Posted inଜାତୀୟ

୨୫୬ ଡାଇନୋସର ଅଣ୍ଡା ଜୀବାଶ୍ମ ଠାବ

ଇନ୍ଦୋର,୨୨।୧: ମଧ୍ୟପ୍ରଦେଶର ଧରରୁ ବୈଜ୍ଞାନିକମାନେ ୨୫୬ଟି ଟାଇଟାନୋସର (ଉଦ୍ଭିଦ ଖାଉଥିବା ଡାଇନୋସର)ର ଜୀବାଶ୍ମ ଅଣ୍ଡା ଠାବ କରିଛନ୍ତି। ପାଖାପାଖି ୯୨ଟି ସ୍ଥାନରୁ ଏହି ଅଣ୍ଡା ମିଳିଛି। ଡାଇନୋସର ବିଶାଳ ଆକାରର ହୋଇଥିବାବେଳେ ବସବାସ କରୁଥିବା ସ୍ଥାନଠାରୁ ଦୂରରେ ଏମାନେ ଅଣ୍ଡା ଦେଇଥାନ୍ତି। ୧୦୦.୫ରୁ ୬୬ ନିୟୁତ ବର୍ଷ ପୂର୍ବେ ଏହି ଉଭୟଚର ପ୍ରାଣୀ ଦେଖିବାକୁ ମିଳୁଥିଲେ। ଉକ୍ତ ସ୍ଥାନର ସିଟିସ୍କାନ କରିବା ଲାଗି ବୈଜ୍ଞାନିକମାନଙ୍କ ପକ୍ଷରୁ ଯୋଜନା କରାଯାଉଛି। ଡାଇନୋସରଙ୍କ ଅଣ୍ଡାର ଆକୃତି କୁମ୍ଭୀର ଓ ଚଢ଼େଇଙ୍କ ଅଣ୍ଡା ସଦୃଶ ହୋଇଥିବା ଦିଲ୍ଲୀ ୟୁନିଭର୍ସିଟି ପ୍ରଫେସର ହର୍ଷ ଧିମାନ କହିଛନ୍ତି। କୁମ୍ଭୀର ଅଣ୍ଡ ଦେଇସାରି ତାକୁ ପୋତି ଦେଉଥିବାବେଳେ ଡାଇନୋସର ମଧ୍ୟ ଏ ପରି କରୁଥିବା ଦେଖାଯାଇଛି। ତେବେ ଡାଇନୋସର ଶରୀର କୌଣସି ଅଙ୍ଗ ବା ହାଡ଼ ମିଳି ନ ଥିବାବେଳେ ବୈଜ୍ଞାନିକମାନେ ଏହାର ସନ୍ଧାନ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri