Posted inଜାତୀୟ

ଦେଶରେ ହ୍ରାସ ପାଇଛି ଦୈନିକ ସଂକ୍ରମଣ, ଆଜି ୨,୫୫,୮୭୪ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୫।୧: ଦେଶରେ ଦୈନିକ ସଂକ୍ରମଣ ଧିରେ ଧିରେ କମୁଛି। ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୨,୫୫,୮୭୪ ଥିବା ଜଣାପଡିଛି । ଗତକାଲି ଠାରୁ ୫୦ ହଜାର ୧୯୦ଜଣ କମ୍‌ ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ଏହାସହ ୬୧୪ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୪,୯୦,୪୬୨କୁ ବୃଦ୍ଧି ପାଇଛି। ଏହି ସମୟରେ ୨,୬୭,୭୫୩ ଜଣ ସୁସ୍ଥ ହୋଇଛନ୍ତି । ତେବେ ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୩,୭୦,୭୧,୮୯୮ରେ ପହଞ୍ଚିଛି। ଏବେ ଆକ୍ଟିଭ ମାମଲା ରହିଛି ୨୨,୩୬,୮୪୨।

 


Enter your email to get our daily news in your inbox.

All Right Reserved By Dharitri.Com

ଚିହ୍ନଟ ହେଲେ ୯୭ ହଜାର ଆକ୍ରାନ୍ତ: ସୁସ୍ଥ ହେଲେ ୮୧ ହଜାରରୁ ଅଧିକ

ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ...

ସିଲାବସ୍‌-ପାଠପଢ଼ା ସମୟ କମ୍‌ କରାଯିବା ପ୍ରସ୍ତାବ: ମାନବ ସମ୍ବଳ ବିଭାଗ ଖୁବ୍‌ ଶୀଘ୍ର ନେଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ସ୍କୁଲ, କଲେଜ ବନ୍ଦ ରହିଛି। ଏହାକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜରେ ସିଲାବସ୍‌...

ମନମୋହନ ରାଜ୍ୟ ସଭାକୁ ନିର୍ବାଚିତ

ଜୟପୁର/ଲକ୍ଷ୍ନୌ, ୨୦ା୮(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ସୋମବାର ରାଜସ୍ଥାନରୁ ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉପନିର୍ବାଚନ ଲାଗି ନାମାଙ୍କନପତ୍ର ପ୍ରତ୍ୟାହାର ସମୟସୀମା ଅପରାହ୍ନ...

ଫୁଲୁଛି ଗୋଦାବରୀ: ଛାତିଏ ପାଣିରେ ପବନସୁତ

ନାସିକ,୨୯।୭: ମହାରାଷ୍ଟ୍ରରେ ବନ୍ୟାର ବିତ୍ପାତ ଦେଖିବାକୁ ମିଳିଛି। ବନ୍ୟା ଯୋଗୁଁ ସାଧାରଣ ଜୀବନ ପ୍ରଭାବିତ ହୋଇଥିବା ବେଳେ ନାସିକରେ ଗୋଦାବରୀ ନଦୀର ଜଳସ୍ତର ବିପଦସଙ୍କେତ ଉପରେ...

ୟୁଏପିଏ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୩ା୮(ପି.ଟି.): ଆତଙ୍କବାଦ ନିରୋଧୀ ଆଇନ (ୟୁଏପିଏ)ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନକୁ ଶୁକ୍ରବାର ପାର୍ଲାମେଣ୍ଟ ଅନୁମୋଦନ କରିଛି। ଫଳରେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ କେନ୍ଦ୍ର ଓ ରାଜ୍ୟ କର୍ତ୍ତୃପକ୍ଷ ଆତଙ୍କବାଦୀ...

ବିଦ୍ୟୁତ ଚାଳିତ ଯାନ ଉପରେ ଟ୍ୟାକ୍ସ ଛାଡ଼ କଲେ ଏହି ସରକାର

ନୂଆଦିଲ୍ଲୀ, ୧୧।୧୦: ଜାତୀୟ ରାଜଧାନୀରେ ବାୟୂ ପ୍ରଦୂଷଣର ବଢ଼ୁଥିବା ବିପଦକୁ ନଜରରେ ରଖି ଦିଲ୍ଲୀ ସରକାର ପ୍ରଦୂଷଣ ରୋକିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।...

ନିର୍ଭୟା ମାମଲା: ଫାଶୀ ତାରିଖ ଘୁଞ୍ଚାଇବାକୁ ଆଉ ଏକ ଉଦ୍ୟମ

ନୂଆଦିଲ୍ଲୀ,୨୮।୨: ନିର୍ଭୟା ଗଣବାଳାତ୍କାର ମାମଲାର ୪ ଦୋଷୀଙ୍କୁ ମାର୍ଚ୍ଚ ୩ ସକାଳ ୬ଟାରେ ଫାଶୀ ଦେବାକୁ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ହେଲେ ଏହାକୁ ଘୁଞ୍ଚାଇବାକୁ...

ବିହାର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା

ପାଟନା, ୨୦ା୧୧:ବିହାରର ନବନିଯୁକ୍ତ ଶିକ୍ଷାମନ୍ତ୍ରୀ ମଓ୍ବୋଲାଲ୍‌ ଚୌଧରୀ ଶପଥ ନେବାର ୩ ଦିନ ପରେ ଗୁରୁବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ମଓ୍ବୋଲାଲ୍‌ଙ୍କ ବିରୋଧରେ ଦୁର୍ନୀତି...

Advertisement
Archives

Model This Week