Posted inଜାତୀୟ

ଥରିଲା ଆଣ୍ଡାମାନ୍‌-ନିକୋବର: ଆତଙ୍କିତ ଲୋକେ

ପୋର୍ଟବ୍ଲେୟାର,୧୮।୬: ଆଣ୍ଡାମାନ-ନିକୋବରରେ ମଙ୍ଗଳବାର ଭୋର୍‌ ୩ଟା ୪୯ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୯ ଥିଲା ବୋଲି ଭାରତୀୟ ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଶୋଇଥିବା ଅବସ୍ଥାରେ ଭୂକମ୍ପ ହେବାରୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଭୟରେ ଲୋକମାନେ ଘରୁ ବାହାରକୁ ପଳାଇ ଆସିଥିଲେ। ତେବେ ଏଥିରେ କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିନାହିଁ। ଆଣ୍ଡାମାନ୍‌-ନିକୋବର ଭୂକମ୍ପ ପ୍ରବଣ ଜୋନ୍‌ରେ ରହିଛି। ତେଣୁ ଏଠାରେ ଅଧିକାଂଶ ସମୟରେ ଭୂକମ୍ପ ଅନୁଭୁତ ହୋଇଥାଏ।


All Right Reserved By Dharitri.Com

୧୪ ଦିନ ପୂର୍ବରୁ ସରିଲା ଅମରନାଥ ଯାତ୍ରା: ନିରାଶ ହୋଇ ଫେରିଲେ ଶ୍ରଦ୍ଧାଳୁ

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ସନ୍ଦେହରେ ଅମରନାଥ ଯାତ୍ରାକୁ ବନ୍ଦ କରିଦିଆଯାଇଛି। ଅଗଷ୍ଟ ୧୫ ଏହି ଯାତ୍ରା ଶେଷ ହେବାକୁ ଥିବା ବେଳେ ଏହାକୁ ୧୩...

ଓଲଟିଲା ଡଙ୍ଗା: ୨୦ ନିଖୋଜ

ମେଦିନାପୁର, ୩୦।୯: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁରରେ ଏକ ଅଘଟଣ ଘଟିଛି। ପୂର୍ବ ମେଦିନାପୁରରେ ଏକ ଡଙ୍ଗା ବୁଡିଯିବାରୁ ୨୦ ଜଣ ଲୋକ ନିଖୋଜ ହୋଇଯାଇଛନ୍ତି। ଆବଶ୍ୟକଠାରୁ...

ପିଆଜ-ରସୁଣ ଉପରେ ଲୁଟେରାଙ୍କ ଆଖି: ଟ୍ରକ୍‌ ଚାଳକଙ୍କୁ ବନ୍ଧକ ରଖି ଲୁଟିନେଲେ ୫୧ କ୍ୱିଣ୍ଟାଲ ପିଆଜ

କୈମୁର୍‌,୨୮।୧୨: ଦେଶରେ ପିଆଜ ରସୁଣ ଦାମ୍‌ ବଢ଼ିଚାଲିଥିବାବେଳେ କେତେକ ଅଞ୍ଚଳରେ ପିଆଜ-ରସୁଣ ଲୁଟ୍‌ ଘଟଣାମାନ ଘଟୁଛି। ବିହାରର କୈମୁର ଜିଲାର ମୋହନିଆ ଥାନା ଅଞ୍ଚଳରେ କିଛି...

ମୋଦିଙ୍କ ସହ ସେନାଙ୍କ ନିକଟକୁ ହାତ ତିଆରି ରାକ୍ଷୀ ପଠାଇଲେ ଅଜିଭିକା ଏଜୁକେଶନର ମହିଳା

ଡେରାଡୁନ,୧୧।୮: ଉତ୍ତରାଖଣ୍ଡର ଡେରାଡୁନରେ ଥିବା ଅଜିଭିକା ଏଜୁକେଶନର ମହିଳାମାନେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେତେଜଣ କ୍ୟାବିନେଟ ମନ୍ତ୍ରୀ ଓ ସୀମାରେ ଥିବା...

ଟିଡିପିକୁ ପୁଣି ଝଟକା: ଭାଜପାରେ ମିଶିବେ ପୂର୍ବତନ ମନ୍ତ୍ରୀ

ହାଇଦ୍ରାବାଦ୍‌,୨୭ା୬:ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ ପାର୍ଟିର ଅଧ୍ୟକ୍ଷ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ପୁଣି ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ମନ୍ତ୍ରୀ ପେଦ୍ଦୀ...

କେରଳ ପୋଲିସର ହ୍ୟାଣ୍ଡ୍‌ ଓ୍ବାଶିଂ ଡ୍ୟାନ୍ସ୍‌: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଥିରୁଭାନନ୍ତପୁରମ୍‌,୧୮।୩: କରୋନା ଭୂତାଣୁ ସଂକ୍ରମଣ ଯୋଗୁ ପୃଥିବୀର ୧୬୫ ଦେଶରେ ସଙ୍କଟ ଦେଖାଦେଇଛି। ଭାରତରେ କରୋନା ସଂକ୍ରମିତଙ୍କ ମଧ୍ୟ ବଢ଼ିଚାଲିଛି। ଏହି ମର୍ମରେ କେରଳ ପୋଲିସ...

ଏକ ଦେଶ ଏକ ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ମଧ୍ୟରେ ସହମତି ଆବଶ୍ୟକ: ମୁଖ୍ୟ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୧୭।୧୧: ଏକ ଦେଶ ଏକ ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳଙ୍କ ମଧ୍ୟରେ ସହମତି ପ୍ରକାଶ ପାଇବାର ଆବଶ୍ୟକତା ରହିଛି। ଏନେଇ କେନ୍ଦ୍ର ସରକାର ପ୍ରୟାସ...

ନୀରବ ମୋଦିଙ୍କ ୪ ସୁଇସ୍‌ ବ୍ୟାଙ୍କ ଖାତା ଅଚଳ: ଥିଲା ୨୮୩ କୋଟି ଜମା

ନୂଆଦିଲ୍ଲୀ,୨୭।୬: ପଳାତକ ଘୋଷିତ ନୀରବ ମୋଦି ଏବଂ ତାଙ୍କ ଭଉଣୀ ପୂର୍ବୀ ମୋଦିଙ୍କର ୪ ସୁଇସ୍‌ ବ୍ୟାଙ୍କ ଖାତାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଅଚଳ କରି...

Leave a comment

Your email address will not be published. Required fields are marked *