ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୫୫ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୦ ହଜାର ୭୬୦ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୬ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୪, ଭଦ୍ରକରୁ ୨, ବଲାଙ୍ଗୀରରୁ ୨, କଟକରୁ ୧୨, ଢେଙ୍କାନାଳରୁ ୨, ଗଜପତିରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୧, ଯାଜପୁରରୁ ୧୬, ଝାରସୁଗୁଡାରୁ ୨, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୧ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୨୨, ନୟାଗଡରୁ ୧, ପୁରୀରୁ ୪, ସମ୍ବଲପୁରରୁ ୧୯, ସୁନ୍ଦରଗଡରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୫ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମାଗଣାରେ ଲୋକଙ୍କୁ ମାସେ ଯାଏଁ ମିଳିବ ଭିଟାମିନ୍‌-ସି’ଯୁକ୍ତ ଫଳ

ଅଗରତାଲା, ୧।୭: ତ୍ରିପୁରାରେ ଲୋକଙ୍କୁ ମାଗଣାରେ ଭିଟାମିନ୍‌-ସି’ଯୁକ୍ତ ଫଳ ମାସେ ଯାଏଁ ଯୋଗାଇ ଦିଆଯିବ। ଏହାଦ୍ୱାରା କରୋନା ଲଢ଼େଇରେ ଲୋକଙ୍କ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି...

ଆଜି ବିଶ୍ବ ସର୍ପ ଦିବସ: ସାପ କାମୁଡ଼ାରେ ପ୍ଲାଷ୍ଟିକ ସର୍ଜରି

ଭୁବନେଶ୍ୱର( ଅସମାପିକା ସାହୁ): ସାପ କାମୁଡ଼ିବା ପରେ ଚିକିତ୍ସାକୁ ନେଇ ଅନେକ ସମୟରେ ଲୋକମାନେ ଦ୍ୱନ୍ଦ୍ୱରେ ଥାଆନ୍ତି। ବିଭିନ୍ନ ସମୟରେ ଡାକ୍ତରଖାନାକୁ ନ ନେଇ ଝଡ଼ାଫୁଙ୍କା...

ସଞ୍ଜୟ ସାହୁଙ୍କୁ ବେଷ୍ଟ ପିଆର୍‌ଓ ଆଓ୍ବାର୍ଡ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପବ୍ଲିକ ରିଲେସନ୍ସ ଏବଂ କର୍ପୋରେଟ କମ୍ୟୁନିକେଶନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଲାଗି ସଞ୍ଜୟ କୁମାର ସାହୁଙ୍କୁ ବେଷ୍ଟ ପବ୍ଲିକ ରିଲେସନ୍ସ ଅଫିସର(ପିଆର୍‌ଓ) ଆଓ୍ବାର୍ଡ-୨୦୧୯ ପ୍ରଦାନ...

୩ ଦିନ ପାଇଁ ଗ୍ରାମ୍ୟ ବ୍ୟାଙ୍କ ବନ୍ଦ

ଖଣ୍ଡପଡ଼ା୨୯ା୪: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ଖଳିସାହି ବଜାରରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖା ପରିଚାଳକ କରୋନା ସଂକ୍ରମିତ ହୋଇଥିବା ଜଣାପଡିବା ପରେ...

ବୈଜ୍ଞାନିକଙ୍କ ସତର୍କ ସୂଚନା: କରୋନା ଚିକିତ୍ସାରେ ମ୍ୟାଲେରିଆ ଔଷଧ ହୃତ୍‌ପିଣ୍ଡରେ ସମସ୍ୟା ସୃଷ୍ଟି କରିପାରେ

ନୂଆଦିଲ୍ଲୀ,୩ା୪(ପି.ଟି.): କରୋନା ଭୂତାଣୁ ବା କୋଭିଡ୍‌-୧୯ ଚିକିତ୍ସା ଲାଗି ମ୍ୟାଲେରିଆ ଔଷଧ ହାଇଡ୍ରୋକ୍ସକ୍ଲୋରୋକୁଇନ୍‌ ଏବଂ ଆଣ୍ଟିବାୟୋଟିକ୍‌ ଆଜିଥ୍ରୋମାଇସିନ୍‌ ବ୍ୟବହାର କରାଯାଉଛି। ତେବେ ଏଭଳି ଔଷଧ ସେବନ...

କାର୍ଯ୍ୟକାରୀ ହେଲାନି କ୍ୟାବିନେଟ ନିଷ୍ପତ୍ତି

ଯାଜପୁର ଅଫିସ,୨ା୪: ସରକାରୀ ଚାକିରିରେ ଥାଇ ମୃତ୍ୟୁ ଘଟୁଥିବା କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ପୁନଃ ଥଇଥାନ ସହାୟତା ବା ରିହାବିଲିଟେଶନ ଆସିଷ୍ଟାଣ୍ଟ (ଆର୍‌ଏ) ନିଯୁକ୍ତିରେ କେବଳ...

ଅର୍ଚ୍ଚନାଙ୍କ ରିମାଣ୍ଡର ଆଜି ଦ୍ୱିତୀୟ ଦିନ, ଅଧିକ ତଥ୍ୟ ହାସଲ କରିପାରେ ଇଡି

ଭୁବନେଶ୍ୱର,୭।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି ତଦନ୍ତ ଚଳାଇଛି। ବେଆଇନ୍‌ ଅର୍ଥ କାରବାରକୁ ନେଇ ଅର୍ଚ୍ଚନା ନାଗଙ୍କୁ ମଙ୍ଗଳବାରଠୁ ୭...

ସାନିଟାଇଜ୍‌ ହେଲା କର କ୍ଲିନିକ୍‌

ଭୁବନେଶ୍ୱର,୨୮ା୩ (ବ୍ୟୁରୋ): ଓଡ଼ିଶାର ତୃତୀୟ କରୋନା ଭାଇରସ୍‌ ସଂକ୍ରମିତ ବ୍ୟକ୍ତି ଜଣକ ଭୁବନେଶ୍ୱରସ୍ଥିତ କର କ୍ଲିନିକ୍‌ରେ ଚିକିତ୍ସିତ ହୋଇଥିଲେ। ପରେ ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି...

Advertisement
Archives

Model This Week