କର୍ପୋରେଶନ ବ୍ୟାଙ୍କର ନୂତନ ଆଞ୍ଚଳିକ ମୁଖ୍ୟ

ଭୁବନେଶ୍ୱର,୧୮-୬: କର୍ପୋରେଶନ ବ୍ୟାଙ୍କ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ଆଞ୍ଚଳିକ ମୁଖ୍ୟ ଭାବେ ଏ.ଆର୍‌. ରାଘବେନ୍ଦ୍ର କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ସେ ୧୯୮୪ରେ କର୍ନାଟକର ଚିକ୍‌ମାଙ୍ଗାଲୋରଠାରେ ବ୍ୟାଙ୍କରେ ଯୋଗ ଦେଇଥିଲେ। ଭୁବନେଶ୍ୱର କାର୍ଯ୍ୟାଳୟରେ ଅବସ୍ଥାପିତ ହେବା ପୂର୍ବରୁ ସେ ବ୍ୟାଙ୍କର ମାଙ୍ଗାଲୋରସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ଉପମହାପ୍ରବନ୍ଧକ ଭାବେ କାର୍ଯ୍ୟ କରୁଥିଲେ। ଡିଜିଟାଲ ବ୍ୟାଙ୍କିଙ୍ଗ, କର୍ପୋରେଟ କ୍ୟାଶ ମ୍ୟାନେଜମେଣ୍ଟ ଏବଂ ଗଭର୍ନମେଣ୍ଟ ବିଜନେସ ଭଳି ବିଭିନ୍ନ କ୍ଷେତ୍ରରେ ସେ କାର୍ଯ୍ୟ ଅଭିଜ୍ଞତା ହାସଲ କରିଛନ୍ତି। ଅହମ୍ମଦାବାଦ, ବାଙ୍ଗାଲୋର ଏବଂ ମାଙ୍ଗାଲୋର ଭଳି ସ୍ଥାନରେ ସେ କାର୍ଯ୍ୟ କରିଛନ୍ତି। ଓଡ଼ିଶାରେ ମୋଟ ବ୍ୟବସାୟକୁ ୮୦୦୦ କୋଟି ଟଙ୍କାରେ ପହଞ୍ଚାଇବା ଏବଂ ଏନ୍‌ପିଏ ହ୍ରାସ ଭଳି ପଦକ୍ଷେପ ଉପରେ ସେ କାର୍ଯ୍ୟ କରିବେ ବୋଲି ସୂଚନା ଦେଇଛନ୍ତି।


All Right Reserved By Dharitri.Com

ସେନସେକ୍ସ, ନିଫ୍ଟିରେ ନୂଆ ରେକର୍ଡ

ମୁମ୍ବାଇ,୧୭-୪: ଭାରତୀୟ ଶେୟାର ବଜାରରେ ମଙ୍ଗଳବାର ନିବେଶକଙ୍କ ଆଗ୍ରହ ବୃଦ୍ଧି ଯୋଗୁ ଉଭୟ ସେନସେକ୍ସ ଓ ନିଫ୍ଟିରେ ନୂଆ ରେକର୍ଡ ହୋଇପାରିଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜର...

ଶିଳ୍ପ ସଂଘ ଫିକିର ଦାବି;ଆୟକର ସ୍ଲାବରେ ସଂଶୋଧନ ହେଉ

ନୂଆଦିଲ୍ଲୀ,୧୫-୧୨: ୨୦୨୦-୨୧ ଆର୍ଥତ୍କ ବର୍ଷର ସାଧାରଣ ବଜେଟ ଫେବୃୟାରୀ ପହିଲାରେ ଆସିପାରେ। ଏହି ସମୟରେ ୩୧ ଜାନୁୟାରୀରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଆସିବ ବୋଲି ଅର୍ଥ...

ଜିଡ଼ିପିି ପୂର୍ବାନୁମାନ କମାଇଲେ ମୁଡିସ୍‌,ଡିବିଏସ୍‌

ନୂଆଦିଲ୍ଲୀ,୧୪-୧୨: ମୁଡିସ ଇନଭେଷ୍ଟର୍ସ ସର୍ଭିସ ଶୁକ୍ରବାର ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ଜିଡ଼ିପି ଅଭିବୃଦ୍ଧି ପୂର୍ବାନୁମାନକୁ ୫.୬%କୁ ଖସାଇଛି। ନିବେଶ ଏବଂ ନିଯୁକ୍ତି ହାର...

କଲ୍‌,ଡାଟା ଉପରେ ନ୍ୟୂନତମ ଚାର୍ଜ ଉପରେ ବିଚାର ହେବ

ନୂଆଦିଲ୍ଲୀ,୧୩-୧୨: କଲ୍‌ ଏବଂ ଡାଟା ଉପରେ ନୂ୍ୟନତମ ଚାର୍ଜ ଲାଗୁ କରିବା ଲାଗି ଟେଲିକମ ଶିଳ୍ପ ପକ୍ଷରୁ ହୋଇଥିବା ଦାବିକୁ ନିୟାମକ ଟ୍ରାଇ ବିଚାର କରିବ...

ହ୍ବିସିଲ ବ୍ଲୋୟର ମାମଲାରେ ସଲିଲ ପାରେଖଙ୍କୁ କ୍ଲିନଚିଟ୍‌

ନୂଆଦିଲ୍ଲୀ,୧୧-୧: ଇନଫୋସିସ ସିଇଓ ସଲିଲ ପାରେଖ ବିଭିନ୍ନ ବେଆଇନ କାର୍ଯ୍ୟକଳାପରେ ସାମିଲ ଥିବା ହ୍ବିସିଲବ୍ଲୋୟର ଅଭିଯୋଗ ଆଣିଥିଲେ। ସିଇଓ ପାରେଖ ଏବଂ ସିଏଫ୍‌ଓ ନିଲଞ୍ଜନ ରାୟଙ୍କ...

ବଢୁଛି ବ୍ୟାଙ୍କ ଠକେଇ: ୨୦୧୮-୧୯ରେ ଧରାପଡିଛି ୭୧,୫୦୦ କୋଟି

ମୁମ୍ବାଇ,୪-୬: ଆର୍ଥିକ ବର୍ଷ ୨୦୧୮-୧୯ରେ ୭୧,୫୦୦ କୋଟି ଟଙ୍କାର ୬୮୦୦ ବ୍ୟାଙ୍କ ଠକେଇ ଧରାପଡିଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ କୁହାଯାଇଛି। ଏହାର ପୂର୍ବବର୍ଷ...

୨.୫ ଲକ୍ଷ ଗ୍ରାମପଞ୍ଚାୟତରେ ପହଞ୍ଚିବ ହାଇସ୍ପିଡ୍‌ ଇଣ୍ଟରନେଟ୍‌

ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ସରକାର ଭାରତନେଟ୍‌ ପ୍ରକଳ୍ପ ଲାଗି ଅଦ୍ୟାବଧି ୨୦,୪୩୧ କୋଟି ଟଙ୍କା ଆବଣ୍ଟନ କରିଛନ୍ତି। ଏହି ଅର୍ଥ ବ୍ୟୟ କରି ଦେଶର ୨.୫ ଲକ୍ଷ...

ଅଟୋ ଶିଳ୍ପରେ ସ୍ଥିତାବସ୍ଥା ଶୀଘ୍ର ଫେରିବ: ମର୍ସିଡିଜ୍‌ ଏମ୍‌ଡି

ଭୁବନେଶ୍ୱର, ୨୭-୮(ବ୍ୟୁରୋ): ଘରୋଇ ବଜାରର ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ମାନ୍ଦାବସ୍ଥାର ଶିକାର ହୋଇଛି। ଲକଜ୍ୟୁରି କାର ନିର୍ମାଣକାରୀ କମ୍ପାନୀ ମର୍ସିଡିଜ ବେଞ୍ଜ ଇଣ୍ଡିଆ ମଧ୍ୟ ଏହା...

Leave a comment

Your email address will not be published. Required fields are marked *