ନବୋଦୟ ପ୍ରବେଶିକା ପରୀକ୍ଷା ଦେଲେ ୨୫୪ ଛାତ୍ରୀଛାତ୍ର

କୋକସରା,୩୦ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକର ୨ଟି ପରୀକ୍ଷା କେନ୍ଦ୍ର ଜବାହର ଉଚ୍ଚ ବିଦ୍ୟାଳୟ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ମୋଟ୍‌ ୨୫୪ ଜଣ ଛାତ୍ରୀଛାତ୍ର ନବୋଦୟ ପରୀକ୍ଷା ଦେଇଥିବା ବେଳେ ୧୦୧ ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିବା ସୂଚନା ମିଲିଛି। ଶନିବାର ନବୋଦୟ ଷଷ୍ଠ ଶ୍ରେଣୀ ପ୍ରବେଶିକା ପରୀକ୍ଷା ପୂର୍ବାହ୍ନ ୧୧ଟା ୩୦ରୁ ମଧ୍ୟାହ୍ନ ୧ ଘ. ୩୦ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ବେଳେ ସକାଳ ୧୦ଟା ସମୟରେ ନିର୍ଦ୍ଧାରିତ କେନ୍ଦ୍ର ପରିସରରେ ଛାତ୍ରୀଛାତ୍ର ଓ ଅଭିଭାବକମାନେ ଟାଣଖରାରେ ପହଞ୍ଚିଥିଲେ। ଖରାକୁ ଦୃଷ୍ଟିରେ ରଖି ପରୀକ୍ଷା କେନ୍ଦ୍ରରେ ସମସ୍ତ ବ୍ୟବସ୍ଥା କରାଯାଇଥିଲା।

କୋକସରା ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ମୋଟ୍‌ ୧୯୯ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ଥିବାବେଳେ ୧୩୩ ଜଣ ପରୀକ୍ଷା ଦେଇଥିଲେ ୬୬ ଜଣ ଅନୁପସ୍ଥିତ ରହିଥିଲେ। ସେହିପରି ଜବାହର ଉଚ୍ଚ ବିଦ୍ୟାଳୟରେ ୧୫୬ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ଥିବା ବେଳେ ୧୨୧ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ୩୫ ଜଣ ଅନୁପସ୍ଥିତ ରହିଥିବା ବେଳେ ମୋଟ୍‌ ୧୦୧ ଜଣ ପରୀକ୍ଷା ଦେଇନାହାନ୍ତି। ଏ ନେଇ ଉଭୟ କେନ୍ଦ୍ରର ପରିଚାଳକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

କୋଇଡାରେ ଭୟଙ୍କର ଜଳପ୍ରଳୟ: କେର୍କେଟା ସାହିରେ ୫୦ରୁ ଉର୍ଦ୍ଧ୍ୱ ପରିବାର ଜଳବନ୍ଦୀ

ଟେନସା,୧୩ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ (Red Warning) ଜାରି କରିଛି ପାଣିପାଗ ବିଭାଗ । ତେବେ…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri