ରାଜ୍ୟରେ ଆଜି ୨୫୪୬ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୨୫୪୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୧୫୦୪ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୪୨ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୪୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୨୦୮ ଏବଂ ସୁନ୍ଦରଗଡ଼ରୁ ୧୬୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱର ୧୦୩, ବରଗଡ଼ ୯୨, ଭଦ୍ରକ ୩୪, ବଲାଙ୍ଗୀର ୮୫, ବୌଦ୍ଧ ୩୭, କଟକ ୧୩୪, ଦେବଗଡ଼ ୧୪, ଢେଙ୍କାନାଳ ୨୫, ଗଜପତି ୧୦, ଗଞ୍ଜାମ ୩୪, ଜଗତସିଂହପୁର ୮୬, ଯାଜପୁର ୯୦, ଝାରସୁଗୁଡ଼ା ୫୭, କଳାହାଣ୍ଡି ୭୫, କନ୍ଧମାଳ ୪୯, କେନ୍ଦ୍ରାପଡ଼ା ୭୫, କେନ୍ଦୁଝର ୪୩, କୋରାପୁଟ ୭୨, ମାଲକାନଗିରି ୨୭, ମୟୂରଭଞ୍ଜ ୧୨୦, ନବରଙ୍ଗପୁର ୬୦, ନୟାଗଡ଼ ୪୮, ନୂଆପଡ଼ା ୮୮, ପୁରୀ ୭୦, ରାୟଗଡ଼ା ୨୧, ସମ୍ବଲପୁର ୮୪ ଏବଂ ସୋନପୁରରୁ ୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଥିବା ବେଳେ ୨,୨୪,୨୭୩ ଜଣ ସୁସ୍ଥ ହୋଇଛନ୍ତି। ୨୬,୮୯୧ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri