Posted inଜାତୀୟ

ଦେଶରେ ହ୍ରାସ ପାଇଛି ଦୈନିକ ସଂକ୍ରମଣ, ଆଜି ୨,୫୫,୮୭୪ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୫।୧: ଦେଶରେ ଦୈନିକ ସଂକ୍ରମଣ ଧିରେ ଧିରେ କମୁଛି। ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୨,୫୫,୮୭୪ ଥିବା ଜଣାପଡିଛି । ଗତକାଲି ଠାରୁ ୫୦ ହଜାର ୧୯୦ଜଣ କମ୍‌ ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ଏହାସହ ୬୧୪ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୪,୯୦,୪୬୨କୁ ବୃଦ୍ଧି ପାଇଛି। ଏହି ସମୟରେ ୨,୬୭,୭୫୩ ଜଣ ସୁସ୍ଥ ହୋଇଛନ୍ତି । ତେବେ ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୩,୭୦,୭୧,୮୯୮ରେ ପହଞ୍ଚିଛି। ଏବେ ଆକ୍ଟିଭ ମାମଲା ରହିଛି ୨୨,୩୬,୮୪୨।

 


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୨୫।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ ଅଲ୍‌ଆଉଟ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ...

ସରକାର ଗଠନର ୨୯ ଦିନ ପରେ ହେଲା ଶିବରାଜଙ୍କ କ୍ୟାବିନେଟର ସମ୍ପ୍ରସାରଣ

ଭୋପାଳ,୨୧।୪: ମଧ୍ୟପ୍ରଦେଶରେ ପୁଣିଥରେ ଶାସନ କ୍ଷମତା ହାତକୁ ନେଇଥିବା ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ କ୍ୟାବିନେଟର ସମ୍ପ୍ରସାରଣ ମଙ୍ଗଳବାର ହୋଇଛି। ଶାସନ କ୍ଷମତା ହାତକୁ ନେବାର...

୫୫% ହୃଦ୍‌ରୋଗୀ ଗମ୍ଭୀରତାକୁ ବୁଝି ନ ପାରି ପ୍ରାଣ ହରାଉଛନ୍ତି

ନୂଆଦିଲ୍ଲୀ, ୩୧ା୫: ହୃଦ୍‌ରୋଗୀ ଏବଂ ହୃଦ୍‌ଘାତର ସମ୍ମୁଖୀନ ହେଉଥିବା ମାତ୍ର ୧୦ ପ୍ରତିଶତ ରୋଗୀ ଘଣ୍ଟାଏ ମଧ୍ୟରେ ହସ୍ପିଟାଲରେ ପହଞ୍ଚୁଛନ୍ତି, ଯାହା ମୃତ୍ୟୁରୁ ବଞ୍ଚାଇବା ପାଇଁ...

ଆଇଏସ୍‌ଆଇ ଏଜେଣ୍ଟ୍‌ ହନିଟ୍ରାପ୍‌ ମାୟାରେ ଭାରତୀୟ ସେନା କର୍ମଚାରୀ

ନୂଆଦିଲ୍ଲୀ,୧୩।୭: ଫେସ୍‌ବୁକ୍‌ରେ ହାଏ ହାଲୋ ପରେ ଭାରତୀୟ ସେନା କର୍ମଚାରୀଙ୍କ ସହିତ ବନ୍ଧୁତା କରି ପରେ ସେମାନଙ୍କ ମୁଭମେଣ୍ଟ୍‌ ସମ୍ପର୍କରେ ତଥ୍ୟ ଚୋରାଇ ନେଉଛି ପାକିସ୍ତାନ...

ଆଗାମୀ ପିଢ଼ି ପାଇଁ ପରିବେଶ ସୁରକ୍ଷା ଜରୁରୀ

ନୂଆଦିଲ୍ଲୀ,୨୫ା୭: ପ୍ରକୃତି ମାତା ସଙ୍କଟରେ ପଡ଼ିଛି। ଜଳବାୟୁ ସଙ୍କଟ ପୃଥିବୀର ଭବିଷ୍ୟତକୁ ବିପଦରେ ପକାଇପାରେ। ତେଣୁ ଆଗାମୀ ପିଢ଼ି ପାଇଁ ପରିବେଶ ସୁରକ୍ଷା ଅପରିହାର୍ଯ୍ୟ ହୋଇପଡ଼ିଛି...

ଜମ୍ମୁ-କଶ୍ମୀରରେ ୨ ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୫: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀ ନିହତ ହୋଇଛନ୍ତି। ଶ୍ରୀନଗରର ନଓ୍ବାକଦଲ ଅଞ୍ଚଳରେ କିଛି ଆତଙ୍କାବାଦୀ ଲୁଚି...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ଲାଗି ଦିଲ୍ଲୀ ପହଞ୍ଚିଲେ ମୃତ ୫୪ ଜଣ ଭାଜପା କର୍ମୀଙ୍କ ପରିବାର ସଦସ୍ୟ

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନ ପ୍ରଚାର ହେଉ ଅବା ପ୍ରାର୍ଥିପତ୍ର ଦାଖଲ ସମୟରେ ଦେଶର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଥିଲା ରାଜନୈତିକ ହିଂସା। ତେବେ ସବୁଠାରୁ...

ଡିଜିଟାଲ ଇଣ୍ଡିଆର ଶକ୍ତି ପହଞ୍ଚୁଛି ଘରେ ଘରେ: ମନ୍‌ କି ବାତ୍‌ରେ କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୬।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୯୮ ତମ ମାନ କି ବାତ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶକୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ...

Advertisement
Archives

Model This Week