୩, ଭଦ୍ରକ ୩, ବଲାଙ୍ଗୀର ୧୧, ଦେବଗଡ଼ ୧, ଗଞ୍ଜାମ ୬, ଜଗତସିଂହପୁର ୫, ଯାଜପୁର ୫ ଝାରସୁଗୁଡ଼ା ୨, କଳାହାଣ୍ଡି ୧୧, କନ୍ଧମାଳ ୨ କେନ୍ଦ୍ରାପଡ଼ା ୧, କୋରାପୁଟ ୪, ମୟୂରଭଞ୍ଜ ୮, ନବରଙ୍ଗପୁର ୧୫, ନୟାଗଡ଼ ୧୨, ନୂଆପଡ଼ା ୯, ପୁରୀ ୮, ରାୟଗଡ଼ା ୪, ସମ୍ବଲପୁରରୁ ୧୭ ଏବଂ ସୋନପୁରରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୯,୭୨୬ରେ ପହଞ୍ଚିଥିବା ବେଳେ ୧୩,୧୮,୭୯୮ ଜଣ ସୁସ୍ଥ ହୋଇଛନ୍ତି। ୧୬୯୧ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?